ମହାରାଷ୍ଟ୍ର ରାଜନୈତିକ ସଙ୍କଟ ପଛରେ ଭାଜପାର ହାତ: ଠାକରେ

ମୁମ୍ବାଇ,୨୫ ।୬: ମହାରାଷ୍ଟ୍ର ରାଜନୈତିକ ସଙ୍କଟ ପରେ ଦଳକୁ ବଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶେଷ ପ୍ରୟାସ ଚଳାଇଛନ୍ତି । ଦଳର ଜିଲା ଓ ବିଭାଗ ମୁଖ୍ୟଙ୍କର…

କୃଷ୍ଣସାଗର ଡାହାଣ କେନାଲ ମରାମତି କରୁଛି ଆନ୍ଧ୍ର

ପାରଳାଖେମୁଣ୍ଡି,୨୫ା୬(ଡି.ଏନ୍‌.ଏ.): ଗଜପତି ଜିଲାରେ ପୁଣି ଆନ୍ଧ୍ର ଅନୁପ୍ରବେଶ କରି ନିଜର ଦାଦାଗିରି ଦେଖାଇଛି। ଚଳିତଥର କୃଷ୍ଣ ସାଗର ଡାହାଣ କେନାଲରେ ଜଳ ଲୁଟି ନେବାକୁ ମସୁଧା କରିଛି।…

ଗର୍ଭପାତ ଅଧିକାର ହରାଇଲେ ମହିଳା

ଓ୍ବାଶିଂଟନ,୨୫ା୬: ଆମେରିକା ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଗର୍ଭପାତକୁ ଆଇନଗତ ମଞ୍ଜୁରୀ ପ୍ରଦାନକାରୀ ଅର୍ଦ୍ଧଶତାବ୍ଦୀ ପୁରୁଣା ନିଷ୍ପତ୍ତିକୁ ପଲଟାଇ ଦେଇଛନ୍ତି। ଫଳରେ ଏଣିକି ଗର୍ଭପାତ କରାଇବା ମହିଳାଙ୍କ…

ଗୌରହରି, ଦମୟନ୍ତୀ ପାଇବେ ସାହିତ୍ୟ ଅନୁବାଦ ପୁରସ୍କାର

ଭୁବନେଶ୍ୱର, ୨୫।୬ (ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ୨୦୨୧ ବର୍ଷ ପାଇଁ ମୋଟ୍‌ ୨୨ଟି ଭାଷାରେ ‘ସାହିତ୍ୟ ଅନୁବାଦ ପୁରସ୍କାର’ ଘୋଷଣା କରାଯାଇଛି। ଏଥର ଓଡ଼ିଶାରୁ…

ସନ୍ଦେହରେ ରାଜ୍ୟ ବାହାର ବି.ଏଡ୍‌. ଡିଗ୍ରୀଧାରୀ ଶିକ୍ଷକ

ଯାଜପୁର ଅଫିସ,୨୫ା୬: ଓଡ଼ିଶାର ବିଭିନ୍ନ ସ୍ଥାନରେ ରାଜ୍ୟ ବାହାରର ବିଭିନ୍ନ ବିଶ୍ୱବିଦ୍ୟାଳୟରୁ ବି.ଏଡ୍‌. ପାସ୍‌ କରିଥିବା ଯୁବତୀ, ଯୁବକ ନିୟମିତ ଶିକ୍ଷକ ଭାବେ ନିଯୁକ୍ତି ପାଇଛନ୍ତି। କର୍ନାଟକର…

ଭିଏଲ୍‌-ଏସ୍‌ଆର୍‌ ଏସ୍‌ଏଏମ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୨୫ା୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର)ରୁ ଶୁକ୍ରବାର ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ଭିଏଲ-ଏସ୍‌ଆରଏସ୍‌ଏଏମ୍‌’ର ଉତ୍‌କ୍ଷେପଣ କରାଯାଇଛି। ପ୍ରତିରକ୍ଷା ଗବେଷଣା ଓ…

ବିବାହ ଦୁଇଦିନ ପୂର୍ବରୁ ଯୁବତୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୨୫ା୬: ଜଣେ ଉଚ୍ଚଶିକ୍ଷିତା ଯୁବତୀ ବିବାହ ଦୁଇ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସାଲୋନୀ ମହାପାତ୍ର (୨୬)। ଛତିଶଗଡ଼ ଜାମୁନିପଲି ଥାନା ଅନ୍ତର୍ଗତ…

୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ସାଜିଦ ମୀର ଜୀବିତ, ମୋଷ୍ଟ ୱାଣ୍ଟେଡକୁ ମୃତ ଘୋଷଣା କରିଥିଲା ଆଇଏସଆଇ

ଇସଲାମାବାଦ,୨୫ ।୬: ୨୦୦୮ ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ସାଜିଦ ମୀରଙ୍କୁ ପାକିସ୍ତାନ ଗିରଫ କରିଥିବା ଜଣାପଡିଛି । ଏହା ପୂର୍ବରୁ ପାକିସ୍ତାନି ଗୁପ୍ତଚର ସଂସ୍ଥା ଆଇଏସଆଇ…

ବିସିସିଆଇ ଲଗାଇଥିଲା ବ୍ୟାନ୍‌; ଏବେ ଜୋତା ବିକୁଛନ୍ତି ଅମ୍ପାୟାର

ଲାହୋର,୨୪।୬: ପାକିସ୍ତାନର ସର୍ବୋତ୍ତମ ଅମ୍ପାୟାରଙ୍କ ମଧ୍ୟରୁ ଆସାଦ ରାଉଫ ଜଣେ। ସେ ତାଙ୍କ ୧୩ ବର୍ଷ କ୍ୟାରିୟରରେ ୪୯ ଟେଷ୍ଟ, ୯୮ ଦିନିକିଆ ଏବଂ ୨୩ ଟି୨୦…

ଛାତ୍ରକୁ ମାଡ଼ ଘଟଣା: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

ଖଇରା, ୨୪ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଧୋବାଗଡିଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ୫ମ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିବା ଅଭିଯୋଗରେ ଖଇରା ଗୋଷ୍ଠୀ ଶିକ୍ଷାଧିକାରୀ ଗୋଲକ…