ଓ୍ବାଜୁଖାନା ସିଲ୍‌ ପରେ କଡ଼ା ସୁରକ୍ଷାରେ ହେଲା ନମାଜ ପାଠ

ବାରାଣସୀ,୨୧।୫: ଜ୍ଞାନବାପି ମସ୍‌ଜିଦ ସର୍ଭେ ରିପୋର୍ଟରେ ସେଠାରେ ହିନ୍ଦୁ ଦେବଦେବୀଙ୍କ ଭଗ୍ନାବଶେଷ, ତ୍ରିଶୂଳ ଓ ସ୍ବସ୍ତିକ ଚିହ୍ନ ରହିଥିବା ଜଣାପଡ଼ିବା ପରେ ବିବାଦ ବଢ଼ିଛି। ଫଳରେ କଡ଼ା…

ବସିବ ଶ୍ରୀମନ୍ଦିର ପରିଚାଳନା ବୈଠକ

ପୁରୀ ଅଫିସ, ୨୧।୫: ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ଅପରାହ୍ନ ୪ଟାରେ ଶ୍ରୀମନ୍ଦିର ପରିଚାଳନା ବୈଠକ ଅନୁଷ୍ଠିତ ହେବ।…

ଜୁନ୍‌ ୩୦ ପର୍ଯ୍ୟନ୍ତ ଚାଷୀଙ୍କଠାରୁ ସଂଗ୍ରହ ହେବ ଧାନ

ବାଲେଶ୍ୱର ଅଫିସ, ୨୧।୫ ବାଲେଶ୍ୱର ଜିଲାରେ ବିଭିନ୍ନ ମଣ୍ଡିରେ ଶୁକ୍ରବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି ା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ସ୍ଥାନୀୟ ସଦର…

ହୋଲ୍ଡିଂ ଟିକସ ବୃଦ୍ଧିକୁ ବିରୋଧ

ବାରିପଦା ଅଫିସ,୨୧।୫ ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ଅଞ୍ଚଳରେ ମାତ୍ରାଧିକ ହୋଲ୍ଡିଂ ଟିକସ ବୃଦ୍ଧି ପ୍ରତିବାଦରେ ଭଞ୍ଜସେନାର ଏକ ପ୍ରତିନିଧି ଦଳ ଶୁକ୍ରବାର ପୌରାଧ୍ୟକ୍ଷଙ୍କୁ ଭେଟି…

ବାଲିମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ତେଜିଲା

ନୀଳଗିରି, ୨୧।୫(ସ୍ବ.ପ୍ର.) ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ସୋନ ନଦୀପଠାରୁ ପ୍ରତ୍ୟେକ ଦିନ ଟ୍ରିପ୍‌ ଟ୍ରିପ୍‌ ବାଲି ଚାଲାଣ ହେଉଛି। ଏହାକୁ ରୋକିବା ପାଇଁ ପ୍ରଶାସନ କୌଣସି…

୧୫ଦିନ ସମୟ ଦେଲା ପ୍ରଶାସନ

ବାଲିଆପାଳ, ୨୧।୫(ସ୍ବ.ପ୍ର.) ବାଲିଆପାଳ ତହସିଲ କୁମ୍ଭାରୀ ପଞ୍ଚାୟତ ତାପୁଣ୍ଡିଆ ଗ୍ରାମର ସ୍କୁଲ ସମ୍ମୁଖ ଗୋଚର ଜମିରେ ଥିବା ବହୁଦିନର ପୁରୁଣା ଦୋକାନ ଘରକୁ ଶୁକ୍ରବାର ପ୍ରଶାସନ ଉଚ୍ଛେଦ…

ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ସୋନିଆ-ପ୍ରିୟଙ୍କା

ନୂଆଦିଲ୍ଲୀ,୨୧।୫: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୩୧ତମ ପୁଣ୍ୟତିଥିରେ ଶନିବାର ଦେଶ ତାଙ୍କୁ ମନେପକାଇ ସ୍କୁତିଚାରଣ କରିଛି। ୧୯୯୧ରେ ଏହି ଦିନ ରାଜୀବ ଗାନ୍ଧୀଙ୍କୁ ଆତ୍ମଘାତୀ…

‘ସୌଭାଗ୍ୟ ଯୋଜନା ଦୁର୍ଭାଗ୍ୟରେ ପରିଣତ ହୋଇଛି’

ଭୋଗରାଇ, ୨୧।୫ (ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ପ୍ରଥମ ବୈଠକ ବ୍ଲକ ଚେୟାରମ୍ୟାନ୍‌ ପ୍ରବୀର କୁମାର ଗିରିଙ୍କ…

ଗୌତମଙ୍କ ହାତ ଧରିଲେ ଗାୟିକା

ବିବାହ ବନ୍ଧନରେ ବାନ୍ଧି ହେଲେ ବଲିଉଡର ଗାୟିକା କନିକା କପୁର ବ୍ୟବସାୟୀ ଗୌତମଙ୍କୁ ଶୁକ୍ରବାର ସେ ବିବାହ କରିଛନ୍ତି। ଦୁହିଁଙ୍କର ଲଣ୍ଡନରେ ହିନ୍ଦୁ ରୀତିନୀତି ଅନୁସାରେ ବିବାହ…