ଥାନାର ଦ୍ୱାରସ୍ଥ ହେଲେ ଅମଲା ସଂଘ ସଦସ୍ୟ

ଜୟପୁର,୧୬।୫(ନି.ପ୍ର.): କୋରାପୁଟ ଜିଲା ଅମଲା ସଂଘ ସଦସ୍ୟମାନେ ରବିବାର କୋରାପୁଟ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସଂଘର ପୁରୁଣା ସଭାପତି ଓ ସମ୍ପାଦକ ଦାୟିତ୍ୱ ହସ୍ତାନ୍ତର କରୁ ନ ଥିବା…

ଓଷ୍ଟା କୋରାପୁଟ ଶାଖାର ରାସ୍ତାକୁ ଓହ୍ଲାଇବା ଚେତାବନୀ

ସୁନାବେଡ଼ା,୧୬।୫(ସ୍ବ.ପ୍ର.): ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡିକର ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷା କର୍ମଚାରୀଙ୍କୁ ସପ୍ତମ ବେତନ ପ୍ରଦାନ ପାଇଁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଗୁରୁବାର…

ଲୁଟେରାଙ୍କ ଗୁଳିମାଡ଼ରେ ଟ୍ରକ୍‌ ଚାଳକ ଗୁରୁତର

ଟିକିରି/ରାୟଗଡ଼ା ଅଫିସ, ୧୬।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଦୁଡ଼ୁକାବାଲ ପଞ୍ଚାୟତ ଅନ୍ତର୍ଗତ କାଳିଆପଡ଼ା ଘାଟିରେ ଶନିବାର ରାତିରେ ବନ୍ଧୁକ ମୁନରେ ଜଣେ ଟ୍ରକ୍‌ ଚାଳକଙ୍କଠାରୁ ଲୁଟ୍‌ ହୋଇଛି।…

ଭୋଜି ଖାଇ ୧୬ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ୭ ଗୁରୁତର

ତୁମୁଡିବନ୍ଧ,୧୬।୫(ଡି.ଏନ.ଏ.): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତ ଅନ୍ତର୍ଗତ ବୁଢ଼ା କୁଣ୍ଡଳୀ ଗ୍ରାମରେ ବାହାଘର ଭୋଜି ଖାଇ ୧୫ଜଣ ମହିଳା, ପୁରୁଷ ଓ ଶିଶୁ ଆକ୍ରାନ୍ତ…

ସାଗରମୁଣ୍ଡାର ପୁନରୁଦ୍ଧାର ଦାବି

ନବରଙ୍ଗପୁର,୧୬।୫(ବି.ପ୍ର.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଡଙ୍ଗରଭେଜା ପଞ୍ଚାୟତରେ ରହିଛି ଏକ ବୃହତ୍‌ ଜଳାଶୟ ‘ସାଗରମୁଣ୍ଡା’। ଏହା ପାଖରେ ଥିବା ଗାଁର ନାମ ମଧ୍ୟ ସାଗରମୁଣ୍ଡା। ପ୍ରାୟ…

ଭାରତରେ ୧୭ କୋଟି ମୁସଲମାନଙ୍କ ପାଇଁ ପ୍ରାୟ ୭ ଲକ୍ଷ ମସଜିଦ୍‌, ୯୬ କୋଟି ହିନ୍ଦୁଙ୍କ ଲାଗି ୨୦ ଲକ୍ଷରୁ ଅଧିକ ମନ୍ଦିର…

ନୂଆଦିଲ୍ଲୀ, ୧୬।୫ : କାଶୀ, ମଥୁରା, ଦିଲ୍ଲୀ, ଆଗ୍ରା ଠାରୁ ମଧ୍ୟପ୍ରଦେଶର ଧାର ପର୍ଯ୍ୟନ୍ତ ମନ୍ଦିର-ମସଜିଦକୁ ନେଇ ବିବାଦ ଜାରି ରହିଛି। ହିନ୍ଦୁ ସଂଗଠନ ଦାବି କରୁଛନ୍ତି…

ବିଦ୍ୟୁତ୍‌ କାର୍ଯ୍ୟାଳୟ ଘେରିଲେ ଗୁଣ୍ଠାୱାଡ଼ା ପଞ୍ଚାୟତବାସୀ

ଚିତ୍ରକୋଣ୍ଡା,୧୬।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଗୁଣ୍ଠାୱାଡ଼ା ପଞ୍ଚାୟତର ବିିଭିନ୍ନ ଗ୍ରାମରେ ଦୁଇଦିନ ହେଲା ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ହୋଇଛି। ଫଳରେ ଖରାଦିନରେ ଲୋକେ ଅସହ୍ୟ ଗରମ…

ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଜଙ୍ଗଲରେ ହାତୀପଲ

ରାଇଘର, ୧୬।୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକରେ ଲଗାତର ହାତୀପଲ ଛତିଶଗଡ ଅଞ୍ଚଳରୁ ଓଡ଼ିଶା ଜଙ୍ଗଲ ମଧ୍ୟରେ ପ୍ରବେଶ କରନ୍ତି। ଏବେ ଏକ ହାତୀପଲ ସୀମାନ୍ତ ଅଞ୍ଚଳରେ ଘୂରି…

ଶିକ୍ଷା ବିଭାଗ କର୍ମଚାରୀଙ୍କୁ କଂସଙ୍କ ଡାକରା

ଚନ୍ଦାହାଣ୍ଡି,୧୬।୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସଦର ମହକୁମାରେ ଚାଲିଥିବା ବାଲିଯାତ୍ରାର ଅଷ୍ଟମ ରଜନୀରେ ଅଷ୍ଟମଲ୍ଲ ସଖା ବଧ ମଞ୍ଚସ୍ଥ ହୋଇଛି। ମହାରାଜ କଂସଙ୍କୁ ଚନ୍ଦାହାଣ୍ଡି ଗ୍ରାମବାସୀ…

୩ ଜଙ୍ଗଲରୁ ଅବାଧ କାଠ ଚାଲାଣ

ବଇଣ୍ଡା,୧୬।୫(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜର ବିପ୍ରଡିହ, ମଇମୁରା, କେଞ୍ଚୁଆନାଳି ଜଙ୍ଗଲରୁ କିଛିଦିନ ହେବ ଅବାଧ କାଠଚାଲାଣ ହେଉଥିବା ନେଇ କେଞ୍ଚୁଆନାଳି ଗ୍ରାମବାସୀ ଶନିବାର ଅନୁଗୋଳ…