୩୦ ବର୍ଷ ଧରି ଟଏଲେଟରେ ତିଆରି ହେଉଥିଲା ସିଙ୍ଗଡ଼ା, ଆଉ ତା’ ପରେ…

ସାଉଦି ଆରବ,୨୭।୪: ୩୦ ବର୍ଷ ଧରି ଶୌଚାଳୟ (ଟଏଲେଟ)ରେ ସିଙ୍ଗଡ଼ା ତିଆରି କରାଯାଉଥିଲା। ପରେ ଏହା ଜଣାପଡ଼ିବା ପରେ ଉକ୍ତ ରେଷ୍ଟୁରାଣ୍ଟକୁ ଚଢ଼ାଉ କରି ସିଲ୍‌ କରାଯାଇଛି।…

ମଣିଷଙ୍କଠାରେ ବାର୍ଡ ଫ୍ଲୁ ଭୂତାଣୁ, ଜଣେ ଶିଶୁ ଆକ୍ରାନ୍ତ…

ବେଜିଂ, ୨୭।୪ : ବର୍ତ୍ତମାନ ପର୍ଯ୍ୟନ୍ତ କେବଳ ପକ୍ଷୀ, କୁକୁଡ଼ା ଏବଂ ପଶୁମାନଙ୍କଠାରେ ବାର୍ଡ ଫ୍ଲୁ ସଂକ୍ରମଣ ହେଉଥିଲା। ମାତ୍ର ଏବେ ପ୍ରଥମ ଥର ପାଇଁ ବାର୍ଡ…

ପ୍ରଶାନ୍ତ କିଶୋରଙ୍କୁ ଭେଟିଲେ ସିନ୍ଧୁ

ନୂଆଦିଲ୍ଲୀ, ୨୭।୪: ଦୀର୍ଘ ଦିନର ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର। ଗତ ଅନେକ ଦିନ ଧରି କଂଗ୍ରେସରେ ସାମିଲ ହେବା ନେଇ ଚର୍ଚ୍ଚା…

ତାଞ୍ଜାଭୁର ମନ୍ଦିରରେ ବଡ଼ ଅଘଟଣ: ୩ଶିଶୁ ସମେତ ୧୧ଜଣଙ୍କ ମୃତ୍ୟୁ, ଅନେକ ଆହତ

ଚେନ୍ନାଇ,୨୭।୪: ତାମିଲନାଡୁରେ ଏକ ବଡ଼ ଅଘଟଣ ଘଟିଛି। ମନ୍ଦିରରେ ଶୋଭାଯାତ୍ରା ସମୟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୧୧ଜଣଙ୍କ ମୃତ୍ୟୁ ହୋଇଛି। ସୂଚନା ମୁତାବକ ବୁଧବାର ସକାଳେ ତାଞ୍ଜାଭୁର…

‘ମନ୍ନତ’ଘର ନେମ୍‌ ପ୍ଲେଟ ବଦଳାଇଲେ ଶାହରୁଖ, ମୂଲ୍ୟ ଜାଣିଲେ…

ବଲିଉଡ୍‌ ଅଭିନେତା ଶାହରୁଖ ଖାନ୍‌ଙ୍କ ଘର ମନ୍ନତ ବର୍ତ୍ତମାନ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଶାହରୁଖ ତାଙ୍କ ଘରର ନେମ ପ୍ଲେଟ ବଦଳାଇ ନୂଆ ନେମ ପ୍ଲେଟ…

ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ନୂଆ କୋଭିଡ୍‌ ମାମଲା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୧୮ ବର୍ଷରୁ କମ୍‌…

ଡହଡ଼ହ ଖରାରେ ଜନଜୀବନ ଅସ୍ତବ୍ୟସ୍ତ: ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ଓଡ଼ିଶା। ଗରମ ସାଙ୍ଗକୁ ଗୁଳୁଗୁଳି ଅସହ୍ୟ ହୋଇପଡ଼ୁଛି। ସକାଳ ୯ଟାରୁ ଘରୁ ବାହାରିବା ଅସମ୍ଭବ ହୋଇ ପଡ଼ୁଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ…

କୁକୁର ଛୁଆକୁ କିସ୍‌ କରୁଛି ଓଟ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ…

କୋଭିଡ଼ ସ୍ଥିତିକୁ ନେଇ ବସିବ ସମୀକ୍ଷା ବୈଠକ

ନୂଆଦିଲ୍ଲୀ, ୨୭।୪: ଦେଶରେ କୋଭିଡ଼ ସଂକ୍ରମଣ ଧିରେ ଧିରେ ବଢିବାରେ ଲାଗିଛି। ତେବେ ଏ ନେଇ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ…