ଚୋରାଚାଲାଣ ଧରାପଡ଼ିବା ପରେ ଚେଇଁଲା ପ୍ରଶାସନ: କୋକସରା ବ୍ଲକର ୪ ସାର ଦୋକାନ ଉପରେ ଚଢ଼ାଉ

କୋକସରା,୨୨।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରୁ ନବରଙ୍ଗପୁର ଜିଲାକୁ ସାର ଚୋରା ଚାଲାଣ ହେଉଥିବା ବେଳେ ଗତ ରବିବାର ଏକ ଟ୍ରକରୁ ୩୫୦ ବସ୍ତା ୟୁରିଆ ସାର ଜବତ କରାଯାଇଥିଲା।…

୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ନବୀନ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ଆସନ୍ତା ୨୫ ତାରିଖରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ନେବେ। ଏହି ଶପଥ ସମାରୋହରେ…

‘କୋହଲି ଖେଳୁ ନ ଥିବାରୁ ନିରାଶ ହେଲୁ’

ପୋର୍ଟ ଅଫ୍‌ ସ୍ପେନ୍‌,୨୨।୭: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଏବଂ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି୨୦ ମ୍ୟାଚ୍‌ ଖେଳିବ ଭାରତ। ଶୁକ୍ରବାରଠାରୁ ଦିନିକିଆ ସିରିଜର…

ପିଲାଙ୍କୁ ପଢ଼ାଇଲେ ବିଧାୟକ

ପାଟଣା,୨୨।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ସଭାପତି ଜଗନ୍ନାଥ ନାଏକ ଶୁକ୍ରବାର ପିଲାଙ୍କୁ ପାଠ ପଢାଇଥିଲେ। ବିଧକ ନାଏକ ଚାରାରୋପଣ କାର୍ଯ୍ୟକ୍ରମରେ…

ଗିରଫ ହେଲେ ୪ ଲୁଟେରା: ୫ ବାଇକ୍‌ ସହ ଟଙ୍କା ଜବତ

ଭଦ୍ରକ ଅଫିସ,୨୨।୭: ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ୨ଟି ମାମଲାରେ ୪ଜଣ ଲୁଟେରାଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୫ ଚୋରି ବାଇକ୍‌ ଓ ନଗଦ ଟଙ୍କା ଜବତ…

ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଦିନିକିଆ: ଜାଣନ୍ତୁ କେବେ, କେଉଁଠି ଆଉ କିଭଳି ଦେଖିପାରିବେ…

ପୋର୍ଟ ଅଫ୍‌ ସ୍ପେନ୍‌,୨୨।୭: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଶୁକ୍ରବାର ଖେଳାଯିବ। ଏହି ମ୍ୟାଚ୍‌ରେ ଶିଖର ଧାଓ୍ବନ ଅଧିନାୟକ ଦାୟିତ୍ୱ ନିର୍ବାହ…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ: ୧୫ ଦିନ ତଳେ କରିଥିଲେ ବିବାହ

ଆରଡି,୨୨।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ଥାନା ଅଧୀନ ଶ୍ୟାମସୁନ୍ଦରପୁର ଗ୍ରାମରେ ଶୁକ୍ରବାର ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାଜେନ୍ଦ୍ର ମଲିକ(୨୮)। ମିଳିଥିବା…

୧୨ ବର୍ଷର ଅପେକ୍ଷା, ହେଲେ ୧୫ ମିନିଟ୍‌ରେ ସରିଥିଲା ବିବାହ

ବମ୍ବେ: ୧୨ ବର୍ଷର ଅପେକ୍ଷା। ହେଲେ ୧୫ ମିନିଟରେ ସରିଥିଲା ବିବାହ। ଆମେ କଥା ହେଉଛୁ ଟେଲିପରଦାର ସବୁଠାରୁ ଲୋକପ୍ରିୟ ଧାରାବାହିକ ‘ଅନୁପମା’ର ଅଭିନେତ୍ରୀ ରୁପାଲି ଗାଙ୍ଗୁଲୀଙ୍କ…

ଚିନି ଭାବି ଖାଇଦେଲେ ୟୁରିଆ ସାର: ଆଈଙ୍କ ସହ ୩ ନାତିନାତୁଣୀ ଗୁରୁତର

ଦେବଗଡ଼,୨୨ା୭(ଡି.ଏନ୍‌.ଏ.): ଚିନି ଭାବି ୟୁରିଆ ସାର ଖାଇଦେବାରୁ ଜଣେ ବୃଦ୍ଧାଙ୍କ ସହ ୩ ଶିଶୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଘୋଷଣା ହେଲା ୬୮ ତମ ରାଷ୍ଟ୍ରୀୟ ଫିଲ୍ମ ପୁରସ୍କାର, ଅଜୟ ଦେବଗନ, ସୂର୍ଯ୍ୟାଙ୍କୁ ବେଷ୍ଟ ଆକ୍ଟର ଆୱାର୍ଡ

ନୂଆଦିଲ୍ଲୀ,୨୨ ।୭: ୬୮ ତମ ରାଷ୍ଟ୍ରୀୟ ଫିଲ୍ମ ପୁରସ୍କାର ଘୋଷଣା ହୋଇଛି । ପୁରସ୍କାର ୫ଟି ଶ୍ରେଣୀରେ ଦିଆଯାଉଛି । ଏହି ପୁରସ୍କାର ୨୦୨୦ ବର୍ଷ ପାଇଁ…