ପ୍ରଥମ ଦିନିକିଆରୁ ବାଦ୍‌ ପଡ଼ିଲେ, ଶ୍ରେୟସଙ୍କୁ ସୁଯୋଗ

ଲଣ୍ଡନ,୧୨।୭: ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମୁକାବିଲା ମଙ୍ଗଳବାର ଖେଳାଯାଉଛି। ତେବେ ଏହି ମ୍ୟାଚ୍‌ରେ ଦଳରୁ ବାଦ୍‌ ପଡ଼ିଛନ୍ତି ବିରାଟ କୋହଲି।…

ବ୍ୟାକ୍‌ଫୁଟ୍‌ରେ ଇଂଲଣ୍ଡ: ଖାତା ଖୋଲିବାକୁ ଦେଉନାହାନ୍ତି ବୁମ୍‌ରା-ଶାମି

ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡ ବିପକ୍ଷରେ ମଙ୍ଗଳବାର ଖେଳାଯାଉଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ବୋଲର୍‌ଙ୍କ ଜବରଦସ୍ତ ବୋଲିଂ ଦେଖିବାକୁ ମିଳିଛି। ଦ୍ରୁତ ବୋଲର ମହମ୍ମଦ ଶାମି ଏବଂ ଜସପ୍ରିତ…

ମୌସୁମୀ ଅଧିବେଶନ ପୂର୍ବରୁ ଜୁଲାଇ ୧୭ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୨।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ କେନ୍ଦ୍ର ସରକାର ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ଜୁଲାଇ ୧୭ରେ ସକାଳ ୧୧ଟାରେ ଏକ ସର୍ବଦଳୀୟ ବୈଠକ…

ରାଶିଫଳ: ବୁଧବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚନ୍ଦ୍ର ଥିବାରୁ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପାରିବାରିକ, ପରିବହନ, ନିର୍ମାଣ, ଜମିଜମା ଓ…

ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବେ ଉଦ୍ଧବ

ମୁମ୍ବାଇ,୧୨।୭: ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ଉଦ୍ଧବ ଠାକରେ ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ଏନେଇ ଉଦ୍ଧବ ଠାକରେ ଘୋଷଣା କରିଛନ୍ତି। ରାଷ୍ଟ୍ରପତି…

ବ୍ରିଟେନରେ ବଢୁଛି ତାପମାତ୍ରା, ଅତ୍ୟଧିକ ଗରମ ଚେତାବନୀ

ଲଣ୍ଡନ,୧୨ା୭: ଇଂଲଣ୍ଡ ଏବଂ ଓ୍ବେଲ୍ସରେ ତାପମାତ୍ରା ୩୦ ଡିଗ୍ରୀ ସେଲସିୟସ୍‌ରୁ ଅଧିକ ହେବ ବୋଲି ବ୍ରିଟେନ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ…

ଦ୍ରୌପଦୀଙ୍କୁ ସମର୍ଥନ ଦେବେ ଶିନ୍ଦେଙ୍କ ସମର୍ଥକ

ମୁମ୍ବାଇ,୧୨।୭: ଦେଶରେ ରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜନୀତି ବେଶ୍‌ ସରଗରମ ରହିଛି। ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଶିବସେନା ସମ୍ପୂର୍ଣ୍ଣ ସମର୍ଥନ କରିବ। ଏନେଇ…

‘ସଂସାର’ ଜରିଆରେ ଫେରୁଛନ୍ତି ମନ୍ଦିରା

ବମ୍ବେ: ପୁଣି ଥରେ ଟେଲି ପରଦାକୁ ଫେରୁଛନ୍ତି ମନ୍ଦିରା ବେଦୀ। ଏକତା କପୁରଙ୍କ ଶୋ’ ‘ସଂସାର’ରେ ସେ ନଜର ଆସିବେ। ଏହା ଏକ ପାରିବାରିକ ଡ୍ରାମା। ୧୯୯୪ରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ଗୃହ ନିର୍ମାଣ ଋଣ ସହାୟତା ରାଶି

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟ ସରକାର ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ସରକାରୀ କର୍ମଚାରୀଙ୍କ ପାଇଁ ଗୃହ ନିର୍ମାଣ ଋଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦…

ଶ୍ରୀଲଙ୍କାଙ୍କୁ ୪୪ହଜାର ମେଟ୍ରିକ୍‌ ଟନ୍‌ ୟୁରିଆ ପଠାଇଲା ଭାରତ

ନୂଆଦିଲ୍ଲୀ,୧୨।୭: ଶ୍ରୀଲଙ୍କାରେ ଆର୍ଥିକ ଓ ରାଜନୈତିକ ସଙ୍କଟ ଜାରି ରହିଛି। ଆର୍ଥିକ ସଙ୍କଟ ଯୋଗୁ ଦରଦାମ୍‌ ବୃଦ୍ଧି ପାଇବା ସହ ଘୋର ଅଭାବର ଶୀକାର ହେଉଛନ୍ତି ଦେଶବାସୀ।…