ଇଂଲଣ୍ଡ ୨୮୪ରେ ଅଲ୍‌ଆଉଟ୍‌: ଭାରତ ୧୩୨ ରନ୍‌ରେ ଆଗୁଆ

ଲଣ୍ଡନ,୩।୭: ବର୍ମିଂହାମ୍‌ର ଏଜବାଷ୍ଟନ ଗ୍ରାଉଣ୍ଡରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସିରିଜର ପୁନଃନିର୍ଦ୍ଧାରିତ ପଞ୍ଚମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ତୃତୀୟ ଦିନର ଖେଳ ଆଜି ଜାରି ରହିଛି।…

ଟ୍ରକ୍‌ ଚକ ତଳେ ପଡ଼ିଗଲେ ବାଇକ୍‌ ଆରୋହୀ

ଫୁଲନଖରା,୩।୭:(ଡି.ଏନ୍‌.ଏ.): କଟକ ସଦର ଥାନା ଅଧୀନ ଫୁଲନଖରା ନିଆଳି ରାସ୍ତା କୁରାଙ୍ଗ ଶାସନ ନିକଟରେ ରବିବାର ଏକ ସଡ଼କ ଦୁର୍ଘଣାରେ ଜଣେ ବାଇକ୍‌ ଆରୋହୀ ଗୁରୁତର ଆହତ…

ସାପ କାମୁଡ଼ାରେ ନବବିବାହିତାଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୩ା୭: ବିଷାନ୍ତ ସାପ କାମୁଡ଼ାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଜଣେ ନବବିବାହିତାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ଗଡ଼ ଥାନା ଅଧୀନ ଦଳପତିନଗରର ବିପଦ ନାୟକଙ୍କ…

ପଡ଼ିଆରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କ ସହ କୋହଲିଙ୍କ ଯୁକ୍ତିତର୍କ: କହିଲେ, ପାଟି ବନ୍ଦ କରି ବ୍ୟାଟିଂ କର

ଲଣ୍ଡନ,୩।୭:ଏଜବାଷ୍ଟନରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ଖେଳାଯାଉଛି। ରବିବାର ମ୍ୟାଚର ତୃତୀୟ ଦିନରେ ବିରାଟ କୋହଲି ପଡ଼ିଆରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କ ସହ…

‘ସ୍ନେହ ଯାତ୍ରା’ ଆରମ୍ଭ କରିବାକୁ କାର୍ଯ୍ୟକର୍ତ୍ତାଙ୍କୁ ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ

ହାଇଦ୍ରାବାଦ୍‌,୩।୭: ହାଇଦ୍ରାବାଦରେ ଭାଜପାର ଦୁଇଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଯୋଗ ଦେଇ ହାଇଦ୍ରାବାଦକୁ ଭାଗ୍ୟ ନଗର ବୋଲି…

କାମ କରିବାକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ସକାଳୁ ମିଳିଲା ମୃତଦେହ

ଆନନ୍ଦପୁର/ଘସିପୁରା,୩ା୭(ସ୍ବ.ପ୍ର./ଡି.ଏନ୍‌.ଏ.):କେନ୍ଦୁଝର ଜିଲା ଘସିପୁରା ଥାନା ଗୋପାଳପୁର ଗ୍ରାମ ନିକଟରେ ଥିବା ଏକ ଚାଷଜମିରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତଦେହ ଖାଳିଆମେଣ୍ଟା ହରିଜନ ସାହିର…

ଉତ୍ତରପ୍ରଦେଶରେ ଆଇନ ଛାତ୍ରଙ୍କୁ ହତ୍ୟା

ନୂଆଦିଲ୍ଲୀ,୩।୭: ଉତ୍ତରପ୍ରଦେଶ ମିରଟରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ୨୧ ବର୍ଷୀୟ ଜଣେ ଆଇନ ଛାତ୍ରଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ଅଖାରେ ଭରି ଡ୍ରେନରେ…

‘ଆତଙ୍କବାଦୀ କସବଙ୍କଠାରୁ ବି ଅଧିକ ସୁରକ୍ଷା ବିଦ୍ରୋହୀ ବିଧାୟକଙ୍କୁ ଦିଆଯାଇଥିଲା’

ମୁମ୍ବାଇ,୩।୭:ମହାରାଷ୍ଟ୍ରର ରାଜନୈତିକ ଅସ୍ଥିରତା ପରେ ସେଠାରେ ଏକ ନୂତନ ସରକାର ଗଠନ କରାଯାଇଛି। ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଧେ ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିଛନ୍ତି।…

ରାଜଧାନୀରେ କରୋନା ଟେଷ୍ଟ ଜୋରଦାର

ଭୁବନେଶ୍ୱର,୩ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମାସ୍କ ବାଧ୍ୟତାମୂଳକ ହେବା ପରେ ଏବେ କରୋନା ସଂକ୍ରମଣ ରୋକିବାକୁ ଟେଷ୍ଟିଂ ଓ ଟ୍ରାକିଂକୁ ଜୋରଦାର କରାଯାଇଛି। ରବିବାର ଭୁବନେଶ୍ୱରରେ ୨୫ଟି ୟୁପିଏଚ୍‌ସି/ୟୁସିଏଚ୍‌ସିରେ…

ଆତଙ୍କବାଦୀଙ୍କ ଟାର୍ଗେଟରେ ରାଜସ୍ଥାନ, ୫୦୦ରୁ ଅଧିକ ଟେରର ପ୍ରଫେସର ପଢ଼ାଉଛନ୍ତି ଦଙ୍ଗା ପାଠ୍ୟକ୍ରମ…

ନୂଆଦିଲ୍ଲୀ, ୩।୭ : ରାଜସ୍ଥାନ ସମେତ ସମଗ୍ର ଦେଶରେ ଆତଙ୍କବାଦର ଏକ ନୂଆ ଚେହେରା ସୃଷ୍ଟି ହେବାରେ ଲାଗିଛି। ଏବେ ଯେଉଁମାନେ ଆତଙ୍କବାଦ ବିସ୍ତାର କରୁଛନ୍ତି ସେମାନଙ୍କ…