୨୧ ବର୍ଷ ପରେ ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୩୦ା୫ (ନି.ପ୍ର.)- ୨୧ ବର୍ଷ ଧରି ଫେରାର ଥିବା ଅଭିଯୁକ୍ତଙ୍କୁ ଜୟପୁର ଟାଉନ ପୋଲିସ ଗିରଫ କରିଛି। ସେ ହେଲେ ଗଙ୍ଗାନଗରର ଇସାକ ଖାନ (୬୯)। ପୋଲିସ…

ସହକାରୀ ପ୍ରଫେସରଙ୍କୁ ବଳାତ୍କାର ଅଭିଯୋଗ, ବ୍ଲାକ୍‌ମେଲିଂ କରି ଅଭିଯୁକ୍ତ ନେଇସାରିଲେଣି ୨ ଲକ୍ଷ ଟଙ୍କା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜଣେ ୨୪ ବର୍ଷୀୟା ସହକାରୀ ପ୍ରଫେସରଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ଅଭିଯୁକ୍ତ ଜଣକ ତାଙ୍କୁ ବ୍ଲାକମେଲିଂ କରି ୨ ଲକ୍ଷ…

ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ

କୋରାପୁଟ,୩୦ା୫(ସ୍ବ.ପ୍ର.): କୋରାପୁଟ-ଜୟପୁର ୨୬ ନଂ. ଜାତୀୟ ରାଜପଥର ବଗେଇପଦର ଛକ ନିକଟରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ମୃତକ ହେଲେ ଜୟପୁର ସହର ପାୱ୍ବାର…

ଭାଇଙ୍କ ଘରୁ ମିଳିଲା ମହିଳା ବିଚାରପତିଙ୍କ ଝୁଲନ୍ତା ମୃତଦେହ

ନୂଆଦିଲ୍ଲୀ,୩୦।୫: ଦିଲ୍ଲୀ ସାକେତ୍‌ କୋର୍ଟର ୪୨ ବର୍ଷୀୟା ମହିଳା ବିଚାରପତିଙ୍କ ମୃତଦେହ ଦକ୍ଷିଣ ଦିଲ୍ଲୀ ରାଜପୁର ଅଞ୍ଚଳରେ ଥିବା ତାଙ୍କ ଭାଇଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ମିଳିଛି।…

ରାୟଗଡ଼ାକୁ ୩ ସ୍ବର୍ଣ୍ଣ, ୧ ରୌପ୍ୟ

ରାୟଗଡା ଅଫିସ,୩୦ା୫: ପଶ୍ଚିମବଙ୍ଗର ହାୱଡାଠାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଭାରୋତ୍ତଳନ ପ୍ରତିଯୋଗିତାରେ ରାୟଗଡ଼ାର ଶହୀଦ ଲକ୍ଷ୍ମଣ ନାୟକ ଜିମ୍‌ର ଲିପ୍‌ସା ଖୋସଲା(୧୩) ୫୩ ବର୍ଗରେ ଭାଗ ନେଇ…

ଭାରତୀୟ ଟିମ୍‌ରେ ଗୁଣପୁରର ଦୁଇ ଖେଳାଳି

ଗୁଣପୁର,୩୦ା୫(ଡି.ଏନ୍‌.ଏ.): ନେପାଳର ପୋଖରାଠାରେ ମେ ୨୯ରୁ ୩୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ଫୁଟସାଲ ଚମ୍ପିୟନଶିପ୍‌ ପାଇଁ ରାୟଗଡ଼ା ଜିଲା ଗୁଣପୁରର ୨ ଖେଳାଳି ଚୟନ ହୋଇଛନ୍ତି। ଦୁହେଁ…

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ସ୍କୁଲ ପାଚେରି

ମାଲକାନଗିରି,୩୦ା୫(ଡି.ଏନ୍‌.ଏ.): ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ସ୍କୁଲ ପାଚେରି। ଅସରାଏ ବର୍ଷାରେ ଶନିବାର ରାତିରେ ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଅଁଳାପଦର ସ୍କୁଲର ପାଚେରି ନଷ୍ଟ ହୋଇଛି।…

ଦୃଷ୍ଟି ଆକର୍ଷଣ କରୁଛି ମଧୁବନୀ ଚିତ୍ରକଳା

ଢେଙ୍କାନାଳ ଅଫିସ,୩୦ା୫: ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍‌ସି)ରେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା କରାଯାଇଥିବା ପ୍ରାଚୀର ଚିତ୍ର ଆକର୍ଷଣୀୟ ହୋଇଥିବା ବେଳେ ମଧୁବନୀ ଚିତ୍ରକଳା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି।…

ମାଛ ଭାଗବଣ୍ଟାକୁ ନେଇ ଅସନ୍ତୋଷ, ପୋଖରୀ କୂଳରେ ପଡ଼ିରହିଲା ୫୦ କିଲୋ ମାଛ

ଛେଣ୍ଡିପଦା,୩୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା କୋରଡା ଗ୍ରାମରେ ବଡ଼ବନ୍ଧ ପୋଖରୀ ମାଛ ଭାଗବଣ୍ଟାକୁ କେନ୍ଦ୍ରକରି ରବିବାର ତୀବ୍ର ଅସନ୍ତୋଷ ଦେଖାଦେଇଛି। ଫଳରେ ବଡବନ୍ଧ ପୋଖରୀ କୂଳରେ…

ରୁଷିଆ ସେନାର ହଣ୍ଟ୍‌ ଟୁ କିଲ୍‌ ମିଶନ, ତାଲିକାରେ ଜେଲେନକ୍ସି ସମେତ ବହୁ ଶୀର୍ଷ ନେତା…

ମସ୍କୋ/କ୍ୱିଭ୍‌, ୩୦।୫ : ୟୁକ୍ରେନରେ ଯୁଦ୍ଧ ସମାପ୍ତ ନହେଉଥିବାରୁ ରୁଷିଆର ସୈନ୍ୟବାହିନୀ ଏକ ହଣ୍ଟ୍‌ ଟୁ କିଲ୍‌ ମିଶନ ଆରମ୍ଭ କରିଛନ୍ତି। ଏହି ମିଶନର ଉଦ୍ଦେଶ୍ୟ ହେଉଛି…