ଆମେରିକାରେ ତୀବ୍ର ହେଉଛି ମହିଳାଙ୍କ ‘ସେକ୍ସ ଷ୍ଟ୍ରାଇକ’

ୱାଶିିଂଟନ ୨୭।୬ : ଆମେରିକା ସୁପ୍ରିମକୋର୍ଟ ମହିଳାଙ୍କ ଗର୍ଭପାତକୁ ନେଇ ଦେଇଥିବା ରାୟକୁ ବିରୋଧ କରି ମହିଳାମାନେ ଏବେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଏପରିକି ମହିଳାମାନେ ପୁରୁଷମାନଙ୍କ ସହିତ…

ରାଜ୍ୟରେ ସୁସ୍ଥ ହେଲେ ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ ଲକ୍ଷ୭୯ ହଜାର ୭୪୫ ଜଣ…

ଆଲିଆଙ୍କ ପାଇଁ ଇମୋଶନାଲ ପୋଷ୍ଟ ଲେଖିଲେ କରନ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ସୋମବାର ସକାଳୁ ସକାଳୁ ତାଙ୍କ ପ୍ରଶଂସକଙ୍କୁ ଏକ ଗୁଡ ନ୍ୟୁଜ ଦେଇଛନ୍ତି । ଅଲଟ୍ରା ସାଉଣ୍ଡ ହେଉଥିବାର ଏକ ଫଟୋ…

ଦୁବାଇ ବିଜନେସ ମିଟ୍‌ରେ ଯୋଗ ଦେବେ ଓଡ଼ିଶାର ମନ୍ତ୍ରୀ, ବିଧାୟକ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଓଡ଼ିଶାର ୨ ନେତା ଦୁବାଇରେ ଅନୁଷ୍ଠିତ ହେବାକୁ ଥିବା ବିଜନେସ ମିଟ୍‌ରେ ଯୋଗ ଦେବେ । ଖାଦ୍ୟଯୋଗାଣ ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ…

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ମୁମ୍ବାଇ,୨୭।୬: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଥିବା ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପି ଦେତା ଅଜିତ ପାଓ୍ବାର କରୋନାରେ…

ଦାୟିତ୍ୱ ନେଲେ ସିଏମ୍‌ସିର ନୂଆ କମିଶନର, ‘ଅଭିଜ୍ଞତାକୁ ନେଇ ସମସ୍ୟାର ସମାଧାନ କରିବି’

କଟକ ଅଫିସ,୨୭।୬: କଟକ ମ୍ୟୁନିସିପାଲ କର୍ପୋରେଶନ (ସିଏମ୍‌ସି)ର କମିଶନର ଭାବେ ନିଖିଲ ପୱନ କଲ୍ୟାଣ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୱନ କଲ୍ୟାଣ କାର୍ଯ୍ୟରେ ଯୋଗ ଦେବା…

ସୁପ୍ରିମକୋର୍ଟ ଆମପାଇଁ ଭଗବାନ: ସଞ୍ଜୟ ରାଉତ

ମୁମ୍ବାଇ,୨୭ ।୬: ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ବେଳକୁ ବେଳ ଭିନ୍ନ ଭିନ୍ନ ମୋଡ ନେଉଛି । ଅସନ୍ତୁଷ୍ଟ ବିଧାୟକ ଦଳର ନେତା ଏକନାଥ ସିନ୍ଧେଙ୍କ ଆବେଦନର ଶୁଣାଣି…

କୁଲଗାମ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀର କୁଲଗାମ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଦୁଇଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ମଧ୍ୟ ଏହି ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଅପରେସନ ଜାରି ରହିଛି ।…

ଜର୍ମାନ ଚାନ୍ସସେଲରଙ୍କୁ ଭେଟିଲେ ମୋଦି

ଏଲ୍‌ମାଉ,୨୭।୬: ଜି-୭ ଶିଖର ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜର୍ମାନୀର ଏଲ୍‌ମାଉରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ଜର୍ମାନ ଚାନ୍ସସେଲର ଓଲାଫ ସ୍କୋଲଜ ସ୍ବାଗତ…

ଜୁଲାଇ ୧୧ପର୍ଯ୍ୟନ୍ତ ଅଯୋଗ୍ୟ ଘୋଷିତ ହୋଇପାରିବେନି ବିଦ୍ରୋହୀ ବିଧାୟକ

ନୂଆଦିଲ୍ଲୀ,୨୭।୬: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ସଙ୍କଟ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଇତିମଧ୍ୟରେ ମହାରାଷ୍ଟ୍ର ସରକାରରେ ଜଣେ ମନ୍ତ୍ରୀ ତଥା ଶିବସେନା ନେତା ଏକନାଥ ସିନ୍ଧେ ଏବଂ…