ଉଛୁଳିଲାଣି ବୈତରଣୀ, ଗାଁଦାଣ୍ଡରେ ଲହଡ଼ି ଭାଙ୍ଗୁଛି ଜଳ

ଚାନ୍ଦବାଲି,୧୬।୭(ଡି.ଏନ୍‌.ଏ.): ଲଘୁଚାପଜନିତ ବର୍ଷା ଜଳରେ ଉଛୁଳିଲାଣି ବୈତରଣୀ ଓ ସାଳନ୍ଦୀ ନଦୀ। ଆରଡ଼ି ନିକଟସ୍ଥ ଶୀତଳପୁର, ପାଲଟପୁର, ସାନପଙ୍କି, କୁଲିବିନ୍ଧା, ଗରିପୁର ଆଦି ଗାଁରେ ଜୁଆରପାଣି ପଶିଛି।…

ନ୍ୟୁଜ ପୋର୍ଟାଲକୁ ବି କରିବାକୁ ପଡିବ ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୧୬ ।୭: ଡିଜିଟାଲ ମିଡିଆକୁ ନିୟନ୍ତ୍ରଣ କରିବାକୁ ଏବଂ ଖବରକାଗଜ ସହ ସମାନ କରିବାକୁ କେନ୍ଦ୍ର ସରକାର ଏକ ବିଲ ଆଣିବାକୁ ଯାଉଛନ୍ତି । ଏହି ବିଲକୁ…

ଅନୁମତି ନ ନେଇ ଦ୍ୱିତୀୟ ବିବାହ କରିଥିଲେ ପିଲାଙ୍କୁ ମିଳିବନି ଚାକିରି

ପାଟନା,୧୬।୭: ବିହାର ସରକାର ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ସରକାରୀ କର୍ମଚାରୀ ଦ୍ୱିତୀୟ ବିବାହ କଲେ ସରକାରଙ୍କ ଅନୁମତି ନେବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ…

ରାସ୍ତାରେ ପାଠ ପଢିଲେ ଛାତ୍ରୀଛାତ୍ର

ଖଇରା/ଔପଦା, ୧୬।୭ (ଡି.ଏନ.ଏ.) ବାଲେଶ୍ବର ଜିଲା ଔପଦା ବ୍ଲକ ବଡ଼ପୋଖରୀ ପଞ୍ଚାୟତ ଅଧୀନ ଦନ୍ତୋର ନୋଡାଲ ହାଇସ୍କୁଲରେ ଖାଲିଥିବା ଶିକ୍ଷକ ପଦବୀ ପୂରଣ କରା ନ ଯିବା…

ପୂର୍ଣ୍ଣାଙ୍ଗ ହେଉନି ପାନୀୟ ଜଳ ପ୍ରକଳ୍ପ

ଖଇରା, ୧୬।୭(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଶହୀଦ ନଗର ଗ୍ରାମବାସୀଙ୍କୁ ପାଣି ଯୋଗାଇବାକୁ ନିର୍ମାଣାଧୀନ ସୋଲାର ପମ୍ପ୍‌ ହାଉସ ଏବେ ସମ୍ପୃକ୍ତ…

ବିଷାକ୍ତ ଖାଦ୍ୟ ଖାଇ ୧୫୦ ଛାତ୍ରୀଛାତ୍ର ଅସୁସ୍ଥ

ହାଇଦ୍ରାବାଦ,୧୬।୭: ବିଷାକ୍ତ ଖାଦ୍ୟ ଖାଇ ତେଲଙ୍ଗାନା ନିର୍ମଲ ଜିଲାର ରାଜୀବ ଗାନ୍ଧୀ ୟୁନିଭର୍ସିଟି ଅଫ୍‌ ନଲେଜ୍‌ ଟେକ୍ନୋଲୋଜିର ୧୫୦ଜଣ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ଡାକ୍ତରଖାନାରେ…

କୁସୁଡିହା-ଦଣ୍ଡାନାଳ ରାସ୍ତା ମରଣଯନ୍ତା

ରୂପସା, ୧୬।୭(ଡି.ଏନ.ଏ.) ବାଲେଶ୍ୱର ସଦର ବ୍ଲକ ରସଲପୁର ପଞ୍ଚାୟତ କୁସୁଡ଼ିହା ଛକଠାରୁ ଦଣ୍ଡାନାଳ ପର୍ଯ୍ୟନ୍ତ ଥିବା ଆରଡ଼ି ରାସ୍ତା ଏବେ ମରଣଯନ୍ତା ପାଲଟିଛି। ବର୍ଷାଦିନେ ରାସ୍ତାରେ ପାଣି…

ପୂର୍ବତନ ବାଚସ୍ପତି ନିର୍ମଳ ସିଂଙ୍କ ପରଲୋକ

ଚଣ୍ଡିଗଡ଼,୧୬।୭: ପଞ୍ଜାବର ପୂର୍ବତନ ବାଚସ୍ପତି ତଥା ଶିରୋମଣି ଅକାଳୀ ଦଳର ବରିଷ୍ଠ ନେତା ନିର୍ମଳ ସିଂ କାହଲୋନଙ୍କ ଶନିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯…

କଲେଜ ପଡ଼ିଆ ପାଲଟିଛି ଷ୍ଟକ୍‌ୟାର୍ଡ

କେନ୍ଦୁଝର,୧୬।୭(ସ୍ବ.ପ୍ର.) କେନ୍ଦୁଝରସ୍ଥିତ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟ ପରିସରରେ ପାଣି ପାଇପ୍‌ ଜମା କରାଯାଇଥିବାରୁ ନାନା ସମସ୍ୟା ସୃଷ୍ଟି ହେଉଛି। ପାଇପ୍‌ଗୁଡ଼ିକ ବିପଦପୂର୍ଣ୍ଣ ଅବସ୍ଥାରେ ଗଛିତ ରଖାଯାଇଥିବାରୁ…

ରାଶନ ପାଇଁ ଯିବାକୁ ପଡୁଛି ୮ କି.ମି.

ଭଦ୍ରକ ଅଫିସ,୧୬।୭ ଭଦ୍ରକ ଜିଲା ବନ୍ତ ବ୍ଲକର ଆଡ଼ିଆ ପଞ୍ଚାୟତ ଅଧୀନ ଜିରିଣା-ଆଡ଼ିଆ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଖରାଦିନେ ଅଣଓସାରିଆ ମାଟି ରାସ୍ତା ଆଉ ବର୍ଷା…