ସମିର ୱାନଖେଡେଙ୍କର ବଦଳି, ଆର୍ଯ୍ୟନ ଖାଁ ମାମଲାର କରି ସାରିଛନ୍ତି ଯାଞ୍ଚ

ନୂଆଦିଲ୍ଲୀ,୩୧ ।୫: ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁଙ୍କ ସହ ଜଡିତ ଡ୍ରଗ୍ସ ମାମଲାର ଯାଞ୍ଚ କରିଥିବା ଅଧିକାରୀ ସମିର ୱାନଖେଡେଙ୍କର ବଦଳି ହୋଇଛି…

ଚାଇନାକୁ କୂଟନୈତିକ ଝଟକା

ସୁବା/ବେଜିଂ,୩୧ା୫: ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ନିଜ ଆଧିପତ୍ୟ ଜାହିର କରିବା ନିମନ୍ତେ ପ୍ରୟାସ କରୁଥିବା ଚାଇନାକୁ ବଡ଼ ଝଟକା ଲାଗିଛି। ପାସିଫିକ୍‌ ଦ୍ୱୀପଦେଶ ବେଜିଂ ଜାଲରେ ଫସିବାକୁ…

ୟୁକ୍ରେନ୍‌ରେ ଫ୍ରାନ୍ସ ଖବରଦାତାଙ୍କ ପରଲୋକ

କିଭ୍‌,୩୦ା୫: ୟୁକ୍ରେନ୍‌ରେ ରିପୋର୍ଟିଂ କରୁଥିବା ଫ୍ରାନ୍ସର ଜଣେ ଖବରଦାତା ୩୨ ବର୍ଷୀୟ ଫ୍ରେଡେରିକ୍‌ ଲିକ୍ଲର୍କ-ଇମହୋଫ୍‌ଙ୍କ ପରଲୋକ ଘଟିଛି। ଏନେଇ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ସୋମବାର ଏକ…

ମଙ୍କିପକ୍ସରେ ଚଳିତ ବର୍ଷର ପ୍ରଥମ ମୃତ୍ୟୁ

ଆବୁଜା, ୩୦ା୫: ନାଇଜେରିଆରେ ସଂକ୍ରାମକ ମଙ୍କିପକ୍ସ ରୋଗରେ ଚଳିତ ବର୍ଷର ପ୍ରଥମ ମୃତ୍ୟୁ ଘଟିଛି। ନାଇଜେରିଆ ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନ୍‌ସନ(ସିଡିସି) ପକ୍ଷରୁ ରବିବାର…

କଂଗ୍ରେସ ଘୋଷଣା କଲା ରାଜ୍ୟ ସଭା ପ୍ରାର୍ଥୀ

ନୂଆଦିଲ୍ଲୀ,୩୦।୫: ରାଜ୍ୟ ସଭା ନିର୍ବାଚନ ଜୁନ୍‌ ୧୦ରେ ହେବାକୁ ଥିବା ବେଳେ ସୋମବାର କଂଗ୍ରେସ ପକ୍ଷରୁ ୧୦ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ପି. ଚିଦାମ୍ବରମ୍‌, ଜୟରାମ ରମେଶ,…

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୩୦।୫: ବାଲେଶ୍ୱର ସ୍ବତନ୍ତ୍ର ପୋକ୍ସୋ କୋର୍ଟରେ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ଜଗଦୀଶ ପ୍ରସାଦ ମହାନ୍ତି ଏହାର ବିଚାର…

ମହିଳାଙ୍କୁ କମେଣ୍ଟ ମାରି ୨ ଯୁବକ ଗିରଫ

ନବରଙ୍ଗପୁର,୩୦।୫(ବି.ପ୍ର.): କମେଣ୍ଟ ମାରିବା ଓ ଅଶ୍ଲୀଳ ଇଙ୍ଗିତ କରିବା ଘଟଣାରେ ନବରଙ୍ଗପୁର ପୋଲିସ ୨ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଚାମୁରିଆଗୁଡା…

ଜୁନ ୧ରେ ଯୋଗୀ କରିବେ ରାମ ମନ୍ଦିର ଗର୍ଭ ଗୃହର ଶିଳାପୂଜା

ଲକ୍ଷ୍ନୌ,୩୦।୫: ଜାନୁଆରୀ ୨୦୨୪ରେ ଅଯୋଧ୍ୟା ରାମଲାଲାଙ୍କ ମନ୍ଦିର ପ୍ରସ୍ତୁତ ହେବ। ଏଥିପାଇଁ ଜୋରସୋରରେ ମନ୍ଦିର ନିର୍ମାଣ କାର୍ଯ୍ୟ ଚାଲିଛି। ଏହାପୂର୍ବରୁ ରାମଲାଲାଙ୍କ ମନ୍ଦିରର ନିର୍ମିତ ଗର୍ଭ ଗୃହର…

ପ୍ରେମୀ ଯୁଗଳଙ୍କୁ ଗଛରେ ବାନ୍ଧି ପିଟିଲେ

ନୀଳଗିରି ,୩୦ା୫(ସ୍ବ.ପ୍ର) : ପରକିୟା ପ୍ରୀତି ଧରାପଡ଼ିବାରୁ ବିବାହିତ ପ୍ରେମୀ ଯୁଗଳଙ୍କୁ ଲୋକେ ଗଛରେ ବାନ୍ଧି ମାଡ଼ ମାରିବା ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ଭିଡିଓ…

ବିରାଶତ୍‌କୁ ପୂରିଲା ୨୫ବର୍ଷ

ମୁମ୍ବାଇ: ବଲିଉଡ ଅଭିନେତା ଅନିଲ କପୁର ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ନାମ୍ନୀ ଅଭିନେତା। ନିଜର ଦମ୍‌ଦାର ଅଭିନୟ ଓ ଫିଟନେସ୍‌ ପାଇଁ ଜଣାଶୁଣା ଅନିଲ କପୁର ସୋମବାର…