ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ନିରଞ୍ଜନ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୪ା୬: ରାଜ୍ୟ ସଭା ଏମ୍‌ପି ଭାବେ ଶୁକ୍ରବାର ନିରଞ୍ଜନ ବିଶି ଶପଥ ନେଇଛନ୍ତି। ତାଙ୍କୁ ଏହି ଶପଥପାଠ କରାଇଛନ୍ତି ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ। ରାଜ୍ୟ ସଭା…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଏବିଇଓ ଗିରଫ

ରାଜନଗର, ୨୪ା୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ (ଏବିଇଓ) ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ବିଦ୍ୟାଳୟ ଶ୍ରେଣୀଗୃହରେ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି।…

ଆଉ ୩ ମାସ ବଢିଲା ରଣଦୀପ ଗୁଲେରିଆଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ, ୨୪।୬: ବଢିଲା ଏମ୍‌ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆଙ୍କ କାର୍ଯ୍ୟକାଳ। ଜୁନ ୨୪ ତାରିଖରେ କାର୍ଯ୍ୟକାଳ ଶେଷ ହେବାକୁ ଥିବା ବେଳେ ଆଉ ୩ ମାସ ବୃଦ୍ଧି…

ନିଜ ସରକାର ବିରୋଧରେ ସ୍ବର ଉଠାଇଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨୪।୬: ଭାଜପା ଏମ୍‌ପି ବରୁଣ ଗାନ୍ଧୀ ନିଜ ସରକାର ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି। ସମୟ ସମୟରେ ସେ ସରକାରଙ୍କ ଅନେକ ଯୋଜନାକୁ ମଧ୍ୟ ସମାଲୋଚନା…

ଗାଁରେ ପଶିଲା ଦନ୍ତା, ଲୋକେ ଭୟଭୀତ

ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱର ଜିଲାର ନୀଳଗିରି ବ୍ଲକ ଅଯୋଧ୍ୟା ଗାଁରେ ବୁଲୁଛି ଝାଡ଼ଖଣ୍ଡୀ ଦନ୍ତା। ଗୁରୁବାର ମଧ୍ୟରାତିରୁ ଆସିଥିବା ଦନ୍ତାଟି ଗୋଟିଏ ଘର ଭାଙ୍ଗିବା ସହ ଆତଙ୍କ…

ଜାକିଆଙ୍କୁ ସୁପ୍ରିମ୍‌ କୋର୍ଟରେ ଝଟ୍‌କା, ପ୍ରଧାନମନ୍ତ୍ରୀଙ୍କୁ କ୍ଲିନ୍‌ ଚିଟ୍‌ ଦେବା ମାମଲା ଖାରଜ…

ନୂଆଦିଲ୍ଲୀ, ୨୪।୬ : ଗୁଜୁରାଟ ଦଙ୍ଗାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ଲିନ୍‌ ଚିଟ୍‌ ଦେଇଥିବା ଏସଆଇଟି ରିପୋର୍ଟକୁ ସୁପ୍ରିମକୋର୍ଟ ସମର୍ଥନ କରିଛନ୍ତି। ଏହି ରିପୋର୍ଟ ବିରୋଧରେ ପିଟିଶନ…

ଗୋପାଳପୁର ବିଜେଡି ବିଧାୟକ ଅଛି: ପ୍ରଦୀପ

ବ୍ରହ୍ମପୁର ଅଫିସ/ଗୋପାଳପୁର,୨୪ା୬: ଦଳରୁ ବହିଷ୍କୃତ ବିଷୟ ଗଣମାଧ୍ୟମରେ ପ୍ରସାରଣ ହୋଇଛି ଓ ନିଜେ ଶୁଣିଛି। ତେବେ ଏବେ ମଧ୍ୟ ମୁଁ ବିଜେଡିର ବିଧାୟକ ଅଛି। ବିଧାନସଭା ୱେବ୍‌ସାଇଟରେ…

ଅକ୍ଷୟ କୁମାରଙ୍କ ପାଇଁ ଫ୍ଲପ୍‌ ହେଲା ‘ସମ୍ରାଟ ପୃଥ୍ବୀରାଜ’!

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ବକ୍ସ ଅଫିସରେ ସେତେଟା ଭଲ ପ୍ରଦର୍ଶନ କରିପାରିନାହିଁ। ତେବେ ଫିଲ୍ମ ଫ୍ଲପ୍‌ ହେବା ପରେ ଅସନ୍ତୋଷ ପ୍ରକାଶ…

କଣ୍ଡରାପାଟିଆରେ ସ୍ବଚ୍ଛ ଭାରତ ମିଶନ ଫେଲ୍‌

କେନ୍ଦ୍ରାପଡା ଅଫିସ, ୨୪ା୬: ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଚ୍ଛ ଭାରତ ମିଶନ ଯୋଜନା ଘୋଷଣା କରିଥିଲେ। ଇତିମଧ୍ୟରେ ଏହି ଘୋଷଣାକୁ ୮ ବର୍ଷ ପୂରିଛି। ତେବେ…

ଶରଦ ପାଓ୍ବାରଙ୍କୁ ଦିଆଯାଉଛି ଧମକ

ମୁମ୍ବାଇ,୨୪।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ଶିବସେନା ମୁଖପାତ୍ର ସଞ୍ଜୟ ରାଉତ ଭାରତୀୟ ଜନତା ପାର୍ଟି ନାଁରେ ଏକ ବଡ ଅଭିଯୋଗ ଆଣିଛନ୍ତି। ରାଉତ ଟୁଇଟ୍‌…