‘ଛାତ୍ରୀଛାତ୍ର ଭଲ ମଣିଷ ହୋଇ ଦେଶର ନାଁ ରଖନ୍ତୁ’

ଭୁବନେଶ୍ୱର,୧୪ା୧୨: ଭୁବନେଶ୍ୱର ଉପକଣ୍ଠସ୍ଥ ଭରତପୁର ଥାନା ଅନ୍ତର୍ଗତ ଦୁର୍ଗାମାଧବ ନଗର (ଶ୍ୟାମପୁର ମୌଜା)ଭରତପୁରଠାରେ ଅବସ୍ଥିତ ବୀଣାଭାରତୀ ବିଦ୍ୟାମନ୍ଦିରର ୨୫ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୩ ଦିନ…

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଧାନ…

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା ନୂଆ…

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ ସୂର୍ଯ୍ୟନାରାୟଣ…

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ। ପରୋକ୍ଷ…

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ କାର୍ଯ୍ୟକ୍ରମରେ…

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ ଓ…

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି ଅତିଥି…

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨ କିମି…

ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ

ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍‌ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ। ଏହି…