ୟୁକ୍ରେନ୍‌ର ଏକତା ପାଇଁ ଇଣ୍ଡୋନେସିଆର ଅପିଲ୍‌

ଜାକର୍ତ୍ତା,୯।୭: ୟୁକେନ୍‌, ରୁଷିଆ ଯୁଦ୍ଧ ପାଇଁ ବୈଷୟିକ ସମ୍ପର୍କ ପ୍ରଭାବିତ ହେଉଥିବା ଦେଖିବାକୁ ମିଳିଛି। ଧନୀ ଏବଂ ବିକଶିତ ରାଷ୍ଟ୍ରଗୁଡ଼ିକର କୂଟନୀତିଜ୍ଞମାନଙ୍କ ମଧ୍ୟରେ ଏକ ପ୍ରକାର ସଂଘର୍ଷମୟ…

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ୟୁପିରେ ବଦଳିଲା ସମୀକରଣ

ଲକ୍ଷ୍ନୌ,୯।୭ : ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦୌପଦୀ ମୁର୍ମୁୁ ଶୁକ୍ରବାର ଉତ୍ତରପ୍ରଦେଶ ଲକ୍ଷ୍ନୌରେ ପହଞ୍ଚିଛନ୍ତି। ଏହି ଅବସରରେ ଭାଜନା ସ ସହଯୋଗୀଙ୍କ ଦଳରୁ ସମର୍ଥନ ପାଇଁ ମୁର୍ମୁଙ୍କ…

ଲକ୍ଷେ ୨୫ ହଜାର ଟପିଲା ସକ୍ରିୟ ମାମଲା …

ନୂଆଦିଲ୍ଲୀ, ୯।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି…

ବାହୁଡ଼ା ଯାତ୍ରା : ରଥାରୁଢ ହେଲେ ତିନି ଠାକୁର

ସରିଲା ଜନ୍ମବେଦୀରେ ଳୀଳାଖେଳା । ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ଯିବେ ଚତୁର୍ଦ୍ଧା ବିଗ୍ରହ । ପହଣ୍ଡିରେ ରଥକୁ ଆସିଛନ୍ତି ତିନି ଠାକୁର।

ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ରାୟଗଡ଼ା ଅଫିସ,୯।୭: ରାୟଗଡ଼ା ବାରିଝୋଲାସ୍ଥିତ ଜନ ସ୍ବାସ୍ଥ୍ୟ ଅଧିକାରୀ (ସିଡିଏମ୍‌ଓ)ଙ୍କ କାର୍ଯ୍ୟାଳୟରେ ଶନିବାର ଅଗ୍ନିକାଣ୍ଡ ଘଟିଛି । ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ରେକର୍ଡ ଓ କାଗଜପତ୍ର ପୋଡି…

ଏଣିକି ମାସ୍କ ନ ପିନ୍ଧିଲେ ୫୦୦ଟଙ୍କା ଜରିମାନା

ଭୁବନେଶ୍ୱର,୯।୭(ବ୍ୟୁରୋ): ଏଣିକି ମାସ୍କ ନ ପିନ୍ଧିଲେ କଟିବ ଚାଲାଣ। ରାଜଧାନୀରେ କରୋନା ସଂକ୍ରମଣ ବଢୁଥିବାରୁ ବିମ୍‌ସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ମାସ୍କ ନ ପିନ୍ଧିଲେ ୫…

ଘର ଛାଡ଼ି ପଳାଇଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୯।୮: ଶ୍ରୀଲଙ୍କାରେ ଜାରି ରହିଥିବା ଆର୍ଥିକ ସଙ୍କଟ ମଧ୍ୟରେ ପ୍ରଦର୍ଶନକାରୀ ଶନିବାର କଲମ୍ବୋ ସ୍ଥିତ ରାଷ୍ଟ୍ରପତିଙ୍କ ବାସଭବନକୁ ଘେରାଓ କରିଛନ୍ତି। ଏହାପରେ ରାଷ୍ଟ୍ରପତି ରାଜପାକ୍ସେ ରାଜଭବନରୁ ବାହାରି…

ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର,୯।୭(ବ୍ୟୁରୋ): ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।…

ଦୌଡ଼ିବାକୁ ପଡିବନି କାର୍ଯ୍ୟାଳୟ: ପୁରସ୍କାର ପାଇଁ ଅନ୍‌ଲାଇନରେ କରିବେ ଆବେଦନ

ନୂଆଦିଲ୍ଲୀ,୯ା୭: କ୍ରୀଡାବିତ୍‌ଙ୍କ ସୁବିଧା ପାଇଁ କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ନୂତନ ପୋର୍ଟାଲ ଲଞ୍ଚ ହୋଇଛି। ଯୋଗ୍ୟ କ୍ରୀଡାବିତ୍‌ ଏହି ପୋର୍ଟାଲ…

ବର ପ୍ରଶେସନ ଗାଡ଼ିରେ ଲାଗିଗଲା ବିଦ୍ୟୁତ୍‌ ତାର

କେନ୍ଦୁଝର,୯।୭(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଆଟପୁର ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବାହାଘର ଶୋଭାଯାତ୍ରା ଯାଉଥିଲା। ଏହି ସମୟରେ ବରଗାଡ଼ି ଆଗରେ ଯାଉଥିବା ଏକ ଡିଜେ…