ବାତିଲ ହେଲା ୬୫୭ ଯାତ୍ରୀବାହୀ ଟ୍ରେନ୍‌

ନୂଆଦିଲ୍ଲୀ,୨୯।୪: କୋଇଲା ପରିବହନ ନେଇ କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବିଦ୍ୟୁତ୍‌ ସଙ୍କଟକୁ ଦୂର କରିବା ଲାଗି ୬୫୭ ଯାତ୍ରୀବାହୀ ଟ୍ରେନ୍‌କୁ ସାମୂହିକ ପାଇଁ…

ମାଟ୍ରିକ ପରୀକ୍ଷା ଦେଇ ଫେରୁଥିବା ବେଳେ ବାଇକ୍‌କୁ ଧକ୍କାଦେଲା ଆମ୍ବୁଲାନ୍ସ

କାମାକ୍ଷାନଗର,୨୯।୪: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅଧୀନ ମୁକ୍ତାପଶି କେନାଲ ଛକ ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସ ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ…

ରାଜଧାନୀରେ ଦିନ ଦ୍ୱିପ୍ରହରରେ ଅପହରଣ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜଧାନୀରେ ଦିନ ଦ୍ୱିପ୍ରହରରେ ଅପହରଣ। ଜଣେ ଯୁବତୀଙ୍କୁ ନୟାପଲ୍ଲୀ ଭୋଇ ସାହି ଅଞ୍ଚଳରେ ଅପହରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । କାରରେ ଯୁବତୀଙ୍କୁ ଅପହରଣ…

ବୁର୍ଲା ପାୱାର କେନାଲରେ ଭାସିଗଲେ ଇଂଞ୍ଜିନିୟରିଂ ଛାତ୍ର

ସମ୍ବଲପୁର,୨୯।୪(ବ୍ୟୁରୋ): ସମ୍ବଲପୁର ବୁର୍ଲା ପାୱାର କେନାଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଗାଧୋଉଥିବାବେଳେ ଜଣେ ଇଂଞ୍ଜିନିୟରିଂ ଛାତ୍ର ଭାସିଯାଇ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭିସୁଟର…

ବଦଳିଲେ କଟକ, ଭୁବନେଶ୍ୱର ଡିସିପି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ ହୋଇଛି। ଶୁକ୍ରବାର ରାଜ୍ୟ ସରକାର ଏଭଳି ଅଦଳବଦଳ କରିଛନ୍ତି। କଟକ ଓ ଭୁବନେଶ୍ୱର ଡିସିପିଙ୍କୁ ବଦଳି କରାଯାଇଛି। କଟକର ନୂଆ…

ସାମ୍ପ୍ରଦାୟିକ ହିଂସାକୁ ନେଇ ଆରଏସ୍‌ଏସ୍‌ ମୁଖ୍ୟଙ୍କ ବୟାନ

ନୂଆଦିଲ୍ଲୀ,୨୯।୪: ରାମନବମୀ ପରଠାରୁ ଦେଶର ବିଭିନ୍ନ ରାଜ୍ୟରେ ସାମ୍ପ୍ରଦାୟିକ ହିଂସା ଘଟଣା ସାମ୍ନାକୁ ଆସୁଛି। ଏହାକୁ ନେଇ ଏବେ ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ବୟାନ ସାମ୍ନାକୁ…

ପଟିଆଲାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ପଟିଆଲା(ପଞ୍ଜାବ),୨୯।୪: ଶିବସେନା କର୍ମକର୍ତ୍ତା ଶୁକ୍ରବାର ଖଲିସ୍ତାନ ବିରୋଧରେ ଏକ ଶୋଭାଯାତ୍ରା ବାହାର କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ଶିବସେନା କର୍ମକର୍ତ୍ତା ଓ ଖଲିସ୍ତାନ…

ଦିଲ୍ଲୀର ନାମ ବଦଳାଇ ଇନ୍ଦ୍ରପ୍ରସ୍ଥ ରଖିଲେ ବଦଳିବ ମୌସୁମୀ, ହେବ ବର୍ଷା: ସ୍ୱାମୀ ଚକ୍ରପାଣି ମହାରାଜ

ନୂଆଦିଲ୍ଲୀ,୨୯ ।୪: ଗୋଟିଏ ପଟେ ଅସହ୍ୟ ଗରମରେ ରାଜଧାନୀ ଦିଲ୍ଲୀରେ ଲୋକେ ଘରୁ ବାହାରକୁ ବାହାରି ପାରୁ ନ ଥିବା ବେଳେ ବେଳକୁ ବେଳ ତାତି ବଢିବାରେ…

‘ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତା ରଖନ୍ତୁ’

ଭୁବନେଶ୍ୱର,୨୯।୪(ବ୍ୟୁରୋ): କୋଭିଡ ସ୍ଥିତିକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ଏବେ ଆମେ ପାଣ୍ଡେମେସିଟିରୁ ଏଣ୍ଡେମେସିଟି ଆଡକୁ ଯାଉଛେ।…

ତାତିରୁ ମିଳିବ ମୁକ୍ତି: ୪ରେ ଲଘୁଚାପ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ସାରା ସହର । ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ତାତିରେ ଅସ୍ତବ୍ୟସ୍ତ ହୋଇପଡ଼ୁଛି ଜନଜୀବନ। ଆଗାମୀ…