ଆମ୍ବୁଲାନ୍ସ-କ୍ୟାଣ୍ଟର ମୁହାଁମୁହିଁ ଧକ୍କା: ଚାଲିଗଲା ୭ ଜୀବନ

ଲକ୍ଷ୍ନୌ,୩୧।୫: ଉତ୍ତରପ୍ରଦେଶର ବରେଲି ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ…

୯.୩୦ ସୁଦ୍ଧା ୧୧ ପ୍ରତିଶତ ମତଦାନ

ଝାରସୁଗୁଡ଼ା ଅଫିସ,୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ଚାଲିବ। ଦିନ ୯.୩୦…

ଭୋଟ ଦେଲେ ଭାଜପା ପ୍ରାର୍ଥିନୀ

ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି। ଏହି ଅବସରରେ ଭାଜପା ପ୍ରାର୍ଥିନୀ ରାଧାରାଣୀ ପଣ୍ଡା ବ୍ରଜରାଜନଗର ଓପିଏମ୍‌…

ଆଜି ଚାଷୀଙ୍କ ଖାତାକୁ ଯିବ ୧୧ତମ କିସ୍ତି

ନୂଆଦିଲ୍ଲୀ,୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ହିମାଚଳ ପ୍ରଦେଶର ସିମଲାଠାରେ ଆୟୋଜିତ ଗରିବ କଲ୍ୟାଣ ସମ୍ମିଳନୀକୁ ସମ୍ବୋଧନ କରିବେ । ଏହା ସହ କିଷାନ…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧ, ଗଛରୁ ଡେଇଁଲା ଭାଲୁ

ପାଟଣା,୩୧।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ରାଜନଗର ବିଟ୍‌ କୋଡ଼ଖମଣ ଗାଁରେ ଭାଲୁ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ସଦାନନ୍ଦ ମହାନ୍ତ।…

ଅଣ୍ଡାକୁ ନେଇଯାଉଥିଲେ ଯୁବତୀ, ଆସି ଝାମ୍ପିଲା ମୟୂର

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ…

ରିଲିଜ୍‌ ପୂର୍ବରୁ ବାରଣାସୀରେ ପହଞ୍ଚିଲେ ଷ୍ଟାରକାଷ୍ଟ

ବଲିଉଡର ଆକ୍ସନ ଷ୍ଟାର ଅକ୍ଷୟ କୁମାର ଏବଂ ମାନୁଷୀ ଛିଲାର ଆଗାମୀ ଫିଲ୍ମ‘ସମ୍ରାଟ ପୃଥ୍ବୀରାଜ’କୁ ନେଇ ଏବେ ଚର୍ଚ୍ଚାରେ। ଫିଲ୍ମର ପ୍ରମୋଶନରେ ଦୁହେଁ ଏବେ ଖୁବ୍‌ ବ୍ୟସ୍ତ।…

ରାଜ୍ୟ ସଭା ନିର୍ବାଚନ: ନାମାଙ୍କନ ପତ୍ର ଦାଖଲର ଶେଷ ଦିନ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ଦିନ। ବିଜେଡିର ୪ ପ୍ରାର୍ଥୀ ଆଜି ଦଳୀୟ ନେତା, ସମର୍ଥକ ଏବଂ…

କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩୧।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୭୦୬ ନୂଆ…