୧୦ ରୁ ୧୫ ଦିନ ମଧ୍ୟରେ ବଢ଼ିବ ସଂକ୍ରମଣ, ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ରାଜ୍ୟରେ ୧୦-୧୫ ଦିନ ମଧ୍ୟରେ ଅଧିକ ମାତ୍ରାରେ ସଂକ୍ରମଣ…

ପିସି ଜର୍ଜଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ମାମଲା…

ଥିରୁଭାନନ୍ତପୁରମ, ୨।୭ : କେରଳର ପୂର୍ବତନ ବିଧାୟକ ପିସି ଜର୍ଜଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଓ ନିର୍ଯାତନା ମାମଲା ରୁଜୁ ହୋଇଛି। ପୂର୍ବତନ ବିଧାୟକଙ୍କ ବିରୋଧରେ ଆଇପିସିର…

୪୧୬ରେ ଅଲଆଉଟ୍‌ ହେଲା ଟିମ୍‌ ଇଣ୍ଡିଆ

ବର୍ମିଂହାମ,୨।୭: ଇଂଲଣ୍ଡ ବିପକ୍ଷ ୫ମ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ୪୧୬ରନ୍‌ରେ ଅଲ୍‌ଆଉଟ୍‌ ହୋଇଛି ଟିମ୍‌ ଇଣ୍ଡିଆ। ଶନିବାର ଟେଷ୍ଟର ଦ୍ୱିତୀୟ ଦିନର ଖେଳ ୩୩୮/୭ରୁ ଆରମ୍ଭ…

‘ଟେଷ୍ଟ କ୍ରିକେଟ ତାଣ୍ଡବ…’

ନୂଆଦିଲ୍ଲୀ,୨।୭: ଏଜବାଷ୍ଟନ ଟେଷ୍ଟରେ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଛି। ପନ୍ତ ଦିନିକିଆ ଶୈଳୀରେ ବ୍ୟାଟିଂ କରି ସେ ମାତ୍ର ୧୧୧…

ଆମେରିକାରେ ଲୋକଙ୍କ ମଧ୍ୟରେ ଦେଶ ଗୌରବ ଭାବନା କମୁଛି, ରିପୋର୍ଟ…

ଓ୍ବାଶିଂଟନ, ୨।୭ : ଜୁଲାଇ ୪ ରେ ଆମେରିକା ଏହାର ସ୍ବାଧୀନତା ଦିବସ ପାଳନ କରିବ। କିନ୍ତୁ ଏହାର ଠିକ ପୂର୍ବରୁ ସାମ୍ନାକୁ ଆସିଛି ଯେ ଦେଶବାସୀଙ୍କ…

କିମ୍‌ଙ୍କ ଯୁକ୍ତି, ଦେଶରେ କରୋନା ବୃଦ୍ଧି ଘଟାଉଛନ୍ତି ଏଲିଅନ୍ସ

ପ୍ୟୋଙ୍ଗ୍‌ୟାଙ୍ଗ୍‌,୨ା୭: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌-ଜୋଙ୍ଗ-ଉନ୍‌ ତାଙ୍କର ଅଜବ ନିଷ୍ପତ୍ତି ଏବଂ ବିବୃତ୍ତି ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏବେ କିମ୍‌ କରୋନା ଭାଇରସ୍‌ ସମ୍ପର୍କରେ…

ପନ୍ତଙ୍କ ପରେ ଜାଡେଜାଙ୍କ ସେଞ୍ଚୁରୀ

ବର୍ମିଂହାମ,୨।୭:ଭାରତ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଦିନର ଖେଳ ଶନିବାର ଆରମ୍ଭ ହୋଇଛି। ଭାରତୀୟ ଦଳ ପକ୍ଷରୁ ରବିନ୍ଦ୍ର ଜାଡେଜା ଏବଂ ଜସପ୍ରିତ…

ନ୍ୟାୟପାଳିକା ସେମାନଙ୍କର କାର୍ଯ୍ୟସୂଚୀକୁ ସମର୍ଥନ କରୁ ବୋଲି ରାଜନୈତିକ ଦଳ ଚାହୁଁଛନ୍ତି, ସିଜେଆଇଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨।୭ : ଗଣତନ୍ତ୍ରରେ ନ୍ୟାୟପାଳିକାର ଭୂମିକା ସମ୍ପର୍କରେ ଭାରତର ପ୍ରଧାନ ବିଚାରପତି(ସିଜେଆଇ) ଏନ.ଭି ରମନା ତାଙ୍କ ମତ ଦେଇଛନ୍ତି। ସେ କହିଛନ୍ତି ଯେ ଭାରତରେ ରାଜନୈତିକ…

ଅର୍ଦ୍ଧ ଗୋଲାକାର ନୁହେଁ ଇନ୍ଦ୍ରଧନୁ, ଭିଡିଓ ଦେଖିଲେ ଦୂର ହେବ ଦ୍ୱନ୍ଦ୍ୱ

ଫଟୋ ହେଉ କି ବାସ୍ତବ। ଇନ୍ଦ୍ରଧନୁ ନିଶ୍ଚିତ ଦେଖିଥିବେ ତେବେ ଏହା ଅର୍ଦ୍ଧ ଗୋଲାକାର ଭାବେ ଦେଖିଥିବେ। କିନ୍ତୁ ଜାଣନ୍ତି କି ପ୍ରକୃତରେ ଇନ୍ଦ୍ରଧନୁ ଏକ ଅର୍ଦ୍ଧ…

ଗର୍ଭଗୃହ ସ୍ଥିତି ଅନୁଧ୍ୟାନ କରିବେ ଏକ୍ସପର୍ଟ ଟିମ୍‌

ପୁରୀ ଅଫିସ,୨।୭: ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବା ପରେ ଶ୍ରୀମନ୍ଦିର ଗର୍ଭଗୃହର ସଫେଇ କାମ ଆରମ୍ଭ ହେବ । ଗର୍ଭଗୃହର ସ୍ଥିତି ଅନୁଧ୍ୟାନ ହେବ ।…