ମିଳୁନି ମୁନ୍ଦାଏ ପାଣି

ଭୁବନ, ୧୩।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଏନ୍‌ଏସିର ପୁରାତନ ବ୍ୟବସାୟିକ ପେଣ୍ଠସ୍ଥଳୀ ନୂଆବଜାରରେ ସୃଷ୍ଟି ହୋଇଛି ଜଳସଙ୍କଟ। ଦୀର୍ଘ ୧୦ବର୍ଷ ତଳେ ଏଠାରେ ସ୍ଥାପିତ ଥଣ୍ଡା ପାନୀୟ…

ସ୍ବାସ୍ଥ୍ୟବ୍ୟବସ୍ଥାରେ ସୁଧାର ଆଣିବେ ଏସ୍‌ଏଚ୍‌ଜି

ଅନୁଗୋଳ ଅଫିସ, ୧୩।୬: ସ୍ବାସ୍ଥ୍ୟସେବାକୁ ଅଧିକ ସ୍ବଚ୍ଛ ଓ ସୁନ୍ଦର କରାଯିବ। ସେଥିପାଇଁ ପୂର୍ବ ବ୍ୟବସ୍ଥାରେ ପରିବର୍ତ୍ତନ କରି ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ଏଥିରେ ସାମିଲ କରିବାକୁ…

ଅଫିସ୍‌କୁ ଗୋଟିଏ ମିନିଟ୍‌ ବିଳମ୍ବରେ ଆସିଲେ ମିଳିବ କଡ଼ା ଦଣ୍ଡ

ଠିକ୍‌ ସମୟରେ ଅଫିସ୍‌ ଆସିବା ଏକ ଶୃଙ୍ଖଳିତ ନିୟମ। କିନ୍ତୁ ବେଳେବେଳେ କିଛି କର୍ମଚାରୀ ବିଳମ୍ବରେ ଆସିଥାନ୍ତି। ଅନେକ ସ୍ଥାନରେ କର୍ମଚାରୀଙ୍କୁ ଅନୁଗ୍ରହ ଅବଧି ଭାବରେ ୧୫…

ରେଗୁଲାର କରା ନ ଗଲେ ଆନ୍ଦୋଳନ ଚେତାବନୀ

ପାପଡାହାଣ୍ଡି,୧୩।୬ (ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଶହୀଦ ମିନାରରେ ରବିବାର ଜିଲାର ରେଗୁଲାରରୁ ବଞ୍ଚତ୍ତ ଗଣଶିକ୍ଷକଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଉପଦେଷ୍ଟା ଉମେଶ ପାତ୍ରଙ୍କ ନେତୃତ୍ୱରେ…

୧୦୮ ଆମ୍ବୁଲାନ୍ସର ଅପବ୍ୟବହାର କରୁଛନ୍ତି ଲୋକେ

ପଦ୍ମପୁର,୧୩।୬ (ଡି.ଏନ୍‌.ଏ.): ଦୁର୍ଘଟଣା କିମ୍ବା କୌଣସି ରୋଗରେ ଗୁରୁତର ଥିବା ବ୍ୟକ୍ତିଙ୍କୁ ଠିକ୍‌ ସମୟରେ ଡାକ୍ତରଖାନାରେ ପହଞ୍ଚାଇ ଜୀବନ ରକ୍ଷା କରିବା ଉଦ୍ଦେଶ୍ୟରେ ସରକାର ୧୦୮ ଆମ୍ବୁଲାନ୍ସ ସେବା…

ବେଆଇନ ବସ୍‌ ଷ୍ଟପ ନିର୍ମାଣକୁ ଭାଙ୍ଗିଲା ବନ ବିଭାଗ

ପାପଡାହାଣ୍ଡି,୧୩ା୬(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ଧାମଣାପଦର ଛକରେ ଥିବା ସଂରକ୍ଷିତ ଜଙ୍ଗଲରେ ବେଆଇନ ବସ ଷ୍ଟପ ନିର୍ମାଣକୁ ରବିବାର ବନ ବିଭାଗ ଭାଙ୍ଗିଦେଇଛି। ବନ…

ଏଟିଏମ୍‌ରୁ ୫୫ ହଜାର ଟଙ୍କା, କାର୍ଡ ଚୋରି

ଗୁଣପୁର,୧୩ା୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ସହର ବିକ୍ରମପୁର ସ୍ଥିତ ଏସ୍‌ବିଆଇର ଏକ ଏଟିଏମ୍‌ରୁ ଜଣେ ବ୍ୟକ୍ତିଙ୍କ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ଚୋରି ସମୟର ଦୃଶ୍ୟ…

ପୃଥକ୍‌ ଘଟଣାରେ ମିଳିଲା ୨ ଝୁଲନ୍ତା ମୃତଦେହ

ପାଟଣା,୧୩ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ସୋମବାର ପୃଥକ୍‌ ଘଟଣାରେ ୨ଜଣଙ୍କ ଝୁଲନ୍ତା ମୃତଦେହ ଜବତହୋଇଛି। ପାଟଣା ଥାନା ମାଛଗଡ଼ ପଞ୍ଚାୟତ ବାଉଁଶନାଳି…

ବସ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ମାଲକାନଗିରି ଜିଲା ସୀମାନ୍ତରେ ବସ୍‌ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ…

ଭାରତୀୟଙ୍କ ଜୀବନ ଧାରଣ ବୟସରେ ୨ ବର୍ଷ ବୃଦ୍ଧି…

ନୂଆଦିଲ୍ଲୀ, ୧୩।୬ : ଭାରତରେ ନାଗରିକଙ୍କ ହାରାହାରି ଜୀବନ ଧାରଣ ବୟସରେ ୨ ବର୍ଷ ବୃଦ୍ଧି ପାଇଛି। ନମୁନା ରେଜିଷ୍ଟ୍ରେଶନ ସିଷ୍ଟମ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ,…