୧୫୫.୯୨ କୋଟିରେ ହେବ ୩ କ୍ୟାନ୍ସର ୟୁନିଟ୍‌

ଭୁବନେଶ୍ୱର,୨୨ା୪: ଓଡ଼ିଶାର ୩ ମେଡିକାଲ କଲେଜରେ ନୂଆ କ୍ୟାନ୍ସର କେୟାର ସେଣ୍ଟର ଖୋଲିବା ପାଇଁ ଗୁରୁବାର ରାଜ୍ୟ ସରକାର ୧୫୫.୯୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ବ୍ରହ୍ମପୁରସ୍ଥିତ…

ମୋଡ଼ ବଦଳାଇଲେ ରୋଷେୟାଙ୍କ ବାପା

ଝାରସୁଗୁଡ଼ା ଅଫିସ,୨୨ା୪:ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ମୃତ୍ୟୁକୁ ନେଇ ଏବେ ସବୁଠି ଚର୍ଚ୍ଚା। ତାଙ୍କୁ ହତ୍ୟା କରାଯାଇଥିବା ଭାଜପା ଅଭିଯୋଗ କରି…

ପରକୀୟା ପ୍ରୀତି: ସ୍ବାମୀଙ୍କୁ ହତ୍ୟା ପାଇଁ ସୁପାରି

ଭୁବନେଶ୍ୱର, ୨୨ା୪(ବ୍ୟୁରୋ):ଇଞ୍ଜିନିୟର ସ୍ବାମୀଙ୍କ ବଦଳି ପରେ ସ୍ତ୍ରୀଙ୍କୁ ନେବାଆଣିବା କରିବା ଭିତରେ ତାଙ୍କ ସହ ଡ୍ରାଇଭରଙ୍କ ଗଢ଼ିଉଠେ ପ୍ରେମ ସମ୍ପର୍କ। ସ୍ବାମୀଙ୍କ ବାରଣ ସତ୍ତ୍ୱେ ଚାଲେ ମିଳାମିଶା।…

ସଡ଼କ ଦୁର୍ଘଟଣାରେ ଭାଜପା ନେତା ଆଦିତ୍ୟ ନାରାୟଣ ମିଶ୍ରଙ୍କ ପରଲୋକ, ମହନ୍ତ ନରେନ୍ଦ୍ର ଗିରି ସୁଇସାଇଡ ନୋଟରେ ଥିଲା ନାମ

ପ୍ରୟାଗରାଜ,୨୨ ।୪: ଡେରାଡୁନ ଉତ୍ତରାଖଣ୍ଡରୁ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗଦେଇ କାର ଯୋଗେ ଫେରୁଥିବା ନୈନି ନିବାସି ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଆଦିତ୍ୟ ନାରାୟଣ ମିଶ୍ରଙ୍କର…

ଅହିଂସାର ପ୍ରବର୍ତ୍ତକ ଗାନ୍ଧିଜୀ ଅସାଧାରଣ

ଅହମଦାବାଦ,୨୨ା୪:ଦୁଇଦିନିଆ ଭାରତ ଗସ୍ତରେ ଆସିଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ଗୁରୁବାର ସକାଳେ ଅହମଦାବାଦରେ ଅବତରଣ କରିବା ପରେ ସାବରମତିସ୍ଥିତ ମହାତ୍ମା ଗାନ୍ଧୀଙ୍କ ଆଶ୍ରମକୁ ଯାଇଥିଲେ। ସେଠାରେ…

ରାଉରକେଲା ପ୍ରଦୂଷଣ ହକି ପାଇଁ ବାଧା

ଭୁବନେଶ୍ୱର,୨୨/୪(ବ୍ୟୁରୋ):୨୦୨୩ ଜାନୁୟାରୀରେ ଓଡ଼ିଶାରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍‌ ଆଗରେ ପ୍ରଦୂଷଣ ବାଧକ ସାଜିଛି। ଭୁବନେଶ୍ୱର ଓ ରାଉରକେଲାରେ ହକି ବିଶ୍ୱକପ୍‌ର ସମସ୍ତ ମ୍ୟାଚ ଖେଳାଯିବ।…

ରାଜଧାନୀର ସମସ୍ତ ସରକାରୀ କରୋନା ଭ୍ୟାକ୍ସିନ ସେଣ୍ଟରରେ ମାଗଣାରେ ମିଳିବ ପ୍ରିକଶନାରୀ ଡୋଜ

ନୂଆଦିଲ୍ଲୀ,୨୨ ।୪: ରାଜଧାନୀ ଦିଲ୍ଲୀର ସମସ୍ତ ସରକାରୀ କରୋନା ଭ୍ୟାକ୍ସିନ ସେଣ୍ଟରରେ ୧୮-୫୯ ବର୍ଷ ବୟସର ସମସ୍ତ ଲାଭାର୍ଥୀଙ୍କୁ ମାଗଣାରେ ପ୍ରିକଶନାରୀ ଡୋଜ ମିଳିବ । ଏ…

ଶେଷ ବଲରେ ମ୍ୟାଚ୍‌ ଛଡ଼ାଇ ଆଣିଲେ ଧୋନୀ

ମୁମ୍ବାଇ,୨୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ମ୍ୟାଚର ଅନ୍ତିମ ଓଭରରେ ମହେନ୍ଦ୍ର ସିଂ ଧୋନୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୩ ଉଇକେଟରେ…

ସଚିନ ପାଇଲଟଙ୍କୁ ମିଳିପାରେ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୧।୪: ୨୦୨୩ରେ ରାଜସ୍ଥାନ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ କଂଗ୍ରେସ ନେତା ସଚିନ ପାଇଲଟ ଗୁରୁବାର ଦଳର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି। ବିଭିନ୍ନ ରାଜ୍ୟରେ…

ମହୁଲଡ଼ିହା ଥାନା ଏଏସ୍‌ଆଇ ନିଲମ୍ବିତ

ଠାକୁରମୁଣ୍ଡା,୨୧ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଞ୍ଚଳରେ ଅଣ୍ଟା ବ୍ୟଥା ହେଉଥିବା ରୋଗୀଙ୍କୁ ଜଣେ କ୍ୱାକ୍‌ ପ୍ରାଣୀ ଇଞ୍ଜେକ୍ସନ ଦେବା ଘଟଣା ଭିନ୍ନମୋଡ଼ ନେଇଛି। କାର୍ଯ୍ୟରେ ଅବହେଳା…