ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି। ଏହା…

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ ୨୪…

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac ଉପଭୋକ୍ତାମାନେ…

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି କୋର୍ଟ…

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ ମଧ୍ୟରେ…

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ ଘର,…

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା ନେଇ…

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା ଏହି…

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ ଦର୍ଶକଙ୍କ…

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ ସାମ୍ବାଦିକ…