ଖରିଫ ଧାନ ବିହନ ବିକ୍ରି ମନ୍ଥର

ଭୋଗରାଇ, ୨।୬(ଡ଼ି. ଏନ. ଏ.): ରାଜ୍ୟ ସରକାର ଚଳିତ ଖରିଫଋତୁରେ ଧାନ ବିହନର କୁଇଣ୍ଟାଲ ପିଛା ୧ଶହ ଟଙ୍କା ମୂଲ୍ୟ ବୃଦ୍ଧି କରିଥିବା ବେଳେ କୃଷିନୀତିରେ ବ୍ୟାପକ ପରିବର୍ତ୍ତନ…

ଟ୍ରାକ୍‌କୁ ଫେରୁଛି ଅଟୋମୋବାଇଲ ବଜାର

ନୂଆଦିଲ୍ଲୀ,୨।୬: ଦୀର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ସାଙ୍ଗକୁ ଧୀରେ ଧୀରେ ଟ୍ରାକ୍‌କୁ ଫେରୁଛି ଅଟୋମୋବାଇଲ ବଜାରର କାରବାର। ଗତ ଦୁଇବର୍ଷ ଧରି କୋଭିଡ୍‌…

ଯୋଡ଼ା ଡାକଘରେ ଇଣ୍ଟରନେଟ୍‌ ସେବା ଠପ୍‌

ଯୋଡ଼ା, ୨।୬(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାରେ ଥିବା ମୁଖ୍ୟ ଡାକ ଘରେ ଇଣ୍ଟରନେଟ୍‌ ସେବା ବ୍ୟାହତ ହୋଇଛି। ଏଥିପାଇଁ ଗ୍ରାହକ ନାହିଁ ନ ଥିବା ହଇରାଣ…

ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି: ଶିକ୍ଷକଙ୍କ ବିରୋଧରେ ମାମଲା

ପାଟଣା, ୨।୬( ସ୍ବ. ପ୍ର.): ଚାକିରିରେ ଜାଲ ବିଏଡ୍‌ ସାର୍ଟିଫିକେଟ ଦେଇ ସରକାରୀ ଚାକିରି ହାତେଇ ଥିବା ଜଣେ ପ୍ରଧାନଶିକ୍ଷକଙ୍କୁ ହରଡ଼ଘଣାରେ ପଡିବାକୁ ପଡିଛି। ଉକ୍ତ ପ୍ରଧାନ ଶିକ୍ଷକଙ୍କୁ…

୩ ଭାଗ ହୋଇଯିବ ପାକିସ୍ତାନ, ଇମ୍ରାନ୍‌ଙ୍କ ଚେତାବନୀ…

ଇସଲାମାବାଦ୍‌, ୨।୬ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ସ୍ପଷ୍ଟ ଚେତାବନୀ ଦେଇଛନ୍ତି ଯେ ଯଦି ବର୍ତ୍ତମାନର ଶାହବାଜ ସରିଫ ସରକାର ସଠିକ ନିଷ୍ପତ୍ତି ନ…

କମିଲା ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୬: ମାସିକ ଆଧାରରେ ଦ୍ରବ୍ୟ ଏବଂ ସେବା କର (ଜିଏସ୍‌ଟି) ସଂଗ୍ରହରେ ଚଳିତ ବର୍ଷ ମେ’ ମାସରେ ୧୬% ହ୍ରାସ ଘଟି ୧.୪୧ ଲକ୍ଷ କୋଟିରେ ରହିଯାଇଛି। ପୂର୍ବ…

ଭାଜପାରେ ସାମିଲ ହେଲେ ହାର୍ଦ୍ଦିକ ପଟେଲ

ଅହମଦାବାଦ,୨।୬: ଗୁଜରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲ ଗୁରୁବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ସେ ଅହମଦାବାଦରେ ଥିବା ଭାଜପା ମୁଖ୍ୟାଳୟରେ ରାଜ୍ୟର ଭାଜପା ଅଧ୍ୟକ୍ଷ…

ଗ୍ରୀନ୍‌ ଏନର୍ଜି କମାଉଛି କୋଇଲା ସଙ୍କଟ

ନୂଆଦିଲ୍ଲୀ,୨।୬: ମେ’ ମାସରେ ବିଦ୍ୟୁତ୍‌ ଚାହିଦା ୨୩.୫% ବୃଦ୍ଧି ସତ୍ତ୍ୱେ ଦେଶର ଗ୍ରୀନ୍‌ ଏନର୍ଜି ଉତ୍ପାଦନ କ୍ଷମତା ଭାରତର କୋଇଲା ଉପରେ ନିର୍ଭରତାକୁ କମ୍‌ କରିଛି। ଏ ସମ୍ପର୍କରେ…

ତାଲିବାନ ଶାସନରେ ଆଫଗାନିସ୍ତାନ ପହଞ୍ଚିଲେ ଭାରତୀୟ ଅଧିକାରୀ

କାବୁଲ, ୨।୬ : ତାଲିବାନ ଶାସନରେ ପ୍ରଥମ ଥର ପାଇଁ ଭାରତୀୟ ଅଧିକାରୀଙ୍କ ଏକ ଦଳ ଆଫଗାନିସ୍ତାନରେ ପହଞ୍ଚିଛି। ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ…

ସୋନିଆ ଗାନ୍ଧୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨।୬: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କଂଗ୍ରେସ ପ୍ରବକ୍ତା ରଣଦୀପ ସୁର୍ଜଓ୍ବୋଲା ଏନେଇ ସୂଚନା ଦେଇଛନ୍ତି। ଗତ କିଛିଦିନ ମଧ୍ୟରେ ସୋନିଆ…