ଇସଲାମାବାଦ,୨୨ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପୁଣିଥରେ ଭାରତକୁ ପ୍ରଶଂସା କରିଛନ୍ତି। ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ହେତୁ ପାଶ୍ଚାତ୍ୟ ଦେଶଗୁଡିକ ରୁଷିଆ…
ନୂଆଦିଲ୍ଲୀ,୨୨।୪: ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଭାରତ ଗସ୍ତର ଦ୍ୱିତୀୟ ଦିନରେ ଶୁକ୍ରବାର ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ସ୍ବାଗତ କରିଛନ୍ତି। ବୋରିସ…
ମୁମ୍ବାଇ,୨୨।୪: ୧୯ ବର୍ଷରୁ କମ୍ ୨୦୨୦ ବିଶ୍ୱକପ୍ରେ ଭାରତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିବା ପରେ କାର୍ତ୍ତିକ ତ୍ୟାଗି ପଛକୁ ଫେରି ଚାହିଁ ନାହାନ୍ତି। ସେହି ବର୍ଷ…
ଭୁବନେଶ୍ୱର,୨୨।୪: ରେଳମନ୍ତ୍ରୀ ଅଶ୍ୱିିନୀ ବୈଷ୍ଣବ ଶୁକ୍ରବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗସ୍ତ ସମୟରେ ସେ ବିଶାଖାପାଟଣା-କୋରାପୁଟ ଦୈନିକ ପାସେଞ୍ଜର ସ୍ପେଶାଲ ଟ୍ରେନ୍କୁ ଅପରାହ୍ନ ୪ଟାରେ ଉଦ୍ଘାଟନ କରିବାର…
ବଇଣ୍ଡା,୨୨।୪(ପରିକ୍ଷିତ ସାହୁ) ଫାଶରେ ପଡ଼ି ଛାଟିପିଟି ହେଉଥିବା କଲରାପତରିଆକୁ ଗୁଳି କରିଥିଲେ ଶିକାରୀ। ପରେ ନଖ କାଟି ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏହି ଘଟଣାକୁ ୪…
ମୁମ୍ବାଇ,୨୨।୪: ଆଇପିଏଲ ୨୦୨୨ର ୩୩ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ବିପକ୍ଷରେ…
ଢେଙ୍କାନାଳ ଅଫିସ, ୨୨।୪ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦାଶିବପୁର ପଞ୍ଚାୟତ ଅଧୀନ ପଶାସିଂହ ଗ୍ରାମ ପ୍ରାଥମିକ ବିଦ୍ୟାଳୟ ମିଶ୍ରଣକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ପୁଞ୍ଜୀଭୂତ ଅସନ୍ତୋଷ…
ଭୁବନ, ୨୨।୪ ସହରଠାରୁ ଅନତି ଦୂରରେ ପ୍ରବାହିତ ହେଉଛି ବ୍ରାହ୍ମଣୀ। ଓଡ଼ିଶାର ଏହି ଦ୍ୱିତୀୟ ବୃହତ୍ତମ ନଦୀ ପରିପୁଷ୍ଟ କରୁଛି ଜନଜୀବନକୁ। ଏଠାରୁ ଟଣା ହୋଇଯାଉଥିବା ପାଣିରେ…
ଛେଣ୍ଡିପଦା,୨୨।୪(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ସାପୋଇସାହିସ୍ଥିତ କଢିବୁରୀ ନିକଟ ଏକ ମହୁଲ ଗଛରୁ ଗୁରୁବାର ଜଣେ କଲେଜ ଛାତ୍ରଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି।…
ବାଲିଆପାଳ, ୨୨।୪(ସ୍ବ.ପ୍ର.) ଦକ୍ଷିଣ ବାଲିଆପାଳର ୨୪ କି.ମି. ସମୁଦ୍ରକୂଳିଆ ଅଞ୍ଚଳର ଲୋକମାନେ ସମୁଦ୍ରରୁ ମାଛ ଧରି ଜୀବିକାନିର୍ବାହ କରନ୍ତି। ସରକାର ମତ୍ସ୍ୟଜୀବୀମାନଙ୍କୁ ଏପ୍ରିଲ ୧୫ଠାରୁ ଜୁନ୍ ୧୪ପର୍ଯ୍ୟନ୍ତ…