ଦକ୍ଷିଣ ଆଫ୍ରିକାକୁ ୧୮୦ ରନ୍‌ର ଟାର୍ଗେଟ୍‌

ବିଶାଖାପଟନମ୍‌,୧୪।୬: ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟିମ୍‌କୁ ୧୮୦ ରନ୍‌ର ଟାର୍ଗେଟ ଦେଇଛି ଭାରତ। ଟସ୍‌ରେ ହାରିବା ପରେ ଟିମ୍‌…

୨ ବର୍ଷ ପରେ ସ୍ନାନ ବେଦୀରେ ଦେଖୁଛୁ ଠାକୁରଙ୍କୁ

ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା । ସ୍ନାନ ବେଦୀରେ ହାତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ । ଦାରୁ ଦିଅଁଙ୍କର ଏହି ଦୁର୍ଲଭ ବେଶ ଦେଖିବାକୁ…

ଶୁଟିଂ ସେଟ୍‌ରେ ଦୀପିକା ଅସୁସ୍ଥ, ଡାକ୍ତରଖାନାରେ ହେଲେ ଭର୍ତ୍ତି

ବମ୍ବେ: ଶୁଟିଂ ସେଟରେ ଅସୁସ୍ଥ ହୋଇପଡ଼ି ହସ୍ପିଟାଲରେ ଭର୍ତ୍ତି ହେଲେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ। ଦୀପିକା ହାଇଦ୍ରାବାଦରେ ପ୍ରଭାସଙ୍କ ସହ ତାଙ୍କ ପରବର୍ତ୍ତୀ ଫିଲ୍ମର ଶୁଟିଂ…

ରାଶିଫଳ: ବୁଧବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ମାନସିକ ସ୍ତରରେ ସୌନ୍ଦର୍ଯ୍ୟବୋଧର ନୂତନ ଅନୁଭବକୁ ଉପଲବ୍ଧି କରିବେ। ଚେଷ୍ଟିତ କାମରେ ସଫଳତା ସଙ୍ଗକୁ ଆଶା କରୁଥିବା ଦିଗରୁ ଅଧିକ ଧନ ପାଇ ଖୁସି ହେବେ।…

ପୁଣି ଟସ୍‌ ହାରିଲେ ପନ୍ତ, ଚୂଡ଼ାନ୍ତ ଏକାଦଶରେ ପରିବର୍ତ୍ତନ ନାହିଁ…

ବିଶାଖାପଟନମ୍‌,୧୪।୬: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟରେ ବି ଭାରତ ଅଧିନାୟକ ଋଷଭ ପନ୍ତ ଟସ୍‌ ହାରିଛନ୍ତି। ପୂର୍ବରୁ ଦୁଇ ମ୍ୟାଚ୍‌ରେ ମଧ୍ୟ ସେ ଟସ୍‌ ହାରିଥିଲେ।…

ଆଜି ଗୁରୁତ୍ୱପୂର୍ଣ୍ଣ ମୁକାବିଲା: ଜାଣନ୍ତୁ କେଉଁଠି, କେତେବେଳେ ଦେଖିବେ…

ନୂଆଦିଲ୍ଲୀ,୧୪।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ତୃତୀୟ ମୁକାବିଲା ଖେଳାଯିବ। ଋଷଭ ପନ୍ତଙ୍କ ନେତୃତ୍ୱାଧୀନ ଭାରତୀୟ ଟିମ୍‌…

ମା’କୁ ବିଲରୁ ଡ଼ାକିବାକୁ ଯାଇ ଟଳିପଡ଼ିଲେ ପୁଅ

ଅନୁଗୋଳ ଅଫିସ,୧୪।୬: ବଜ୍ରାଘାତରେ ନାବାଳକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ବଡ଼କେରେଜାଙ୍ଗରେ। ମୃତକ ହେଲେ ବଡ଼କେରେଜାଙ୍ଗ ଗାଁର ୧୭ ବର୍ଷର ନାବାଳକ ଦୁଷ୍ମନ୍ତ…

ଶରଦ ପାୱାରଙ୍କୁ ଭେଟିଲେ ମମତା, ରାଷ୍ଟ୍ରପତି ନିର୍ବାଚନକୁ ନେଇ ହେଲା ଆଲୋଚନା

ନୂଆଦିଲ୍ଲୀ,୧୪ ।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଦିଲ୍ଲୀରେ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଭେଟିଛନ୍ତି । ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଉଭୟ ନେତା…

ଦିବ୍ୟ ହାତୀବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ, ୧୪।୬: ଆଜି ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ପରେ ଦୁର୍ଲଭ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି।…

ଥିଏଟର ଗ୍ରୁପରେ କିରଣଙ୍କ ସହ ଦେଖା ହୋଇଥିଲା ଅନୁପମଙ୍କର

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କିରଣ ଖେର ତାଙ୍କର ୭୦ ତମ ଜନ୍ମଦିନ ପାଳନ କରିଛନ୍ତି । ୧୪ ଜୁନ ୧୯୫୨ରେ ସେ ପଞ୍ଜାବରେ ଜନ୍ମ ହୋଇଥିଲେ ।…