ସେନା ପକ୍ଷରୁ ସ୍ପଷ୍ଟୀକରଣ: ନିଯୁକ୍ତି ପ୍ରକ୍ରିୟାରେ ଜାତି ପ୍ରମାଣ ପତ୍ର ପୂର୍ବରୁ ମଧ୍ୟ ମଗାଯାଉଥିଲା

ନୂଆଦିଲ୍ଲୀ,୧୯।୭: ଅଗ୍ନିବୀର ଭର୍ତ୍ତି ପ୍ରକ୍ରିୟାରେ ଜାତି ଏବଂ ଧର୍ମ ପ୍ରମାଣ ପତ୍ର ଦେଖାଇବାକୁ ନେଇ ଅନେକ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର ସେନା ପକ୍ଷରୁ ଏନେଇ ସ୍ପଷ୍ଟୀକରଣ…

ସ୍ଥିରତା ପାଇଁ ଫେରୁ ‘ସବୁଜ ପତ୍ରିକା’

ଆଠମଲ୍ଲିକ,୧୯।୭ (ଡି.ଏନ.ଏ.) ଜନସଂଖ୍ୟାରେ ଦେଖାଦେଲାଣି ବିସ୍ଫୋରକ ପରିସ୍ଥିତି। ଖୁବ୍‌ଶୀଘ୍ର ଭାରତ ବିଶ୍ୱ ଜନସଂଖ୍ୟା ବହୁଳ ଦେଶ ତାଲିକାର ଶୀର୍ଷ ସ୍ଥାନକୁ ଯିବ। ଏହାର ପ୍ରତିକୂଳ ପ୍ରଭାବକୁ ନେଇ…

୨ ଅଭିଯୁ୍‌କ୍ତଙ୍କୁ ଆଜୀବନ ଜେଲ

ଢେଙ୍କାନାଳ ଅଫିସ,୧୯।୭ ୨୦୨୦ ସେପ୍ଟେମ୍ବରରେ ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ନିମବାହାଳି ଛକରେ ରହୁଥିବା ଜରି ଗୋଟାଳି ରାଜୁ ଓରଫ୍‌ ବିଜୁଙ୍କ ହତ୍ୟା ମାମଲାର ରାୟ ସୋମବାର…

ସରିଲା କ୍ୟାବିନେଟ୍‌ ବୈଠକ, ୧୭ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ବର,୧୯।୭(ବ୍ୟୁରୋ): ମଙ୍ଗଳବାର ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ଏନେଇ ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୂଚନା…

୪ ଘଣ୍ଟା ଯାତାୟାତ ବାଧାପ୍ରାପ୍ତ

ଛେଣ୍ଡିପଦା,୧୯।୭ (ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଦେଇ ଯାଇଥିବା ଦେବଗଡ଼-ଅନୁଗୋଳ ୬୩ନଂ ରାଜ୍ୟ ରାଜପଥର କୋଶଳା ଗ୍ରାମ ଶିମିଳିସାହି ଠାରେ ସୋମବାର ଭୋର ୪ଟାରୁ ରାସ୍ତା…

‘ବ୍ରହ୍ମାସ୍ତ୍ର’-୨ରେ ନଜର ଆସିବେ ଦୀପିକା, ହିରୋ ହେବେ କିଏ?

ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ‘ବ୍ରହ୍ମାସ୍ତ୍ର’ ଫିଲ୍ମ ସପ୍ଟେମ୍ବର ୯ରେ ରିଲିଜ ହେବାକୁ ଯାଉଛି । ରିଲିଜ ପୂର୍ବରୁ ଏହାର ଟ୍ରେଲରକୁ ଦର୍ଶକଙ୍କ ଜବରଦସ୍ତ…

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ଅଗ୍ନିପଥ ଯୋଜନା ବିରୋଧରେ ହୋଇଥିବା ସମସ୍ତ ଆବେଦନର ଶୁଣାଣି କରିବେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧୯।୭: ‘ଅଗ୍ନିପଥ’ ଯୋଜନା ବିରୋଧରେ ସାରା ଦେଶରେ ଦାଖଲ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ଏକ ବଡ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ଶୁଣାଣି କରି…

ନୁପୁର ଶର୍ମାଙ୍କ ଭିଡିଓ ଦେଖିବାରୁ ଯୁବକଙ୍କୁ ଛୁରାମାଡ

ପାଟନା,୧୯।୭: ନୁପୁର ଶର୍ମା ମାମଲାକୁ ନେଇ ରାଜସ୍ଥାନର ଉଦୟପୁର ଏବଂ ମହାରାଷ୍ଟ୍ରର ଅମରାବତୀ ପରେ ବିହାରର ସୀତାମଢିରେ ମଧ୍ୟ ଏକ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି। ନୁପୁରଙ୍କ…

ରାଷ୍ଟ୍ରପତି ଦୌଡରୁ ଓହରିଲେ ପ୍ରେମଦାସା

କଲମ୍ବୋ,୧୯।୭: ବୁଧବାର ଶ୍ରୀଲଙ୍କା ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ହେଲେ ନିର୍ବାଚନ ପୂର୍ବରୁ ବିରୋଧି ଦଳ ନେତା ସାଜିତ ପ୍ରେମଦାସା ରାଷ୍ଟ୍ରପତି ଦୌଡରୁ ଓହରିଛନ୍ତି।ସେ ନିଜର ପ୍ରାର୍ଥିିପତ୍ର…

ଅନାଥ ଭଉଣୀଭାଇଙ୍କ ଦାୟିତ୍ୱ ନେଲା ପ୍ରଶାସନ

ବିଶୋଇ, ୧୯।୭ (ଡି.ଏନ.ଏ) ମେଡିକାଲରେ ପହଞ୍ଚିବାରେ ବିଳମ୍ବ କାରଣରୁ ଜଣେ ମହିଳାଙ୍କ ମୃତ୍ୟୁ ହେବା ଘଟଣା ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ମୟୂରଭଞ୍ଜ ଜିଲା ପ୍ରଶାସନ ତତ୍ପରତା…