ଶାହିଦ କପୁରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡ୍‌ ଅଭିନେତା ଶାହିଦ କପୁରଙ୍କ ବହୁପ୍ରତୀକ୍ଷିତ ଫିଲ୍ମ ‘ଜର୍ସି’ ସହିତ ବଡ ପରଦାକୁ ଫେରିବାକୁ ଯାଉଛନ୍ତି। ସେ ଏହି ଫିଲ୍ମରେ ଜଣେ କ୍ରିକେଟର ଭୂମିକାରେ ଅଭିନୟ କରୁଛନ୍ତି।…

୧୪ ଘଣ୍ଟା ବିତିଲା: ହଟି ନାହିଁ ରାସ୍ତା ଅବରୋଧ, ମୃତଦେହ ରଖି ରାସ୍ତାରେ ଆନ୍ଦୋଳନକାରୀ

ବରଗଡ଼ ଅଫିସ,୨୧ା୪:ବରଗଡ଼ ସହରର ଭଟଲି ଛକ ନିକଟରେ ବୁଧବାର ରାତି ପ୍ରାୟ ୯ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଟ୍ରକ ଚାପାରେ ଜଣେ ବାଇକ୍‌ ଆରୋହୀ ତଥା…

ଏସ୍‌ପି କାର୍ଯ୍ୟାଳୟ ଆଗରେ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ ଅଫିସ୍‌, ୨୧।୪: କନଷ୍ଟେବଳ ସ୍ବାମୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ଜଣେ ମହିଳା ଦେହରେ ପେଟ୍ରୋଲ ଢାଳିହୋଇ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଢେଙ୍କାନାଳ ଏସ୍‌ପିଙ୍କ କାର୍ଯ୍ୟାଳୟ ଆଗରେ…

ପୂର୍ଣ୍ଣ କ୍ଷମତାରେ ଚାଲିବ ନାଲ୍‌କୋ

ବଅଁରପାଳ,୨୧।୪(ଡି.ଏନ.ଏ.): ଚୁକ୍ତି ମୁତାବକ କୋଇଲା ଏମ୍‌ସିଏଲ୍‌ ଯୋଗାଣ କରୁ ନ ଥିବାରୁ ଅନୁଗୋଳ ଜିଲା ନାଲ୍‌କୋରେ କୋଇଲା ସଙ୍କଟ ଗୁରୁତର ହୋଇପଡ଼ିଛି। ଏପରି କି ସିପିପିରେ ବିଦ୍ୟୁତ୍‌…

ଛେପରେ ନାକ ଘଷିବାକୁ ଦଳିତଙ୍କୁ ବାଧ୍ୟ କରାଗଲା

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ,୨୧।୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନାରେ ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ମଙ୍ଗଳବାର ଏକ ସଙ୍ଗିନ ଅଭିଯୋଗ ହୋଇଛି।ସମ୍ପୃକ୍ତ ପଞ୍ଚାୟତର ଜଣେ ଦଳିତ…

ଗ୍ରୋସେରି ଦୋକାନରେ ମଦ ବିକ୍ରି

ପବିତ୍ରନଗର,୨୧।୪(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ପୋଲିସ ଗ୍ରୋସେରି ଦୋକାନରେ ମଦ ବିକ୍ରି କରୁଥିବା ଅଭିଯୋଗରେ ଗୌଣିଘଷା ଗ୍ରାମର ବିମ୍ବାଧର ସାହୁ(୫୦)ଙ୍କୁ ଗିରଫ କରିଛି। ମଙ୍ଗଳବାର…

ବ୍ୟାପୁଛି ଜଙ୍ଗଲ ନିଆଁ

ଛେଣ୍ଡିପଦା,୨୧।୪(ସ୍ବ.ପ୍ର.):  ହୁ ହୁ ହୋଇ ଜଳୁଛି ଜଙ୍ଗଲ। ନିଆଁର ଆଁରେ ପୋଡ଼ି ପାଉଁଶ ହୋଇଚାଲିଛି ମୂଲ୍ୟବାନ ବନ୍ୟ ସମ୍ପଦ। ବହୁ ଜୀବଜନ୍ତୁଙ୍କ ଜୀବନହାନି ଆଶଙ୍କା ମଧ୍ୟ କରାଯାଉଛି। ହେଲେ…

ଗୁଜରାଟରେ ବୋରିସ୍‌…

ଅହମଦାବାଦ, ୨୧।୪ : ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତରେ ଗୁରୁବାର ଗୁଜରାଟର ଅହମଦାବାଦରେ ପହଞ୍ଚିଛନ୍ତି। ଗୁଜରାଟରେ ତାଙ୍କୁ ସ୍ବାଗତ କରାଯାଇଛି।…

୩୧ ୟୁରୋପୀୟ କୂଟନୀତିଜ୍ଞ ରୁଷିଆରୁ ହେବେ ବହିଷ୍କୃତ, ଆମେରିକା ୬୩୫ ରୁଷୀୟ-୩ ଅଧିକାରୀଙ୍କ ବିରୋଧରେ ଲାଗୁ କରିବ ଭିଜା କଟକଣା…

ମସ୍କୋ/କ୍ୱିଭ୍‌, ୨୧।୪ : ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧର ଜାରି ରହିଛି। ରୁଷିଆ ପୂର୍ବ ୟୁକ୍ରେନର ଶିଳ୍ପାଞ୍ଚଳର କୋଇଲା ଖଣି ଏବଂ କାରଖାନାକୁ ଦଖଲ କରିବା…

ଚମ୍ପାୱତ ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ ଧାମି

ଡେରାଡୁନ,୨୧।୪: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଚମ୍ପାୱତ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଚମ୍ପାୱତ ବିଧାୟକ କୈଳାଶ ଗାହତୋରି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଚମ୍ପାୱତ…