୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି ୧୦…

ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ

ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ ହାସଲ…

ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା

ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍‌ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ ହାର୍ନେସିଂ…

୫୨ ବର୍ଷରେ ଧରିତ୍ରୀ

ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର ଭୁବନେଶ୍ୱରର…

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି ଏବଂ…

ସାରା ଦେଶରେ ‘ନକଲି ପନିର’; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ (FSSAI)…

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ ପାଇଁ…

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ କୁହୁଡ଼ି…

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ ମିଶନ…

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର ଏଥିରେ…