ସର୍ବସାଧାରଣରେ ରହିବ ସଡ଼କ ଦୁର୍ଘଟଣା ତଥ୍ୟ

ଭୁବନେଶ୍ୱର,୨୪ା୫(ବ୍ୟୁରୋ):ସଡ଼କ ସୁରକ୍ଷା ଦିଗରେ ରାଜ୍ୟ ସରକାର ତପତ୍ରତା ପ୍ରକାଶ କରିଛନ୍ତି। ଏଣିକି ସାଧାରଣ ସ୍ଥାନରେ ସଡ଼କ ଦୁର୍ଘଟଣାର ସବୁ ତଥ୍ୟ ଲଗାଯିବ। ଜିଲାସ୍ତରରେ ମାସକ ଭିତରେ କେତେ…

ପଲିଟେକ୍‌ନିକ ଶିକ୍ଷାନୁଷ୍ଠାନରେ ଦିଆଯିବ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ପାଠ୍ୟକ୍ରମ ତାଲିମ

ଭୁବନେଶ୍ୱର, ୨୪।୫(ବ୍ୟୁରୋ):ଆସନ୍ତା ଜୁନ୍‌ରୁ ଓଡ଼ିଶାର ସମସ୍ତ ପଲିଟେକ୍‌ନିକ ଶିକ୍ଷାନୁଷ୍ଠାନରେ ଷ୍ଟେନଲେସ୍‌ ଷ୍ଟିଲ୍‌ ପାଠ୍ୟକ୍ରମ ତାଲିମ ପ୍ରଦାନ କରାଯିବ। ଏନେଇ ସୋମବାର ରାଜ୍ୟ ବୈଷୟିକ ଶିକ୍ଷା ଏବଂ ଧନ୍ଦାମୂଳକ…

ଜଗନ୍ନାଥଙ୍କ ଭଜନ ଗାଇଲେ ହ୍ୟୁମାନ ସାଗର

ନିଶ୍ଚିନ୍ତକୋଇଲି, ୨୪ା୫(ସ୍ବ.ପ୍ର): ବିବାଦ ପରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ରବିବାର ରାତିରେ କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନିପୁରସ୍ଥିତ ବ୍ରହ୍ମକ୍ଷେତ୍ର ପୀଠରେ ଚାଲିଥିବା ମାହାଙ୍ଗା ମହୋତ୍ସବରେ ପ୍ରଥମ…

ଜୁନ୍‌ରେ ନିଯୁକ୍ତି ପାଇବେ ୭ ହଜାର ଶିକ୍ଷକ

ଭୁବନେଶ୍ୱର,୨୪ା୫(ବ୍ୟୁରୋ)"ଶିକ୍ଷା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ୭ ହଜାର ଶିକ୍ଷକଙ୍କ ଆବଶ୍ୟକ ଥିଲା। ଆସନ୍ତା ଜୁନ୍‌ରେ ସେମାନଙ୍କୁ ନିଯୁକ୍ତି ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି…

ଏମ୍‌ସରେ କର୍କଟ ରୋଗୀଙ୍କ ପାଇଁ ସ୍ବତନ୍ତ୍ର ଡେ’ କେୟାର

ଭୁବନେଶ୍ୱର, ୨୪।୫(ବ୍ୟୁରୋ):ଭୁବନେଶ୍ୱର ଏମ୍‌ସରେ ସ୍ବତନ୍ତ୍ର ମେଡିକାଲ୍‌ ଅନ୍‌କୋଲୋଜି ୟୁନିଟ୍‌ ସୋମବାର ଖୋଲିଛି। ଏଥିରେ ମେଡିକାଲ ଅନ୍‌କୋଲୋଜି/ହେମାଟୋଲୋଜି ବିଭାଗର ମେଡିକାଲ ଅନ୍‌କୋଲୋଜି ଡିଭିଜନ ପକ୍ଷରୁ ଏକ ଉତ୍ସର୍ଗୀକୃତ ଡେ’…

ମାତୃଭାଷା ପ୍ରତି ଆନ୍ତରିକତା କମୁଛି

ଭୁବନେଶ୍ୱର,୨୪ା୫(ବ୍ୟୁରୋ):ମାତୃଭୂମି ମାତୃଭାଷାର ମମତା ଯା’ ହୃଦେ ଜନମି ନାହିଁ, ତାକୁୁ ଯେବେ ଜ୍ଞାନୀ ଗଣରେ ଗଣିବା ଅଜ୍ଞାନ ରହିବେ କାହିଁ। ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଲିଖିତ…

ବରଗଛ ମୂଳେ ବ୍ୟାଙ୍କ ସେବା, ଗ୍ରାମାଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା

ପଟ୍ଟାଙ୍ଗୀ୨୩ା୫(ଡି.ଏନ.ଏ.): ବର୍ତ୍ତମାନ ଅନେକ ସରକାରୀ ଓ ବେସରକାରୀ କାର୍ଯ୍ୟ ଅନ୍‌ଲାଇନ ମାଧ୍ୟମରେ ହେଉଛି। ଟେଲି ନେଟୱାର୍କ ସୁବିଧା ଥିବା ଅଞ୍ଚଳରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ହେଉଛି। କିନ୍ତୁ…

ଜାତିଭିତ୍ତିକ ଜନଗଣନା ଲାଗି ୨୭ରେ ହୋଇପାରେ ସର୍ବଦଳୀୟ ବୈଠକ

ପାଟନା,୨୩।୫: ରାଜ୍ୟଓ୍ବାରି ଜାତିଭିତ୍ତିକ ଜନଗଣନା ଲାଗି ବହୁପ୍ରତୀକ୍ଷିତ ସର୍ବଦଳୀୟ ବୈଠକ ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହୋଇପାରେ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏନେଇ ସୋମବାର ସୂଚନା…

ଭାଜପା ଶାସନ ହିଟ୍‌ଲର, ଷ୍ଟାଲିନ୍‌ଙ୍କଠାରୁ ଖରାପ

କୋଲକାତା,୨୩।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ମମତା ବାନାର୍ଜୀ ସୋମବାର କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାରଙ୍କୁ ସମାଲୋଚନା କରିଛନ୍ତି। ଏହି ସରକାର କେନ୍ଦ୍ରୀୟ ସଂସ୍ଥାଗୁଡ଼ିକ…

ରୋପ୍‌ଓ୍ବେରେ ୪୦ ମିନିଟ ଅଟକିଲେ ୨୮ ଭକ୍ତ

ଭୋପାଳ,୨୩।୫: ମଧ୍ୟପ୍ରଦେଶର ସତ୍‌ନା ଜିଲାରେ ସୋମବାର ପ୍ରବଳ ବର୍ଷା ପବନ ଯୋଗୁ ରୋପ୍‌ଓ୍ବେ ଅଚଳ ହୋଇଯାଇଥିଲା। ଫଳରେ ମୈହର ପାହାଡ଼ ଉପରେ ଥିବା ମା’ ସାରଦା ଦେବୀ…