ସରିଲା ଆଦିବାସୀ ମେଳା:୪ କୋଟି ଟପିଲା ବେପାର

ଭୁବନେଶ୍ୱର, ୩।୫(ବ୍ୟୁରୋ):ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ୧୦ଦିନ ଧରି ଚାଲିଥିବା ଆଦିବାସୀ ମେଳା ସୋମବାର ଉଦ୍‌ଯାପିତ ହୋଇଯାଇଛି। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ…

ସାଇବର ଠକଙ୍କୁ ସିମ୍‌ ଦେଉଥିବା ର଼୍ୟାକେଟ୍‌ ଧରାପଡିଲା

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ,୩ା୫:ବିଭିନ୍ନ ଟେଲିକମ୍‌ କମ୍ପାନୀର ସିମ୍‌ କାର୍ଡକୁ ପ୍ରି-ଆକ୍ଟିଭେଟ୍‌ କରି ଉକ୍ତ ନମ୍ବରକୁ ସାଇବର ଠକଙ୍କୁ ଯୋଗାଉଥିବା ଏକ ର଼୍ୟାକେଟ କ୍ରାଇମବ୍ରାଞ୍ଚ ହାତରେ ଧରା ପଡ଼ିଛି। ର଼୍ୟାକେଟର…

ରୁଷିଆ ଉପରେ ୟୁକ୍ରେନ୍‌ ଭାରୀ

କିଭ୍‌,୩ା୫: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣକୁ ୬୮ ଦିନ ପୂରିଥିବାବେଳେ ଏତେ ଦିନ ଯୁଦ୍ଧ ଲମ୍ବିବା ମସ୍କୋ ପାଇଁ ଚିନ୍ତାର କାରଣ ପାଲଟିଛି। ଶକ୍ତିଶାଳୀ ରୁଷିଆ ସେନା…

ସାଂଘାଇ ପରେ ଏବେ ବେଜିଂରେ କରୋନା ସୁନାମୀ, ୨୪ ଘଣ୍ଟାରେ ୩୨ ମୃତ

ବେଜିଂ,୩ ।୫: ଚାଇନାକୁ ପୁଣି ଫେରିଛି କରୋନା ମହାମାରୀ । ଚାଇନାର ସାଂଘାଇ ସହର କରୋନାର ହଟସ୍ପଟ ପାଲଟି ଥିବା ବେଳେ ଏବେ ବେଜିଂରେ କରୋନା ଭାଇରସର…

ମୟୂରଭଞ୍ଜ ପଲିଟେକ୍‌ନିକ୍‌ରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର

ଭୁବନେଶ୍ୱର, ୩ା୫(ବ୍ୟୁରୋ):ମୟୂରଭଞ୍ଜସ୍ଥିତ ସରକାରୀ ପଲିଟେକ୍‌ନିକ୍‌ରେ ଆଡ୍‌ଭାନ୍ସ ମେକାଟ୍ରୋନିକ୍ସ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯିବ। ପ୍ରାୟ ୪.୧୮ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ଏହି ଉତ୍କର୍ଷ କେନ୍ଦ୍ର…

ବର୍ଷା ଜଳ ଅଟକାଇବ ‘ବ୍ରିଜ୍‌-କମ୍‌-ଓ୍ବାଟର ଓୟାର’

ଭୁବନେଶ୍ୱର,୩ା୫(ବ୍ୟୁରୋ):ପୋଲ-ତଥା-ଜଳଧାରକ (ବ୍ରିଜ୍‌-କମ୍‌-ୱାଟର ଓୟାର) ନିର୍ମାଣ କୌଶଳକୁ ସବୁ ଜିଲାରେ ବ୍ୟାପକ ଭାବେ ପ୍ରୟୋଗ କରାଯିବ। ପୂର୍ବରୁ ପରୀକ୍ଷାମୂଳକ ଭାବେ ଏପରି ନିର୍ମାଣ କରାଯାଇଥିଲା। ଫଳାଫଳକୁ ଅନୁଧ୍ୟାନ କରି…

ପୁଲୱାମାରେ ସିଆରପିଏଫ ଉପରେ ଆଇଇଡି ଆକ୍ରମଣ, ୨ ଯବାନ ଆହତ

ଜମ୍ମୁ,୩ ।୫: ଦକ୍ଷିଣ କଶ୍ମୀରର ପୁଲୱାମାରେ ଆତଙ୍କବାଦୀମାନେ ସୋମବାର ବିଳମ୍ବିତ ସନ୍ଧ୍ୟାରେ ସୁରକ୍ଷାକର୍ମୀଙ୍କୁ ଟାର୍ଗଟ କରି ଆଇଇଡି ଆକ୍ରମଣ କରିଛନ୍ତି । ଏଥିରେ ୨ ଯବାନ ଆହତ…

ଏମ୍‌ସର ପ୍ରଥମ ଅଙ୍ଗୁଳି ପ୍ରତିରୋପଣ ସଫଳ

ଭୁବନେଶ୍ୱର, ୩ା୫(ବ୍ୟୁରୋ):ସମ୍ପୂର୍ଣ୍ଣ କଟିଯାଇଥିବା ବାମ ହାତ ବୁଢ଼ା ଅଙ୍ଗୁଳିକୁ ଏମ୍‌ସରେ ଭୁବନେଶ୍ୱରରେ ସଫଳତାର ସହିତ ପୁନର୍ବାର ଯୋଡ଼ା ଯାଇଛି। ବର୍ନସ ଆଣ୍ଡ୍‌ ପ୍ଲାଷ୍ଟିକ୍‌ ସର୍ଜରି ବିଭାଗର ଆସୋସିଏଟ୍‌…

ଦେବଗଡ଼ ବିଧାୟକ, ୨ ସହଯୋଗୀ ଗିରଫ

ଦେବଗଡ଼,୩ା୫(ଡି.ଏନ୍‌.ଏ):ଦେବଗଡ଼ ଜିଲା ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାରେ ରବିବାର ପୋଲିସ ଦେବଗଡ଼ ବିଧାୟକ ସୁବାସଚନ୍ଦ୍ର ପାଣିଗ୍ରାହୀ ଓ ତିଲେଇବଣୀ ବ୍ଲକ ନୋମିନିଙ୍କ ସମେତ…

ପାରାଦୀପରେ ହାଜତ ମୃତ୍ୟୁ ଅଭିଯୋଗ

ପାରାଦୀପ/କୁଜଙ୍ଗ/ଭୁବନେଶ୍ୱର, ୩ା୫(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ପାରାଦୀପ ଅଭୟଚାନ୍ଦପୁର ଥାନା ହାଜତରେ ଶନିବାର ମଧ୍ୟରାତିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବୃନ୍ଦାବନ କଲୋନୀର…