‘କୁମିନ୍ସ ଏଭଳି ଖେଳିବେ ଆଶା ନ ଥିଲା’

ପୁଣେ,୭।୪: ୧୫ ବଲରେ ପାଟ କୁମିନ୍ସଙ୍କ ୫୬ ରନ୍‌ର ବିସ୍ଫୋରକ ପାଳି ପ୍ରତିପକ୍ଷ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମାଙ୍କୁ ଚକିତ କରି ଦେଇଛି। କୁମିନ୍ସଙ୍କ ଯୋଗୁ…

୪୮,୦୦୦ ଇଭି ଚାର୍ଜର ଷ୍ଟେଶନ ପ୍ରତିଷ୍ଠା ହେବ

ନୂଆଦିଲ୍ଲୀ, ୭ା୪: ଆଗାମୀ ୩-୪ ବର୍ଷ ମଧ୍ୟରେ ଦେଶରେ ୧୪,୦୦୦ କୋଟି ଟଙ୍କା ବନିମୟରେ ୪୮,୦୦୦ ଅଧିକ ଇଲେକ୍‌ଟ୍ରିକ୍‌ ଭେହିକିଲ୍‌ (ଇଭି) ଚାର୍ଜର ଷ୍ଟେସନ ପ୍ରତିଷ୍ଠା କରାଯିବ।…

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଙ୍ଗନଓ୍ବାଡି କର୍ମୀଙ୍କ ବିକ୍ଷୋଭ

ବଲାଙ୍ଗୀର ଅଫିସ,୭ା୪: ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍‌ ଓଡ଼ିଶା ଅଙ୍ଗନଓ୍ବାଡି ମହିଳା ଓ୍ବାର୍କର୍ସ ଆସୋସିଏଶନର ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ…

ହଟୁନି ବିପଦସଙ୍କୁଳ ଖୁଣ୍ଟ

ଢେଙ୍କାନାଳ ଅଫିସ, ୭ା୪: ଢେଙ୍କାନାଳ ପୌରାଞ୍ଚଳର ୧୫ନଂ. ୱାର୍ଡ ଜଲାରାମ ହୋଟେଲ ପାର୍ଶ୍ୱ ଗଳିରେ ଏକ ଟେଲିଫୋନ ଖୁଣ୍ଟ ବିପଦସଙ୍କୁଳ ଅବସ୍ଥାରେ ରାସ୍ତା ଉପରକୁ ଢଳିରହିଛି। କୌଣସି…

ଜଳସଙ୍କଟରେ ୩୫ ପରିବାର

ପରଜଙ୍ଗ, ୭ା୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ରଙ୍ଗଥଳି ଛକ ନିକଟ ୧୪୯ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ୫ନଂ.ବସ୍ତିରେ ଜଳସଙ୍କଟ ଉତ୍କଟରୂପ ଧାରଣ କରିଛି।…

ମାସକରେ ୧୪ ଗାଡ଼ି ଚୋରି, ବାଦ୍‌ପଡ଼ିନି ପୋଲିସ ଗାଡ଼ି

ବ୍ରହ୍ମପୁର ଅଫିସ,୭ା୪: ବ୍ରହ୍ମପୁର ସହରରେ ଏବେ ଘୂରି ବୁଲୁଛନ୍ତି ସକ୍ରିୟ ଗାଡ଼ି ଚୋର ଗ୍ୟାଙ୍ଗ। ଗତ ଏକ ମାସ ମଧ୍ୟରେ ଉକ୍ତ ଗ୍ୟାଙ୍ଗ ବ୍ରହ୍ମପୁର ସହରରୁ ପ୍ରାୟ ୧୪…

ଅଭିଯୁକ୍ତ ଶ୍ରୀକୃଷ୍ଣଙ୍କ ଲାଗି କଠୋର ଜାମିନ ସର୍ତ୍ତ

ଛତ୍ରପୁର,୭ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏସ୍‌ଡିଜେଏମ୍‌ କୋର୍ଟରେ ଅର୍ଥତତ୍ତ୍ୱ ଚିଟଫଣ୍ଡ ମୁଖ୍ୟ ପ୍ରଦୀପ ସେଠୀଙ୍କ ସହ ଅଭିଯୁକ୍ତ ଶ୍ରୀକୃଷ୍ଣ ପାଢ଼ୀଙ୍କ ତରଫରୁ ଉଚ୍ଚ ନ୍ୟାୟାଳୟଙ୍କ ନିକଟରେ ଜାମିନ…

ରାସ୍ତା ମଝିରେ ଖାଲଖମା

ବଲସକୁମ୍ପା,୭ା୪: ସରକାର ଗମନା ଗମନର ସୁବିଧା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ପିଚୁ ରାସ୍ତା ନିର୍ମାଣ କରୁଛନ୍ତି। ଯେଉଁ ସ୍ଥାନଗୁଡ଼ିକରେ ରାସ୍ତାରୁ ପିଚୁ ଉଠିଯାଇ…

ଜେଲ ଗଲେ ଚତୁର୍ଥ ଶ୍ରେଣୀ କର୍ମଚାରୀ

ସଜନାଗଡ଼,୭ା୪(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କଲେଜର ଜନୈକା ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ପ୍ରଦର୍ଶନ ଅଭିଯୋଗରେ କଲେଜର ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଜେଲ୍‌ ଯିବାକୁ ପଡ଼ିଛି। ସୂଚନା ଅନୁଯାୟୀ,…

ଏନ୍‌ଜିଟି ୪ଜଣିଆ ଟିମ୍‌ର ତଦନ୍ତ

ବାରିପଦା ଅଫିସ,୭ା୪: ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ନଦୀର ଆରପଟା ଓ ଡିଙ୍ଗିରା ବାଲି ସଇରାତରୁ ଲଘୁ ଖଣିଜ ଦ୍ରବ୍ୟର ବେଆଇନ ଉତ୍ତୋଳନ ଓ ପରିବହନକୁ ନେଇ ତଦନ୍ତ ଆରମ୍ଭ…