ନିର୍ବାଚନ ପରବର୍ତ୍ତୀ ହିଂସାରେ ୭ ଗିରଫ

କୋଲକାତା,୨୫।୭: ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସାରେ ଶ୍ରୀଧର ଦାସଙ୍କ ମୃତ୍ୟୁ ଘଟଣାରେ ସୋମବାର କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି (ସିବିଆଇ) ୭ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…

ଧରାପଡ଼ିଲେ ସାଇବର ଠକ

ବୈଶିଙ୍ଗା,୨୫ା୭(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କଦଳିଆ ଗ୍ରାମର ଜଣେ ଯୁବକଙ୍କୁ ସାଇବର ଠକେଇ ଅଭିଯୋଗରେ ପୋଲିସ କୋର୍ଟ ଚାଲାଣ କରିଛି। ସେ ହେଲେ ଚାରୁଚନ୍ଦ୍ର…

ଆରଆଇଙ୍କୁ ଗୋଡ଼ାଇ ପିଟିଲେ ପଥର ମାଫିଆ

ନୀଳଗିରି,୨୫ା୭(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ତହସିଲ ଅଧୀନ ବାଘମରା ଗାଁରେ ସୋମବାର ସଜନାଗଡ଼ ଆର୍‌ଆଇ ସନ୍ତୋଷ କୁମାର ବେହେରାଙ୍କୁ ପଥର ମାଫିଆମାନେ ଗୋଡ଼ାଇ ଗୋଡ଼ାଇ ମାଡ଼ ମାରିଛନ୍ତି।…

ଓଡ଼ିଶା: ଆଜିର ଫଟୋ (ଜୁଲାଇ ୨୫, ୨୦୨୨)

ଭୁବନେଶ୍ୱର ର କଳିଙ୍ଗ ଷ୍ଟାଡ଼ିୟମ ରେ ଆୟୋଜିତ ସାଉଥ ଏସିଆନ ଫୂଟବଲ ଫେଡେରେସନ ଚାମ୍ପିଅନସିପ ନେପାଳ ସହିତ ମାଳଦୀପ ନେପାଳ ୪ -୦ ଗୋଲ ରେ ଜିତିଯାଇଛି…

ଦକ୍ଷିଣ ଇରାନ ବନ୍ୟାରେ ଗଲା ୨୧ ଜୀବନ

ତେହରାନ, ୨୫।୭: ପ୍ରବଳ ବର୍ଷା କାରଣରୁ ସାଉଥର୍ନ ଇରାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋଟର୍ର୍ ଅନୁସାରେ ବନ୍ୟାରେ ପ୍ରାୟ ୨୧ଜଣଙ୍କ ମୃତ୍ୟୁ ଘଟିଛି।…

ପୁଟିନ୍‌ଙ୍କଠାରୁ ଆରମ୍ଭ କରି ଏହି ଦେଶର ରାଷ୍ଟ୍ରପତିମାନେ ଦ୍ରୌପଦୀଙ୍କୁ ଜଣାଇଲେ ଶୁଭେଚ୍ଛା

ମସ୍କୋ/କଲମ୍ବୋ/ମାଲେ/କାଠମାଣ୍ଡୁ,୨୫।୭: ରୁଷିଆ, ଶ୍ରୀଲଙ୍କା, ମାଳଦ୍ୱୀପ ଏବଂ ନେପାଳର ରାଷ୍ଟ୍ରପତିଙ୍କ ସମେତ ଅନେକ ବିଶ୍ୱ ନେତା ଭାରତର ୧୫ତମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଭାରତ ସହିତ…

ବାବୁସାନଙ୍କୁ ଅବାଟରେ ନ ଯିବାକୁ ନିବେଦନ କଲେ ପ୍ରଂଶସକ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ଅଭିନେତା ବାବୁସାନ ମହାନ୍ତି, ତାଙ୍କ ସ୍ତ୍ରୀ ତୃପ୍ତି ଶତପଥୀ, ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ବିବାଦ ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ଘଟଣାକୁ ୩…

ସ୍ତ୍ରୀ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

ବ୍ରଜରାଜନଗର,୨୫ା୭(ଡି.ଏନ.ଏ.): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ମଣ୍ଡଳିଆ ଛକରେ ଯୌତୁକ ଲାଗି ସ୍ତ୍ରୀଙ୍କୁ କିରୋସିନ ଢାଳି ପୋଡି ମାରିବା ଅଭିଯୋଗରେ ପୋଲିସ ସୋମବାର ସ୍ବାମୀ ଆକତାବ…

ବିଷାକ୍ତ ମଦ ପିଇ ୪ମୃତ, ଅନେକ ହସ୍ପିଟାଲରେ ଭର୍ତ୍ତି

ଅହମଦାବାଦ,୨୫।୭: ଗୁଜରାଟର ବୋଟାଡ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବୋଟାଡ ଜିଲା ରୋଜିଦ ଗାଁରେ ବିଷାକ୍ତ ମଦ ପିଇ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକଙ୍କୁ…

‘ସ୍କ୍ରୁ ଢିଲା’ ଟିଜର ରିଲିଜ, ସ୍କୁଲ ଶିକ୍ଷକରୁ ଫାଇଟର୍‌ଙ୍କୁ ଦେଖିଲେ ଦର୍ଶକ

ଟାଇଗର୍‌ ଶ୍ରଫଙ୍କ ଆଗାମୀ ଫିଲ୍ମ ‘ସ୍କ୍ରୁ ଢିଲା’ ଟିଜର୍‌ ରିଲିଜ ହୋଇଛି। ୩ ମିନିଟ୍‌ର ଏହି ଟିଜରରେ ଟାଇଗରଙ୍କୁ ଜଣେ ସ୍କୁଲ ଶିକ୍ଷକରୁ ଫାଇଟର୍‌ ଭାବେ ଦେଖିବାକୁ…