ବିଷ୍ଣୁ ବିଗ୍ରହର ସଂରକ୍ଷଣ କରୁ ପ୍ରତ୍ନତତ୍ତ୍ୱ ବିଭାଗ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଯାଜପୁର ଜିଲା ଅଭୟପୁର ପଞ୍ଚାୟତ ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମରୁ କିଛିଦିନ ତଳେ ଏକ ପୁରାତନ ବିଷ୍ଣୁ ବିଗ୍ରହ ଉଦ୍ଧାର ହୋଇଥିଲା। ଗ୍ରାମର ଏକ ପୋଖରୀର ଖନନ…

ରାଜନୈତିକ ଛକାପଞ୍ଝା ଜୋର ଧରିଲା

ଡେରାବିଶ, ୧୯।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ସମବାୟ ସମିତିର ପରିଚାଳନା ନିର୍ଦ୍ଦେଶକ ପଦବୀ ପାଇଁ ରବିବାର ଅର୍ଥାତ୍‌ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏହି…

ଅର୍ଥନୀତିଭିତ୍ତିକ କୃଷି ବିପର୍ଯ୍ୟସ୍ତ

କେନ୍ଦ୍ରାପଡ଼ା ଅଫିସ,୧୯।୬: କେନ୍ଦ୍ରାପଡ଼ା ଜିଲାର ୭୦ ପ୍ରତିଶତ ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ । ତେବେ ଅର୍ଥକରୀ ଫସଲ ଉତ୍ପାଦନ ପାଇଁ ବିଭିନ୍ନ ସମସ୍ୟାର ସମାଧାନ ଦୀର୍ଘଦିନ…

ନାମକୁ ରାସ୍ତା ସଫେଇ : ଭାରିଯାନ ଯାତାୟାତରେ ବାଧା

ନାଉଗାଁ,୧୯।୬(ସ୍ବ.ପ୍ର.): ନାଉଗାଁ ବ୍ଲକରେ ପ୍ରତିବର୍ଷ ରାସ୍ତା ସଫେଇ ନାଁରେ ଲକ୍ଷାଧିକ ଖର୍ଚ୍ଚ ହେଉଛି। ମାତ୍ର ଏହି ସଫେଇ କାମ ନାମକୁ ମାତ୍ର ହୋଇଥିବା ନେଇ ସାଧାରଣରେ ଅଭିଯୋଗ…

ନୁପୁର ଶର୍ମାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିପାରେ ଭାଜପା: ଓୱାଇସି

ନୂଆଦିଲ୍ଲୀ,୧୯ ।୬: ଏଆଇଏମଆଇଏମ ମୁଖ୍ୟ ତଥା ଏମ୍‌ପି ଅସଦୁଦ୍ଦିନ ଓୱାଇସି ପୁଣିଥରେ କେନ୍ଦ୍ର ଶାସିତ ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରିଛନ୍ତି । ଗୋଟିଏ ପଟେ…

ବାତ୍ୟା ମୁକାବିଲା ପାଇଁ ଟେବୁଲ ଟପ୍‌ ଏକ୍ସରସାଇଜ୍‌

ଜଗତ୍‌ସିଂହପୁର ଅଫିସ,୧୯।୬: ଜଗତ୍‌ସିଂହପୁର ଏକ ବାତ୍ୟା, ବନ୍ୟା ପ୍ରବଣ ଜିଲା। ବର୍ଷା ଋତୁ ଆସିଲେ ଜିଲାର ବିଶେଷକରି ସମୁଦ୍ର ନିକଟବର୍ତ୍ତୀ ଗ୍ରାମଗୁଡିକରେ ଅତୀତର ସ୍ମୃତି ମନେପଡେ। ୧୯୯୯…

ଆଜି ମହାପ୍ରଭୁଙ୍କୁ ଲାଗି ହେବ ଫୁଲୁରି ତେଲ

ପୁରୀ ଅଫିସ, ୧୯।୬- ସ୍ନାନପୂର୍ଣ୍ଣିମାରେ ୧୦୮ ଗଡୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ…

ଆଜି ପ୍ରଥମ ପର୍ଯ୍ୟାୟ ସମବାୟ ସମିତି ନିର୍ବାଚନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରାଥମିକ ସମବାୟ ସମିତି(ପ୍ୟାକ୍ସ)ର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ରବିବାର ଅନୁଷ୍ଠିତ ହେବ। ମୋଟ ୩,୨୫୨ ପ୍ରାଥମିକ ସମବାୟ ସମିତିରୁ ୨,୫୨୧ ସମିତିରେ ବିନା ପ୍ରତିଦ୍ବନ୍ଦ୍ବିତାରେ ସଦସ୍ୟ,…

ରାଜ୍ୟ, କେନ୍ଦ୍ର ସରକାର ସବୁକ୍ଷେତ୍ରରେ ବିଫଳ: କଂଗ୍ରେସ

ଅମରପାଲି, ୧୯।୬(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା କଂଗ୍ରେସ ତରଫରୁ ନବସଂକଳ୍ପ ଶିବିରର ଜିଲାସ୍ତରୀୟ କର୍ମଶାଳା ଶନିବାର ବୀରମହାରାଜପୁର କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ବୀରମହାରାଜପୁର ବ୍ଲକ କଂଗ୍ରେସ କମିଟି…

ରାଜ୍ୟପାଳଙ୍କୁ ଓପିଏସ୍‌ସିର ବାର୍ଷିକ ରିପୋର୍ଟ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ଅଧ୍ୟକ୍ଷ ସତ୍ୟଜିତ୍‌ ମହାନ୍ତି ଶନିବାର ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସାକ୍ଷାତ୍‌ କରି ୨୦୨୧-୨୨ର ବାର୍ଷିକ ରିପୋର୍ଟ…