ମୁମ୍ବାଇ,୧ ।୭: ମହାରାଷ୍ଟ୍ର ରାଜନୈତିକ ସଙ୍କଟର ଶେଷରେ ଅବସାନ ହୋଇଛି । ଭାରତୀୟ ଜନତା ପାର୍ଟି(ଭାଜପା) ସହ ହାତ ମିଳାଇ ଏକନାଥ ସିନ୍ଧେ ସରକାର ଗଠନ କରିବାକୁ…
କୋରାପୁଟ,୧ା୭(ସ୍ବ.ପ୍ର. ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଳକର କୋଟିଆକୁ ଆନ୍ଧ୍ର ନିଜର ବୋଲି ଦର୍ଶାଇବାକୁ ଉଦ୍ୟମ ଜାରି ରଖିଛି। ଏହାକୁ ନେଇ ଓଡ଼ିଶା ସୁପ୍ରିମକୋର୍ଟ ଦ୍ୱାରସ୍ଥ ହୋଇଛି।…
ଆମେ ଯେଉଁ ଲୋକରେ ବାସ କରୁଛେ, ସେହି ଲୋକର ସ୍ବର୍ଗ ହେଉଛି ଶ୍ରୀପୁରୁଷୋତ୍ତମ କ୍ଷେତ୍ର। ୟେ ମନଗଢ଼ା କଥା ନୁହେଁ। ମହର୍ଷିମାନଙ୍କର ଘୋଷଣା। ପ୍ରାଚୀନ ପୋଥିପତ୍ରରେ ଦରଜ…
ରାଞ୍ଚି,୧।୭:ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ସେବେଠାରୁ ସେ କେବଳ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳନ୍ତି।…
ନୂଆଗାଁ,୧।୭(ଡି.ଏନ.ଏ.): ମହୀପୁରରୁ ନୂଆଗାଁକୁ ରେଳ ଚଳାଚଳ ଗୁରୁବାର ଆରମ୍ଭ ହୋଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉକ୍ତ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଭୁବନେଶ୍ୱର-ମହୀପୁର-ଭୁବନେଶ୍ୱର ସ୍ପେଶାଲ ଟ୍ରେନର…
ଭୁବନେଶ୍ୱର,୧ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଦିନିଆ ବିଦେଶ ଗସ୍ତ ଶେଷ କରି ଗୁରୁବାର ଓଡ଼ିଶା ଫେରିଛନ୍ତି। ସେ ଶୁକ୍ରବାର ପୁରୀଠାରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ।…
ନୂଆଦିଲ୍ଲୀ,୧ ।୭: ସାରା ଦେଶରେ ଶୁକ୍ରବାର ଅର୍ଥାତ୍ ଜୁଲାଇ ପହିଲାରୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବସ୍ତୁର ଉତ୍ପାଦନ, ବିକ୍ରି ଓ ବ୍ୟବହାର ଉପରେ ପ୍ରତିବନ୍ଧକ ଲାଗାଯାଇଛି ।…
ଭୁବନେଶ୍ୱର,୧ା୭(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…
ପୁରୀ ଅଫିସ,୧ା୭: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା…
ଭୁବନେଶ୍ୱର,୧।୭(ବ୍ୟୁରୋ):ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ନୂତନ ନିର୍ଦ୍ଦେଶକ ହେଲେ ପ୍ରସନ୍ନ ପ୍ରଧାନ। ସେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ସେ ଦିଲ୍ଲୀର କର୍ପୋରେଟ୍ ମୁଖ୍ୟାଳୟରେ…