ପାଟନା,୧୪।୭: ବିହାରର ଜଣେ ବରିଷ୍ଠ ପୋଲିସ ଅଧିକାରୀ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍)କୁ ଏକ ଆତଙ୍କବାଦୀ ସଙ୍ଗଠନ ପପୁଲାର ଫ୍ରଣ୍ଟ ଅଫ୍ ଇଣ୍ଡିଆ (ପିଏଫ୍ଆଇ) ସହ ତୁଳନା…
ଝାରସୁଗୁଡ଼ା ଅଫିସ,୧୪।୭: ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା କତରବଗା ଗ୍ରାମର ଗୌର ପ୍ରଧାନଙ୍କ ସ୍ତ୍ରୀ ଗୀତାଞ୍ଜଳି (୩୮) ଗତ ୩୦ତାରିଖରୁ ନିଖୋଜ ହୋଇଯାଇଛନ୍ତି। ଘଟଣାକୁ ୧୫ଦିନ ବିତିଯାଇଥିଲେ…
ଲଣ୍ଡନ,୧୪।୭ : ଗୁରୁବାର ଲଡର୍ସ ଗ୍ରାଉଣ୍ଡରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଚଳିତ ସିରିଜର ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ଭାରତ ଅଧିନାୟକ ରୋହିତ ଶର୍ମା ଟସ୍ ଜିତି…
ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ଏପଟେ ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’ ମାମଲା। କେରଳର କୋଲ୍ଲମରୁ ଭାରତରେ ପ୍ରଥମ ‘ମଙ୍କିପକ୍ସ’ର ମାମଲା ଚିହ୍ନଟ ହୋଇଛି ।…
ରୁଚିକା ମହାନ୍ତି ଆତ୍ମହତ୍ୟାର ଉଚିତ ନ୍ୟାୟ ପାଇଁ ଆସନ୍ତା ୧୯ ତାରିଖରେ ଓଡିଶା ବନ୍ଦ ପାଇଁ ନବନିର୍ମାଣ ଯୁବ ଛାତ୍ରୀ ପକ୍ଷରୁ ରମାଦେବୀ ମହାବିଦ୍ୟାଳୟରେ ଡାକରା ରାଷ୍ଟ୍ରପତି…
ସମ୍ବଲପୁର,୧୪ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଯୁକ୍ତ ୩ ଶେଷ ବର୍ଷ ଏଜୁକେଶନ ଅନର୍ସ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଛି। ଗୁରୁବାର ସକାଳେ ଘଟଣା ଜଣାପଡିବା ପରେ କର୍ତ୍ତୃପକ୍ଷ ବିଶ୍ୱବିଦ୍ୟାଳୟ…
ଭୁବନେଶ୍ୱର,୧୪।୭(ବ୍ୟୁରୋ): କଲେଜରେ ଦିଆଯିବ ଟିକା। ରାଜ୍ୟରେ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଗୁରୁବାର ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଇଂଜିନିୟରିଂ କଲେଜ, ହଷ୍ଟେଲ ଏବଂ ଶିକ୍ଷାନୁଷ୍ଠାନରେ…
ନୂଆଦିଲ୍ଲୀ,୧୪ା୭: ପୂର୍ବତନ ଭାରତୀୟ ଅଫ୍ ସ୍ପିନର ହରଭଜନ ସିଂ କ୍ରିକେଟ ପଡ଼ିଆକୁ ଫେରିବେ। ସେପ୍ଟେମ୍ବରରେ ହେବାକୁ ଥିବା ଲିଜେଣ୍ଡ୍ସ ଲିଗ୍ କ୍ରିକେଟ (ଏଲ୍ଏଲ୍ସି)ରେ ସେ ଅଂଶଗ୍ରହଣ କରିବେ।…
ପାଇକମାଳ,୧୪।୭(ଡି.ଏନ୍.ଏ.): ବରଗଡ଼ ଜିଲା ପାଇକମାଲ ବ୍ଳକ ଝିଟିକି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ବୁଧବାର ରାତିରେ ଶୋଇଥିବା ବେଳେ ଏକ ବିଷାକ୍ତ ସାପ କାମୁଡ଼ାରେ ସ୍ବାମୀ-ସ୍ତ୍ରୀଙ୍କ…
ରାଞ୍ଚି,୧୪।୭: ରାଷ୍ଟ୍ରପତି ନିର୍ବାଚନରେ ଏନ୍ଡିଏ ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍ଏମ୍)। ଦଳର କେନ୍ଦ୍ରୀୟ ଅଧ୍ୟକ୍ଷ ଶିବୁ ସୋରେନ ଏନେଇ ସମସ୍ତ ଏମ୍ପି…