୧୩୨ରେ ନ୍ୟୁଜିଲାଣ୍ଡ ଅଲଆଉଟ୍‌

ଲଣ୍ଡନ,୨।୬: ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାରଠାରୁ ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଆରମ୍ଭ ହୋଇଯାଇଛି। ପ୍ରଥମ ଦିନ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି…

ତାଲିବାନ ନେତାଙ୍କୁ ଭେଟିଲା ଭାରତୀୟ ପ୍ରତିନିଧି ମଣ୍ଡଳ

କାବୁଲ,୨।୬: ଗତ ବର୍ଷ ଅଗଷ୍ଟ ପରଠାରୁ ତାଲିବାନ ସରକାର କ୍ଷମତାକୁ ଆସିବା ପରେ ପ୍ରଥମ ଥର ଭାରତୀୟ ପ୍ରତିନିଧୀ ଦଳ ଗୁରୁବାର କାବୁଲରେ ପହଞ୍ଚିଛନ୍ତି। ଭାରତୀୟ ବରିଷ୍ଠ…

ଦିଲ୍ଲୀରେ ଦକ୍ଷିଣ ଆଫ୍ରିକା ଦଳ, ଶନିବାର ଅଭ୍ୟାସ ଆରମ୍ଭ

ନୂଆଦିଲ୍ଳୀ,୨।୬: ଆସନ୍ତା ୯ ତାରିଖରୁ ଆରମ୍ଭ ହେବାକୁ ଥିବା ଭାରତ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଲାଗି ଦକ୍ଷିଣ ଆଫ୍ରିକା ଦଳ ଗୁରୁବାର ଦିଲ୍ଲୀରେ…

ଦିନକରେ ୨ ଆତଙ୍କବାଦୀ ଆକ୍ରମଣ: ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା

ଶ୍ରୀନଗର,୨।୬: ଜମ୍ମୁ-କଶ୍ମୀରରେ ଗତ କିଛି ଦିନରୁ ଲଗାତର ଭାବେ ଟାର୍ଗେଟ କିଲିଂ ଜାରି ରହିଛି। ଆତଙ୍କବାଦୀମାନେ ସାଧାରଣ ନାଗରିକ ଓ କଶ୍ମୀର ପଣ୍ଡିତଙ୍କୁ ଟାର୍ଗେଟ କରିଛନ୍ତି। ଇତିମଧ୍ୟରେ…

୪୦ କଂଗ୍ରେସ ବିଧାୟକଙ୍କୁ ପଠାଗଲା ହୋଟେଲ

ଜୟପୁର,୨।୬: ରାଜସ୍ଥାନରେ ୪ ରାଜ୍ୟ ସଭା ଆସନ ଲାଗି ନିର୍ବାଚନ ହେବାକୁ ଥିବାବେଳେ ସମସ୍ତ ଦଳୀୟ ବିଧାୟକଙ୍କୁ ଏକାଠି କରି ରଖିବା ଲାଗି କଂଗ୍ରେସ ପ୍ରାୟ ୪୦…

ପୂର୍ବତନ ଗୃହମନ୍ତ୍ରୀ ଅନିଲଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ସିବିଆଇ

ମୁମ୍ବାଇ,୨।୬: ଦୁର୍ନୀତି ମାମଲାରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖ ଓ ଅନ୍ୟମାନଙ୍କ ବିରୋଧରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଗୁରୁବାର ଚାର୍ଜଶିଟ୍‌ ଦାଖଲ କରିଛି। ଗତବର୍ଷ ନଭେମ୍ବରରେ…

ତାଲିକାରୁ ବାଦ୍‌ ପଡ଼ିଲେ ୮୭ ରାଜନୈତି ଦଳ

ନୂଆଦିଲ୍ଲୀ,୨।୬: ନିର୍ବାଚନ କମିଶନ ଯାଞ୍ଚ କରିବା ପରେ ପଞ୍ଜୀକୃତ ଅଣସ୍ବୀକୃତ ରାଜନୈତିକ ଦଳ(ଆର୍‌ୟୁପିପି) ତାଲିକାରୁ ୮୭ ଦଳକୁ ବାଦ୍‌ ଦେଇଛନ୍ତି। ନିୟମ ଓ ନିର୍ବାଚନ ଆଇନର ଉଲ୍ଲଂଘନ…

କଶ୍ମୀରରେ ୧୯୯୦ ଭଳି ସ୍ଥିତି: ଘାଟି ଛାଡ଼ିବାକୁ ଚେତାବନୀ ଦେଲେ କଶ୍ମୀରୀ ପଣ୍ଡିତ

ଶ୍ରୀନଗର,୨।୬: ଜମ୍ମୁ-କଶ୍ମୀରରେ ଲଗାତର ଭାବେ ଟାର୍ଗେଟ କିଲିଂ ଘଟଣା ସାମ୍ନାକୁ ଆସୁଛି। ଯାହାକୁ ନେଇ ସେଠାରେ ବାସ କରୁଥିବା ହିନ୍ଦୁମାନଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି…

ଯୋଶେଫ ହତ୍ୟା ମାମଲା: ୨ ଭାଇଙ୍କୁ ଆଜୀବନ ଜେଲ

ଭଞ୍ଜନଗର,୨।୬(ଡି.ଏନ.ଏ): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଗୌଡ଼ଗୋଠ ପଞ୍ଚାୟତ ଅଧୀନ ଦୁଦୁବୁରୀ ଗ୍ରାମରେ ୨୦୧୬ ଅଗଷ୍ଟ ୨୬ରେ ଘଟିଥିବା ଯୋଶେଫ ପାଟ୍ଟମାଝୀ ହତ୍ୟା ମାମଲାର ରାୟ ଗୁରୁବାର…

ବିହାରରେ ଜାତିଗତ ଜନଗଣନାକୁ କ୍ୟାବିନେଟର ମୋହର

ପାଟନା,୨।୬: ବିହାରରେ ଜାତି ଭିତ୍ତିକ ଜନଗଣନାକୁ ନୀତିଶ କୁମାରଙ୍କ କ୍ୟାବିନେଟ ଅନୁମୋଦନ ପ୍ରଦାନ କରିଛି। ଗୁରୁବାର ମୁଖ୍ୟ ଶାସନ ସଚିବ ଅମୀର ସୁଭାନୀ ଏସମ୍ପର୍କରେ ସୂଚନା ଦେଇଛନ୍ତି।…