ରାଜସ୍ଥାନର ହିଂସାକାଣ୍ଡ: ବଢିଲା କର୍ଫ୍ୟୁ ଅବଧି

ଜୟପୁର,୧୪।୪: ରାଜସ୍ଥାନର ହିଂସାକାଣ୍ଡ ଯୋଗୁ କରୌଲିରେ ଲାଗୁ କରାଯାଇଥିବା କର୍ଫ୍ୟୁର ଅବଧିକୁ ବୃଦ୍ଧି କରାଯାଇଛି। ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ଏପ୍ରିଲ ୧୭ ପର୍ଯ୍ୟନ୍ତ କର୍ଫ୍ୟୁ ବୃଦ୍ଧି କରାଯାଇଥିବା…

୧୯୩ ରନ୍‌ର ଟାର୍ଗେଟ୍‌ ଦେଲା ଗୁଜରାଟ

ମୁମ୍ବାଇ,୧୪।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ୨୪ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରାରମ୍ଭରୁ ମାପ୍‌ଚୁପ୍‌…

ପିସିସି ସଭାପତି ପରିବର୍ତ୍ତନ ନେଇ ମୁହଁ ଖୋଲିଲେ ନିରଞ୍ଜନ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଅନୁମତି ପରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହାକୁ…

ଜୁନ୍‌ ତୃତୀୟ ସପ୍ତାହରେ ମୌସୁମୀ

ଭୁବନେଶ୍ୱର,୧୪ା୪(ବ୍ୟୁରୋ):ଚଳିତ ବର୍ଷ ଦେଶରେ ଭଲ ବର୍ଷା ହେବ। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସ୍ବାଭାବିକ ବର୍ଷା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ଏହି…

ତାଲା ପକାଇ ଘରେ ନିଆଁ ଲଗାଇଦେଲେ

ଭଦ୍ରକ ଅଫିସ,୧୪।୪: ଭଦ୍ରକ ସହରାଞ୍ଚଳ ଅନ୍ତର୍ଗତ ଗବସାହିରେ ବୁଧବାର ବିଳମ୍ବିତ ରାତିରେ ପୂର୍ବଶତ୍ରୁତାରୁ ଘରେ ତାଲା ପକାଇ ନିଆଁ ଲଗାଇଦେବା ଭଳି ଏକ ଅଭାବନୀୟ ଘଟଣା ଘଟିଛି।…

ଅବସର ନେଲେ ଏହି ଷ୍ଟାର ଖେଳାଳି

ଲଡର୍‌ସ,୧୪ା୪: ଇଂଲଣ୍ଡ ବୋଲର ଆନ୍ୟା ଶ୍ରୁବସୋଲ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏଥିସହ ତାଙ୍କର ୧୪ ବର୍ଷର ଅନ୍ତର୍ଜାତୀୟ କ୍ୟାରିୟର ଶେଷ ହୋଇଛି। ୨୦୧୭…

ବିବାହ ବନ୍ଧନରେ ବାନ୍ଧି ହେଲେ ଲଭ୍‌ବାର୍ଡ

ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଅଭିନେତା ରଣବୀର କପୁର ଏବଂ ଅଭିନେତ୍ରୀ ଆଲିଆ ଭଟ୍ଟ । ୫ ବର୍ଷର ସମ୍ପର୍କକୁ ସେମାନେ ଆଜି ଅଫିସିଆଲ କରିଛନ୍ତି। ଦୁହିଁଙ୍କ…

ଚଇତି ପର୍ବ: ମା’ଙ୍କ ସୁନା ବେଶ ଦର୍ଶନ ପାଇଁ ଘଟଗାଁରେ ଭିଡ଼

କେନ୍ଦୁଝର,୧୪।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘଟଗାଁବାସିନୀ ମା’ ତାରିଣୀଙ୍କ ଆବିର୍ଭାବ ଚଇତି ପର୍ବ ନିନ ହୋଇଥିଲା। ତେଣୁ ୯ ତାରିଖରୁ ବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ମା’ଙ୍କ ଜନ୍ମ ଦିନ…

ଓଡ଼ିଶା: ଆଜିର ଫଟୋ (ଏପ୍ରିଲ ୧୪, ୨୦୨୨)

ଭୁବନେଶ୍ୱର ୟୁନିଟ-୧ଠାରେ ଥିବା ୧୦୮ ହନୁମାନ ମନ୍ଦିରରେ ହନୁମାନ ଜୟନ୍ତୀ ଭୁବନେଶ୍ୱର ପିଏମଜି ଛକ ନିକଟରେ ଜନମଙ୍ଗଳ ପରିଷଦ ପକ୍ଷରୁ ପଣା ବଣ୍ଟନ ପବିତ୍ର ପଣା ସଂକ୍ରାନ୍ତି…

ଅସହ୍ୟ ତାତିରେ ଜଳୁଛି ଓଡ଼ିଶା

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଆଜି ରାଜ୍ୟରେ ୪୦ ଡିଗ୍ରୀ ଉପରେ ୧୬ ସହର। ୪୪.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରି ସୋନପୁର ସବୁଠାରୁ ଉତ୍ତପ୍ତ…