ଡମ୍ପିଂୟାର୍ଡ ହେଲାନି, ବର୍ଜ୍ୟବସ୍ତୁ ପରିଚାଳନା ଦିଗହରା

ଜଗତ୍‌ସିଂହପୁର ଅଫିସ,୨୩ା୫: ଜଗତ୍‌ସିଂହପୁର ଜିଲାରେ ବର୍ଜ୍ୟବସ୍ତୁ ପରିଚାଳନା ଦିଗହରା ହୋଇପଡ଼ିଛି। ଜୈବ ବର୍ଜ୍ୟବସ୍ତୁଗୁଡିକୁ ୪୮ ଘଣ୍ଟା ଭିତରେ ନଷ୍ଟ କରିବାକୁ ନିର୍ଦ୍ଦେଶ ଥିଲେ ସୁଦ୍ଧା ତାହା ପାଳନ…

ପାର୍କିଂରେ ଥିବା ୫ କାର୍‌ ଜାଳିଦେଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୨୩ା୫(ଡି.ଏନ୍‌.ଏ.): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଟାଉନହଲ ପରିସର ପାର୍କିଂରେ ନିଆଁ ଲାଗି ଏଠାରେ ରଖାଯାଇଥିବା ୫ଟି କାର୍‌ ସମ୍ପୂର୍ଣ୍ଣ ଜଳିଯାଇଛି। ଅଧିକାଂଶ କାର୍‌ ଅଧା…

ଶପଥ ନେଲେ ଆନ୍ଥୋନୀ, କ୍ୱାଡ୍‌ ସମ୍ମିଳନୀରେ ଯୋଗ ଦେବେ…

ମେଲବୋର୍ନ, ୨୩।୫ : ଟୋକିଓରେ ଅନୁଷ୍ଠିତ କ୍ୱାଡ ସମ୍ମିଳନୀ ପୂର୍ବରୁ ଅଷ୍ଟ୍ରେଲିଆର ଲେବର ପାର୍ଟିର ନେତା ଆନ୍ଥୋନୀ ଆଲବାନେସ ଅଷ୍ଟ୍ରେଲିଆର ନୂତନ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ…

ଗଛରେ ପିଟିହେଲା ବରଯାତ୍ରୀ ଗାଡ଼ି: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଠାକୁରମୁଣ୍ଡା,୨୩ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା- ଆନନ୍ଦପୁର ରାସ୍ତାର ତରାମରା ନାଳ ପୋଲ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବରଯାତ୍ରୀ ନେଇ ଫେରୁଥିବା ବୋଲେରୋଟି ରାସ୍ତାକଡ଼ ଗଛରେ…

ହୀରାକୁଦର ଆବଦ୍ଧ ମାଛଚାଷ ସଫଳ ମଡେଲ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଆବଦ୍ଧ ମାଛଚାଷ ବା କେଜ୍‌ ଫିସ୍‌ କଲ୍‌ଚର ଏକ ସଫଳ ମଡେଲ୍‌। ଏହା ଖୁବ୍‌ଶୀଘ୍ର ରାଜ୍ୟର ମଧୁର ପାଣି ମାଛ ଉତ୍ପାଦନକୁ ବହୁ…

୫ ବର୍ଷରେ ମଲେଣି ୪୦୯ ହାତୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି ହାତୀ ମୃତ୍ୟୁ। କେତେବେଳେ ବିଦ୍ୟୁତ ତାର ଲାଗି ହାତୀଙ୍କ ମୃତ୍ୟୁ ଘଟୁଛି ତ ଆଉ କେତେବେଳେ ବିଷ ଖାଇ,…

ଏକଲପୁର ଫେରିଘାଟକୁ ନେଇ ବିବାଦ

ମହାକାଳପଡ଼ା,୨୩ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ଓ କଂସାର ବଡ଼ଦାଣ୍ଡୁଆ ପଞ୍ଚାୟତର ଗୋବରୀ ନଦୀ ଏକଲପୁର ଫେରିଘାଟରେ ଦୈନଦିନ ଯାତାୟାତ ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ…

କରୋନା ଯୋଗୁ ପ୍ରତି ୩୩ ଘଣ୍ଟାରେ ୧୦ ଲକ୍ଷ ଗରିବ, ୩୦ ଘଣ୍ଟାରେ ଜଣେ ନୂଆ ବିଲିୟନେୟାର…

ଡାଭୋସ, ୨୩।୫ : ସ୍ବିଜରଲାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମର ବାର୍ଷିକ ବୈଠକ ପାଇଁ ସମଗ୍ର ବିଶ୍ୱରୁ ଧନୀ ଏବଂ ଶକ୍ତିଶାଳୀ ବ୍ୟକ୍ତିମାନେ ଏଠାରେ ପହଞ୍ଚିଛନ୍ତି। ଏହି…

କୃଷି ଉପକରଣ ସବ୍‌ସିଡି ଆତ୍ମସାତ୍‌

କେନ୍ଦ୍ରାପଡ଼ା ଅଫିସ,୨୩ା୫: ରାଜ୍ୟ ଓ କେନ୍ଦ୍ର ସରକାର କୃଷି ଓ କୃଷକଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଚାଷୀଙ୍କୁ ରିହାତି ଦରରେ ପମ୍ପସେଟ୍‌, ସ୍ପ୍ରେୟରଠାରୁ ଆରମ୍ଭ…

ଭାଲୁକାହୁଡ଼ିରେ ବିକାଶ ଅପହଞ୍ଚ

ଯାଜପୁର ଅଫିସ/ରଗଡି (ଡି.ଏନ.ଏ.),୨୩ା୫: ଯାଜପୁର ଜିଲା ଗଠନକୁ ୨୯ ବର୍ଷ ପୂରିଛି। ଇତିମଧ୍ୟରେ ଜିଲାର ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରାୟ ୨୨ ବର୍ଷ ଧରି ବିଜେଡି…