ଦ୍ୱିତୀୟ ଦିନିକିଆ ଖେଳିବା ନେଇ ସନ୍ଦେହ, ସୁଯୋଗ ମିଳିଲେ ବାହାରିବେ…

ଲଣ୍ଡନ,୧୪।୭: ଭାରତ ଏବଂ ଇଲଂଣ୍ଡ ମଧ୍ୟରେ ଚଳିତ ସିରିଜର ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ଗୁରୁବାର ଲଡର୍‌ସ ମଇଦାନରେ ଖେଳାଯିବ। ଓଭାଲରେ ଅନୁଷ୍ଠିତ ପ୍ରଥମ ଦିନିକିଆରେ ଆହତ ସମସ୍ୟାକୁ…

ପିଏଫ୍‌ଆଇର ମିଶନ ୨୦୪୭ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌…

ପାଟନା,୧୪।୭ : ବିହାରର ରାଜଧାନୀ ପାଟନାରେ ପିଏଫଆଇ ନାମରେ ଏକ ବଡ ଆତଙ୍କବାଦୀ ତାଲିମ କେନ୍ଦ୍ରର ପଦର୍ଦ୍ଦାଫାଶ ହୋଇଛି। ଚଢ଼ାଉ ସମୟରେ ଦୁଇ ଆତଙ୍କବାଦୀଙ୍କୁ ପୋଲିସ ଗିରଫ…

ଆରମ୍ଭରୁ ହଟ୍ଟଗୋଳ: ୧୧.୩୦ ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ପ୍ରଶ୍ନକାଳ ଆରମ୍ଭ ହେଉ ହେଉ ବିରୋଧୀ ଭାଜପା…

ସମ୍ବଲପୁରରେ ବାଧ୍ୟତାମୂଳକ ହେଲା ମାସ୍କ

ସମ୍ବଲପୁର,୧୪।୭(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ କଟକଣା ଲାଗୁ ହେଉଛି। ଭୁବନେଶ୍ୱର, କଟକ ପରେ…

ତିର୍ତ୍ତୋଲ ବିଧାୟକଙ୍କ ବଢ଼ିଲା ଅଡୁଆ: ସେକ୍ସ ରାକେଟ ଚଳାଇବା ଅଭିଯୋଗର କ୍ରାଇମବ୍ରାଞ୍ଚ ତଦନ୍ତ ଲାଗି ସୁପାରିସ୍‌

ଭୁବନେଶ୍ୱର,୧୪।୭(ବ୍ୟୁରୋ): ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡ଼ୁଆ ବଢ଼ିଲା। ବିଧାୟକଙ୍କ ବାନ୍ଧବୀ ସୋମାଲିକା ଦାଶ ତାଙ୍କ ବିରୋଧରେ ଆଣିଥିବା ସେକ୍ସ ରାକେଟ ଅଭିଯୋଗର କ୍ରାଇମବ୍ରାଞ୍ଚ ତଦନ୍ତ…

ମୁସେୱାଲାଙ୍କ ହତ୍ୟା ପଛରେ ୬୦ ଗ୍ୟାଙ୍ଗଷ୍ଟରଙ୍କ ହାତ, ଯାଞ୍ଚ୍‌ କରୁଛନ୍ତି ୬୦୦ ପୋଲିସ…

ଚଣ୍ଡିଗଡ଼,୧୪।୭ : ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ଘଟଣାରେ ପ୍ରାୟ ୬୦ ଗ୍ୟାଙ୍ଗଷ୍ଟର ଏବଂ ସେମାନଙ୍କ ଗ୍ୟାଙ୍ଗ ସଦସ୍ୟ ସମ୍ପୃକ୍ତି ରହିଛି। ଦିଲ୍ଲୀ ଏବଂ ପଞ୍ଜାବ…

ଅଭିନେତା ସୈଫ ଅଲି ଖାନଙ୍କ ମୋଟ ସମ୍ପତ୍ତିର ମୂଲ୍ୟ କେତେ ଜାଣନ୍ତି

ଅଭିନେତା ସୈଫ ଅଲି ଖାନ ବଲିଉଡରେ ଛୋଟେ ନବାବ ଭାବରେ ଜଣାଶୁଣା। ଫିଲ୍ମ ବ୍ୟତୀତ ସୈଫ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଚର୍ଚ୍ଚାରେ ଥାନ୍ତି। ତାଙ୍କୁ ବଲିଉଡର…

ଉପରମୁହାଁ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୦୪ ଆକ୍ରାନ୍ତ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ଉପରମୁହାଁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୭୧ଜଣ ଥିବା ବେଳେ ୩୩୩ ଲୋକାଲ…

ବାବ୍ରି ଭଙ୍ଗ ପରବର୍ତ୍ତୀ ସ୍ଥିତି ସମାଜରେ ସୃଷ୍ଟି ନହେଉ,ପୂଜାସ୍ଥଳ ଅଧିନିୟମ ସମର୍ଥନରେ ଏସ୍‌ସିଙ୍କ ଦ୍ୱାରସ୍ଥ ହେଲେ ମୁସଲମାନ ସଂଗଠନ…

ନୂଆଦିଲ୍ଲୀ,୧୪।୭ : ଅଲ ଇଣ୍ଡିଆ ମୁସଲିମ ପର୍ସନାଲ ଲ ବୋର୍ଡ ପ୍ଲେସ ଅଫ ଓ୍ବରଶିପ୍‌ ଆକ୍ଟ (ପୂଜାସ୍ଥଳ ଅଧିନିୟମ) କୁ ସମର୍ଥନ କରି ସୁପ୍ରିମକୋର୍ଟ(ଏସ୍‌ସି)ଙ୍କ ଦ୍ୱାରସ୍ଥ ହୋଇଛି।…

କୋହଲିଙ୍କ ଖରାପ ଫର୍ମକୁ ନେଇ ଜବାବ ରଖିଲେ ଗାଙ୍ଗୁଲି

ଲଣ୍ଡନ,୧୪।୭: ଗତ କିଛି ବର୍ଷ ହେଲା ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି ଖରାପ ଫର୍ମରେ ଅଛନ୍ତି। ଗତ ଅଢେଇ ବର୍ଷ ମଧ୍ୟରେ ସେ ଅନ୍ତର୍ଜାତୀୟ କ୍ରିକେଟରେ…