ଖୋଲାରେ ବୟାନ ଦେଉଛନ୍ତି, ପୋଲିସ ପାଉନି

ଭୁବନେଶ୍ୱର, ୨୪।୪ (ବ୍ୟୁରୋ): ସାଇକେଲ ଚୋରି ସନ୍ଦେହରେ କମିଶନରେଟ ପୋଲିସ ଲୋକଙ୍କୁ ଥାନାକୁ ଟେକିନେଇ ମାଡ଼ ମାରୁଛି। କଥା ଆଦାୟ ପାଇଁ ଏମିତି ନିର୍ଯାତନା ଦେଉଛି ଯେ,…

ବିଧାୟକଙ୍କୁ ଦାବିପତ୍ର ଦେଲେ ବଇଣ୍ଡାବାସୀ

ବଇଣ୍ଡା,୨୪।୪(ଡି.ଏନ.ଏ.): କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଏଗୁଡିକ ସମାଧାନ କରାଯାଉ ନ ଥିବା ଯୋଗୁ ଅସନ୍ତୋଷ ବୃଦ୍ଧି ପାଉଛି। ଏ ନେଇ ବଇଣ୍ଡା…

୨ ଗୃହରେ ଚାଲିଛି ୫ ଶ୍ରେଣୀ, ପଢୁଛନ୍ତି ୨୧୭ ଛାତ୍ରୀଛାତ୍ର

ଆଳି,୨୪ା୪(ଡି.ଏନ.ଏ.): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥା ସୁଦୃଢ଼ୀକରଣ ନିମନ୍ତେ ଅର୍ଥ ଖର୍ଚ୍ଚ କରୁଥିବା ବେଳେ ଶିକ୍ଷା ବ୍ୟବସ୍ଥାରେ କେତେ ପରିବର୍ତ୍ତନ ଘଟିଛି ତାହାର ଏକ ଜ୍ୱଳନ୍ତ ଉଦାହରଣ…

କୁଲଗାମରେ ଜୈଶର ୨ଆତଙ୍କବାଦୀ ନିପାତ

ଶ୍ରୀନଗର,୨୪।୪: ଜମ୍ମୁ-କଶ୍ମୀର କୁଲଗାମ ଜିଲାର ମିରହମା ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଶନିବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ମୃତ ୨ଜଣ…

କାଳିଆପାଣି ଖଣି ଅଞ୍ଚଳରେ ବଢୁଛି ନୀଳପଥର ଚୋରାଚାଲାଣ

କାଳିଆପାଣି,୨୪ା୪(ଡି.ଏନ.ଏ.): ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ କ୍ରୋମାଇଟ୍‌, ଆଇରନ ଓ ପାରାସନାଇଟ ନୀଳପଥର ଆଦି ରହିଥିବା ବେଳେ ୯୫ ପ୍ରତିଶତ କ୍ରୋମାଇଟ ରହିଛି। ତେବେ ଏହି…

ବିପର୍ଯ୍ୟସ୍ତ ରାସ୍ତାକୁ ନେଇ ଚିନ୍ତା

ଯାଜପୁର ରୋଡ,୨୪ା୪(ଡି.ଏନ.ଏ.): ଐତିହ୍ୟ ତଥା ସଂସ୍କୃତ ସମ୍ପନ୍ନ ସହର ଭାବେ ଯାଜପୁରରୋଡ ତଥା ବ୍ୟାସନଗର ପୌରପରିଷଦ ରାଜ୍ୟରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ମାତ୍ର ପ୍ରଶାସନିକ ଉଦାସୀନତା…

ଭଞ୍ଜନଗରରେ ପାୱାର କଟ୍‌, ଲୋକେ ଛଟପଟ

ଭଞ୍ଜନଗର,୨୪।୪(ଡି.ଏନ.ଏ): ରାଜ୍ୟରେ ଯେତିକି ପରିମାଣର ବିଦ୍ୟୁତ୍‌ ଆବଶ୍ୟକ ବର୍ତ୍ତମାନ ସେହି ଅନୁପାତରେ ବିଦ୍ୟୁତ୍‌ ଉପତ୍ାଦନ ହେଉନାହିଁ। ତେଣୁ ପାୱାର କଟ୍‌ ହେଉଛି। ଭଞ୍ଜନଗରରେ ଦିନକୁ ୩ଥର ପାୱାର କଟ୍‌…

ବାଲି ବ୍ୟବସାୟୀ ୨ ଭାଇ ଗିରଫ, ଟ୍ରାକ୍ଟର ଜବତ

ପୁରୁଷୋତ୍ତମପୁର,୨୪।୪ (ଡି.ଏନ.ଏ.): ପୁରୁଷୋତ୍ତମପୁର ଥାନା ହିଞ୍ଜିଳି ତହସିଲ ଅନ୍ତର୍ଗତ ଦୟାନିଧିପୁର ଗ୍ରାମରେ ୨ ଜଣ ଆର୍‌ଆଇଙ୍କୁ ଆକ୍ରମଣ ସହ ଗାଡି ଚଢାଇ ହତ୍ୟା ଉଦ୍ୟମ ଅଭିଯୋଗରେ ପୋଲିସ ଶନିବାର…

ମୋହନା ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୁର୍ନୀତି ଅଭିଯୋଗ

ଆର୍‌.ଉଦୟଗିରି,୨୪।୪(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୁର୍ନୀତି ବିରୋଧରେ ସ୍ବର ଉତ୍ତୋଳନ ଆରମ୍ଭ ହୋଇଛି। ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ…

ମହମବତି ଆଲୋକରେ ଚାଲିଛି ପାଠପଢ଼ା

ଦାରିଙ୍ଗବାଡି,୨୪।୪ (ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଘନଘନ ବିଦ୍ୟୁତ୍‌ କାଟକୁ ନେଇ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କାଟ୍‌ ଯୋଗୁ ବ୍ୟବସାୟ ପ୍ରତିଷ୍ଠାନ ସମେତ…