ଶପଥ ନେଲେ ଅଳକା

ଭୁବନେଶ୍ୱର,୧୩।୬(ବ୍ୟୁରୋ): ବ୍ରଜରାଜନଗର ବିଧାୟକ ଭାବେ ସୋମବାର ଶପଥ ନେଇଛନ୍ତି ଅଳକା ମହାନ୍ତି। ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ଶପଥ ପାଠ କରାଇଛନ୍ତି। ଅଳକା ଶପଥ…

ଗଞ୍ଜେଇ ଚାଲାଣ ବେଳେ ଧରାପଡ଼ିଲେ ଦମ୍ପତି

ଟିଟିଲାଗଡ଼,୧୩ା୬(ଡି.ଏନ୍‌.ଏ.): ଟିଟିଲାଗଡ଼ ଷ୍ଟେଶନ ପରିସରରେ ସନ୍ଦେହଜନକ ଅବସ୍ଥାରେ ବୁଲୁଥିବା ଦମ୍ପତିଙ୍କଠାରୁ ଆରପିଏଫ ୧୧.୦୭କେଜି ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ମଧ୍ୟପ୍ରଦେଶ ଛିନ୍ଦବାଡା ଅଞ୍ଚଳର ଜୟରାମ…

ପୁଣି ମାତିଲେ କଳା ପଲ୍‌ସର ଲୁଟେରା, ଝାମ୍ପି ନେଲେ ୯୦ ହଜାର

ଟିଟିଲାଗଡ, ୧୩ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଲୁଟେରାଙ୍କ ଆତଙ୍କ ବଢ଼ିବାରେ ଲାଗିଛି। ଲୁଟେରା ଗ୍ୟାଙ୍ଗ ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିବା ଲୋକଙ୍କୁ ଟାର୍ଗେଟ କରୁଛନ୍ତି। ଏହିପରି…

ପୋଖରୀରେ ବୁଡ଼ି ବୃଦ୍ଧଙ୍କ ଜୀବନ ଗଲା

ରୂପ୍‌ସା,୧୩।୬(ଡି.ଏନ୍‌.ଏ.): ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅଧୀନ ବଳବୁଧି ଗ୍ରାମର ଜଣେ ବୃଦ୍ଧ ପୋଖରୀରେ ବୁଡ଼ି ସୋମବାର ପ୍ରାଣ ହରାଇଛନ୍ତି। ସେ ହେଲେ ମଧୁସୂଦନ ମହାଳିକ।…

ରଜରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଜୁନ୍‌ ୧୫ କିମ୍ବା ୧୬ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ। ଏ ନେଇ ଭାରତୀୟ ପାଣିପାଗ କେନ୍ଦ୍ର(ଆଇଏମ୍‌ଡି) ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସୋମବାର…

ବଜ୍ରପାତ ନେଲା ୭ ଜୀବନ

ନବରଙ୍ଗପୁର,୧୩।୬(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ମୁଣ୍ଡିବେଡା ପଞ୍ଚାୟତରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ପାତ୍ରୀମାଲ ଠାରେ ବଜ୍ରାଘାତ ଘଟି ୩ ଜଣଙ୍କ…

ସିବିଆଇ ହାତରେ ପୋଷ୍ଟାଲ ଇନ୍ସପେକ୍ଟର

ସୁନ୍ଦରଗଡ଼,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ ମୁଖ୍ୟ ଡାକଘରର ଇନ୍ସପେକ୍ଟର ଉଜ୍ଜ୍ବଳ କୁମାର ଲାଞ୍ଚ ନେଇ ସୋମବାର ସିବିଆଇ ହାତରେ ଧରାପଡିଛନ୍ତି। ଗ୍ରାମୀଣ ଡାକ ସେବକ ବିକାଶ କିସ୍‌ପଟ୍ଟାଙ୍କ ବକେୟା ଦରମା…

ଏଥର ହେବ କଟକ ବାଲିଯାତ୍ରା

କଟକ ଅଫିସ,୧୩।୬: ଚଳିତ ବର୍ଷ ହେବ ପ୍ରସିଦ୍ଧ କଟକ ବାଲିଯାତ୍ରା। ଏ ନେଇ କଟକ ଜିଲାପାଳ ଭବାନୀ ଶଙ୍କର ଚଇନୀ ସୋମବାର ଏହି ଘୋଷଣା କରିଛନ୍ତି। କୋଭିଡ…

ମାହାଙ୍ଗା ଡବଲ ମର୍ଡର ଘଟଣା : ୨୦ସୁଦ୍ଧା ଷ୍ଟାଟସ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ

ସାଲେପୁର,୧୩।୬(ଡି.ଏନ୍‌.ଏ) ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫସି ପୁଣି ଏକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ମାସ ୨୦ତାରିଖ ସୁଧା ତଦନ୍ତ ଷ୍ଟାଟସ ରିପୋର୍ଟ…

ପ୍ରମାଣ ଅଭାବରୁ ୪ ଅଭିଯୁକ୍ତ ହେଲେ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୩।୬: ଅତିରିକ୍ତ ଜିଲା ଜଜ୍‌(ଏଡିଜେ)-୧ ସଂଘମିତ୍ରା ଶର୍ମା ସୋମବାର ଏକ ଡକାୟତି ଉଦ୍ୟମ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୪ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ…