ଏମ୍‌ଏସ୍‌ପି ଗ୍ୟାରେଣ୍ଟି ପ୍ରତିଶ୍ରୁତି ଦେଇନାହାନ୍ତି ସରକାର: ତୋମାର

ନୂଆଦିଲ୍ଲୀ,୨୦ା୭: କୃଷକ ସଙ୍ଗଠନ ସଂଯୁକ୍ତ କିଷାନ ମୋର୍ଚ୍ଚା(ଏସ୍‌କେଏମ୍‌)କୁ କେନ୍ଦ୍ର ସରକାର ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ଉପରେ ଆଇନଗତ ଗ୍ୟାରେଣ୍ଟି ନିମନ୍ତେ କମିଟି ଗଠନର ପ୍ରତିଶ୍ରୁତି ଦେଇ…

ଇରାନ୍‌ରେ ପୁଟିନ୍‌

ତେହରାନ, ୨୦ା୭: ଇରାନ୍‌ ସର୍ବୋଚ୍ଚ ନେତା ଆୟାତୁଲ୍ଲା ଅଲି ଖାମନେଇଙ୍କୁ ଭେଟିବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ମଙ୍ଗଳବାର ତେହରାନରେ ପହଞ୍ଚିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧ…

ଅକ୍ଟୋବରରେ ଭାରତ ଆସିବେ ଜଷ୍ଟିନ ବିବର

ୱାଶିଂଟନ,୨୦ ।୭: କାନାଡିଆନ ପପ ସିଙ୍ଗର ଜଷ୍ଟିନ ବିବରଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର । ଖୁବଶୀଘ୍ର ସେ ଭାରତରେ ପରଫର୍ମ କରିବେ ବୋଲି ଜଣାପଡିଛି ।…

‘ରାଜ୍ୟରେ ପୋଲିସ ବି ସୁରକ୍ଷିତ ନୁହନ୍ତି’

ଗୁରୁଗ୍ରାମ,୨୦ା୭: ଡିଏସ୍‌ପି ସୁରେନ୍ଦ୍ର ସିଂ ବିଷ୍ଣୋଇଙ୍କ ଉପରେ ଖଣି ମାଫିଆମାନେ ଡମ୍ପର ମଡ଼ାଇ ହତ୍ୟା କରିବା ଘଟଣାରେ ହରିୟାଣାର ଭାଜପା ସରକାରଙ୍କୁ ବିରୋଧୀ ଘେରିଛନ୍ତି। ରାଜ୍ୟରେ ଆଇନ…

ହାଇକୋର୍ଟରେ ଚଣ୍ଡୀ ମନ୍ଦିର ମାମଲା ଖାରଜ

କଟକ ଅଫିସ,୨୦ା୭: କଟକ ଚଣ୍ଡୀ ମନ୍ଦିର ସମ୍ପ୍ରସାରଣ ପାଇଁ ଜମି ଅଧିଗ୍ରହଣକୁ ବିରୋଧ କରି ହାଇକୋର୍ଟରେ ରୁଜୁ ହୋଇଥିବା ମାମଲା ମଙ୍ଗଳବାର ଖାରଜ ହୋଇଯାଇଛି। ଶୈଳବାଳା ମହାବିଦ୍ୟାଳୟର…

ତିନିରଥରୁ କଢ଼ାହେଲା କନା, କଳସ

ପୁରୀ ଅଫିସ, ୨୦ା୭: ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ସରିବା ପରେ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥ ରହିଛି। ନୀଳାଦ୍ରି ବିଜେ ପର ଦିନ ତିନି ରଥରୁ ସାରଥି, ଠେକରା…

ପରୀକ୍ଷାରେ ଛାତ୍ରୀଙ୍କୁ ଅନ୍ତଃବସ୍ତ୍ର ଖୋଲିବାକୁ କହିବା ଘଟଣା: ୫ ମହିଳା ଗିରଫ

ଥିରୁଭାନନ୍ତପୁରମ୍‌,୨୦ା୭: କେରଳର କୋଲାମ ଜିଲାରେ ଥିବା ଘରୋଇ ଶିକ୍ଷାନୁଷ୍ଠାନରେ ମେଡିକାଲ ଏଣ୍ଟ୍ରାନ୍ସ ଟେଷ୍ଟ ଏନ୍‌ଇଇଟି ପାଇଁ ପରୀକ୍ଷା କେନ୍ଦ୍ର ହୋଇଥିବାବେଳେ ସେଠାରେ ଛାତ୍ରୀମାନଙ୍କୁ ଅନ୍ତଃବସ୍ତ୍ର ଖୋଲି ଟେଷ୍ଟ…

ଟିକା ପଞ୍ଜୀକରଣ ପାଇଁ ଫେକ୍‌ ଲିଙ୍କ୍‌

ଦତ୍ତାତ୍ରେୟ ନାୟକ ପୁରୀ ଅଫିସ, ୨୦ା୭: ରାଜ୍ୟରେ ସମ୍ପ୍ରତି ବୁଷ୍ଟର ଡୋଜ୍‌ ଟିକାକରଣ ଚାଲିଛି। ଟିକା ନେବା ପାଇଁ ଲୋକଙ୍କ ମଧ୍ୟରେ ଧୀରେ ଧୀରେ ଆଗ୍ରହ ପ୍ରକାଶ…

କେନ୍ଦ୍ରାପଡ଼ା ପୌରପାଳିକାକୁ ମାସିକ ୧ଲକ୍ଷ ଟଙ୍କା ଜରିମାନା

କେନ୍ଦ୍ରାପଡ଼ା ଅଫିସ, ୨୦ା୭: କେନ୍ଦ୍ରାପଡ଼ା ସହର ନିକଟ ଗୋବରୀ ନଦୀ ପ୍ରଦୂଷଣ ମାମଲାରେ ସ୍ଥାନୀୟ ପୌରପାଳିକାକୁ ଅର୍ଥ ଦଣ୍ଡରେ ଦଣ୍ଡିତ କରାଯାଇଛି। ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ରବେୟା…

କେନାଲ ସଫେଇରେ ଅନିୟମିତତା: ଜମିରେ ମାଡୁନି ପାଣି

ପଟ୍ଟାମୁଣ୍ଡାଇ, ୨୦ା୭(ସ୍ବ.ପ୍ର.): ସରକାର କୃଷି ଓ କୃଷକର ଉନ୍ନତି ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏଥିନିମନ୍ତେ ସରକାର ଲକ୍ଷାଧିକ ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ମାତ୍ର…