ନିର୍ବାଚନ ଲଢିବା ଖବରକୁ ଖଣ୍ଡନ କଲେ ସିଦ୍ଧୁଙ୍କ ପିତା

ଚଣ୍ଡିଗଡ଼,୫ ।୬: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ମେ’ ୨୯ ଦିନ ଦ୍ୱିପ୍ରହରରେ କେତେଜଣ ଅଜ୍ଞାତ ବ୍ୟକ୍ତି ଗୁଳିକରି ହତ୍ୟା କରିଛନ୍ତି । ଏହାପରେ ଏହି ଘଟଣାକୁ…

ଚାଲିଛି ମାନସମନ୍ଥନ

ବ୍ରଜରାଜନଗର,୫।୬(ଡି.ଏନ୍‌.ଏ.): ବ୍ରଜରାଜନଗର ଉପନର୍ବାଚନ ଫଳାଫଳ ଘୋଷଣା ହୋଇସାରିଛି। ଏବେ ବିଜେଡି, ଭାଜପା ଓ କଂଗ୍ରେସ ନିଜ ସମର୍ଥକଙ୍କୁ ନେଇ ମାନସମନ୍ଥନ ଆରମ୍ଭ କରିଦେଇଛନ୍ତି। ବିଶେଷ କରି ବ୍ରଜରାଜନଗର…

ସେଫ୍ ହାଉସ ସିଫ୍ଟ ହେଲେ ବାଇଡେନ

ୱାଶିଂଟନ,୫ ।୬: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସୁରକ୍ଷାରେ ସାମାନ୍ୟ ଢିଲା ନଜର ଆସିଛି । ଡୋଲାବେୟରର ରେହୋବୋଥ ବିଚରେ ଛୁଟି କାଟିବାକୁ ଯାଇଥିବା ବାଇଡେନଙ୍କ ଭ୍ୟାକେସନ…

ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା, ଓଡ଼ିଶାରେ ପ୍ରଥମ

ଭୁବନେଶ୍ୱର,୫।୬(ବ୍ୟୁରୋ):  ଓଡ଼ିଶା ମନ୍ତ୍ରିମଣ୍ଡଳ ପରିବର୍ତ୍ତନ ହେବ। ରବିବାର ନୂଆ ମନ୍ତ୍ରୀମାନେ ଶପଥ ନେବେ। ସେଥିପାଇଁ ସମସ୍ତ ମନ୍ତ୍ରୀ ଶନିବାର ଇସ୍ତଫା ଦେଇଛନ୍ତି। ନୂଆ ମନ୍ତ୍ରିମଣ୍ଡଳରେ ୧୩ଜଣ ନୂଆ…

ତାଲିକାରେ ନାହାନ୍ତି ଅରୁଣ, ପ୍ରତାପ, ଦିବ୍ୟଶଙ୍କର

ଭୁବନେଶ୍ୱର,୫।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ଟିମ୍‌ରେ ୩ ବିବାଦୀୟ ମନ୍ତ୍ରୀଙ୍କୁ ସ୍ଥାନ ମିଳି ନ ଥିବା କୁହାଯାଉଛି। ବରିଷ୍ଠ ମନ୍ତ୍ରୀ ଅରୁଣ କୁମାର ସାହୁ, ପ୍ରତାପ…

ବରକନ୍ୟାଙ୍କ ଗାଡ଼ିକୁ ଅଟକାଇଲେ ପ୍ରେମିକ

ପଦ୍ମପୁର, ୫।୬ (ଡି.ଏନ.ଏ.): ପ୍ରେମିକଙ୍କୁ ପ୍ରତାରଣା କରି ପ୍ରେମିକା ଅନ୍ୟ ଜଣେ ଯୁବକଙ୍କୁ ବାହା ହେବାକୁ ଯାଉଛନ୍ତି। ଏନେଇ ପ୍ରେମିକ ଥାନାର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ପୋଲିସ…

୧୮ରୁ ଏମ୍‌.ଫିଲ, ପିଏଚ୍‌.ଡି ପ୍ରଥମ ସେମିଷ୍ଟର ପରୀକ୍ଷା

କଟକ ଅଫିସ,୫।୬- ଆସନ୍ତା ୧୮ ତାରିଖରୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଏମ୍‌.ଫିଲ ଓ ପିିଏଚ୍‌.ଡି ଛାତ୍ରୀଛାତ୍ରଙ୍କ ପ୍ରଥମ ସେମିଷ୍ଟର ପରୀକ୍ଷା ଆରମ୍ଭ ହେବ। ଏନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶନିବାର…

‘ସ୍କୁଲ ରୂପାନ୍ତରଣ ପିଲାଙ୍କ ସ୍ବପ୍ନରେ ଡେଣା ଯୋଡ଼ିଛି’

ଭୁବନେଶ୍ୱର, ୫।୬(ବ୍ୟୁରୋ): ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା’ଭିତରେ ଭରି ରହିଛି ବିପୁଳ ସମ୍ଭାବନା। ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ଼…

ଆଜି ଶପଥ ଗ୍ରହଣ

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳ ଅଦଳବଦଳକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ବିଜେଡି ସରକାର ପଞ୍ଚମ ପାଳିର ୩ ବର୍ଷ ପୂରଣ କରିଥିବାବେଳେ ମୁଖ୍ୟମନ୍ତ୍ରୀ…

ବିଶ୍ୱ ପରିବେଶ ଦିବସରେ ‘ମାଟି ବଞ୍ଚାଅ ଅଭିଯାନ’ରେ ସାମିଲ ହେବେ ମୋଦି

ନୂଆଦିଲ୍ଲୀ,୫ ।୬: ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମାଟି ବଞ୍ଚାଅ’ ବା ସେଭ ସଏଲ ଉପରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବେ…