ସୁଧୁରୁଛି ଲାଲୁ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥା

ନୂଆଦିଲ୍ଲୀ,୮।୭: ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ଥିବା ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସୁଛି। ପୂର୍ବ ଅପେକ୍ଷା ଏବେ ତାଙ୍କ ଦେହ ଭଲ ଅଛି। ଖାଇବାପିଇବା…

ବଢି ବଢି ଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୮।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮,୮୧୫ ନୂଆ…

ବିପଦସଙ୍କୁଳ ଅବସ୍ଥାରେ ଦାନପୁର ଲକ୍‌ ପୋଲ

ଡେରାବିଶ,୮ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ଲୁଣାନଦୀର ଦାନପୁରଠାରେ ନିର୍ମିତ ହୋଇଥିବା ସେତୁଟି ଡେରାବିଶ ସହ ଗରଦପୁର ଓ ମାର୍ଶାଘାଇ ବ୍ଲକର ଜୀବନରେଖା। ଲୁଣାନଦୀରେ ସେତୁ…

ପାର୍ବତୀଙ୍କ ମୁହଁରେ ଫୁଟିଲା ହସ: ପହଞ୍ଚିଲା ପ୍ରଶାସନ

ମହାକାଳପଡ଼ା, ୮ା୭ (ଡି.ଏନ୍‌.ଏ.): ‘ପେଟକୁ ମିଳୁନି ଭାତ, ମୁଣ୍ଡରେ ନାହିଁ ଛାତ’ ଶୀର୍ଷକ ଖବର ଧରିତ୍ରୀରେ ବୁଧବାର ପ୍ରକାଶ ପାଇଥିଲା। ଗୁରୁବାର ଜିଲା ପ୍ରଶାସନ ସହାୟତାର ରାଶି…

ନଦୀକୁ ଖସିଲା କାର୍‌: ୯ ମୃତ

ଡେରାଡୁନ,୮।୭: ଭାରସାମ୍ୟ ହରାଇ ନଦୀକୁ ଖସିପଡ଼ିଲା କାର୍‌। ଉତ୍ତରାଖଣ୍ଡର ରାମନଗରରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। । ଏଥିରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ…

ଆଜି ଶପଥ ନେବେ ୩ ରାଜ୍ୟ ସଭା ଏମ୍‌ପି

ନୂଆଦିଲ୍ଲୀ/ଭୁବନେଶ୍ୱର,୮।୭(ବ୍ୟୁରୋ): ବିଜେଡିର ୩ ଜଣ ନବନିର୍ବାଚିତ ରାଜ୍ୟ ସଭା ଏମ୍‌ପି ଗୃହର ସଦସ୍ୟ ଭାବେ ଶୁକ୍ରବାର ଶପଥ ଗ୍ରହଣ କରିବେ। ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ…

ଗଞ୍ଜାମ ଜିଲାପାଳଙ୍କ ନାମରେ ଫେକ୍‌ ହ୍ବାଟ୍ସଆପ୍‌

ବ୍ରହ୍ମପୁର ଅଫିସ,୮ା୭: ସାଇବର ଠକମାନେ ସାଧାରଣ ଲୋକଙ୍କୁ ଠକି ଟଙ୍କା ଲୁଟି ନେଉଥିବା ଘଟଣା ନେଇ ବାରମ୍ବାର ଥାନାରେ ଏତଲା ହେଉଛି। ହେଲେ ବର୍ତ୍ତମାନ ଗଞ୍ଜାମ ଜିଲାପାଳଙ୍କ…

ହାତୀ ମରୁଛନ୍ତି, ସୁରକ୍ଷା ବ୍ୟବସ୍ଥାକୁ ଅଣଦେଖା

ଯାଜପୁର ଅଫିସ,୮ା୭:ରାଜ୍ୟରେ ହାତୀ ସୁରକ୍ଷା ଏବଂ ସହଜ ଚଳପ୍ରଚଳ ସ୍ଥାନର ଅଭାବକୁ ଦୂର କରିବାକୁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି କ୍ରମରେ ମହାନଦୀ ହାତୀ…

ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ, ଅପରାହ୍ନରୁ ଦର୍ଶନ ବନ୍ଦ

ପୁରୀ ଅଫିସ,୮।୭: ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଓ ଶନିବାର ବାହୁଡ଼ା ଯାତ୍ରା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଉଛି । ହେଲେ ସା ଦର୍ଶନ…

ବଢ଼ିଚାଲିଛି ସଂକ୍ରମଣ: ଆଜି ରାଜ୍ୟରୁ ୪୭୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୮ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୪୭୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୨,୪୧୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…