ସରକାର ବଦଳାଇପାରିବେ ଚାଷୀ

ଚଣ୍ଡିଗଡ଼,୨୩।୫: ଚାଷୀମାନେ ଚାହିଁଲେ ସରକାର ବଦଳାଇପାରିବେ। ଫସଲ ଉପରେ ସହାୟକ ମୂଲ୍ୟର ସାମ୍ବିଧାନିକ ଗ୍ୟାରେଣ୍ଟି ନ ପାଇବା ପର୍ଯ୍ୟନ୍ତ ଦେଶବ୍ୟାପୀ ଆନ୍ଦୋଳନ ଜାରି ରଖିବାକୁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ…

ଏନ୍‌ଆଇଏଫ୍‌ଟି ପରୀକ୍ଷା ସର୍ବଭାରତୀୟ ସ୍ତରରେ କୋରାପୁଟ ଝିଅ ଅନ୍ବେଷା ଅର୍ପିତା

କୋରାପୁଟ,୨୩ା୫(ସ୍ବ.ପ୍ର.): ଏନ୍‌ଆଇଏଫ୍‌ଟି (ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫେଶନ ଟେକ୍ନୋଲୋଜି) ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ୬୨ତମ ର଼୍ୟାଙ୍କ ପାଇଛନ୍ତି କୋରାପୁଟ ଝିଅ ଅନ୍ବେଷା ଅର୍ପିତା ପାତ୍ର। ଏନେଇ ଅନ୍ବେଶାଙ୍କୁ…

ମଧ୍ୟପ୍ରଦେଶରେ ଦିନକୁ ୨୯ ପିଲା ନିଖୋଜ

ନୂଆଦିଲ୍ଲୀ, ୨୩ା୫: ଦେଶରେ ଶିଶୁ ନିଖୋଜ ମାମଲା ଉଦ୍‌ବେଗଜନକ ସ୍ଥିତିରେ ରହିଛି। ବିଶେଷକରି ଉତ୍ତର ଭାରତର ୪ ପ୍ରମୁଖ ରାଜ୍ୟରେ ବହୁ ସଂଖ୍ୟାରେ ଶିଶୁ ଗାଏବ ହେଉଥିବା…

ମୁହଁ ଢାଙ୍କିବାକୁ ବାଧ୍ୟହେଲୁ

କାବୁଲ, ୨୩ା୫ : ତାଲିବାନୀ କଟକଣା ଆଗରେ ଶେଷରେ ହାର ମାନିଛନ୍ତି ଆଫଗାନ୍‌ ମହିଳା। ଗତବର୍ଷ ଅଗଷ୍ଟ ୧୫ରେ ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଙ୍ଗଠନ ତାଲିବାନ୍‌ କାବୁଲ ଦଖଲ…

ସ୍ମାର୍ଟ ସ୍କୁଲ୍‌ ପରିସରରେ ବୋମା

ରସୁଲପୁର,୨୩ା୫(ଡି.ଏନ.ଏ.): ୫-ଟି ରୂପାନ୍ତରଣ ପ୍ରକ୍ରିୟାରେ ସ୍ମାର୍ଟ ସ୍କୁଲ୍‌ ହୋଇଥିବା ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ କଲଣ ପଞ୍ଚାୟତର ମଧୁପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରୁ ରବିବାର…

ଜଳହସ୍ତୀ ଦେହରେ ଲାଗିଛି ସିରିଞ୍ଜ

ବାରଙ୍ଗ,୨୩।୫(ଡି.ଏନ.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଚିକିତ୍ସକଙ୍କ ଦାୟିତ୍ୱହୀନତା ଯୋଗୁ ୬୩ ନମ୍ବର ଏନକ୍ଲୋଜରରେ ଥିବା ଏକ ମାଈ ଜଳହସ୍ତୀକୁ ଦୁର୍ଦ୍ଦଶା ଭୋଗିବାକୁ ପଡିଛି। ୪ବର୍ଷର ଏହି ଜଳହସ୍ତୀଟି…

ଦୁଇଦିନ ଝଡ଼ତୋଫାନ

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ତାତିରୁ ଆଶ୍ୱସ୍ତି ଦେଇଛି କାଳବୈଶାଖୀ ବର୍ଷା। ଶନିବାରଠାରୁ ରବିବାର ସକାଳ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଭୁବନେଶ୍ୱର ପାଣିପାଗ…

ପର୍ଯ୍ୟଟକଙ୍କୁ ପିଟିଲେ ସଫାରି କର୍ମଚାରୀ

ବାରଙ୍ଗ,୨୩।୫(ଡି.ଏନ୍‌.ଏ.): ନନ୍ଦନକାନନରେ ଘରୋଇକରଣରେ ଦିଆଯାଇଥିବା ସଫାରିକୁ ନେଇ ଏବେ ବିବାଦ ଛାଡୁ ନାହିଁ। ଟେଣ୍ଡର ସମୟରେ ହୋଇଥିବା ସର୍ତ୍ତକୁ ଖିଲାପ କରି ବିନା କାଗଜପତ୍ରରେ ବିପଦସଙ୍କୁଳ ଅବସ୍ଥାରେ…

ବିଦେଶୀ ପିଲାଙ୍କ ପାଇଁ ଆଇଆଇଟି-ଜେଇଇ

ନୂଆଦିଲ୍ଲୀ,୨୩।୫: ଆମେରିକା, ଭିଏତ୍‌ନାମ ସମେତ ୨୫ ଦେଶରେ ଏକସଙ୍ଗେ ଆଇଆଇଟି-ଜେଇଇ (ଆଇଆଇଟି ଯୁଗ୍ମ ପ୍ରବେଶିକା ପରୀକ୍ଷା) କରାଇବାକୁ ଭାରତ ସରକାର ଯୋଜନା କରିଛନ୍ତି। ଫଳରେ ବିଦେଶୀ ଛାତ୍ରୀଛାତ୍ର…

କେନ୍ଦ୍ର ହ୍ରାସ ରାଜ୍ୟକୁ ଚାପ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୫ : କେନ୍ଦ୍ର ସରକାର ଶନିବାର ରାତିରେ ପେଟ୍ରୋଲ୍‌ ଓ ଡିଜେଲ ଉପରୁ ଏକ୍ସାଇଜ ଡ୍ୟୁଟି (ଉତ୍ପାଦ ଶୁଳ୍କ) ଯଥାକ୍ରମେ ୮ଟଙ୍କା ଏବଂ ୭ଟଙ୍କା ହ୍ରାସ କରିଛନ୍ତି।…