ୟୁନିଫର୍ମ ସିଭିଲ୍‌ କୋଡ୍‌ ଲାଗୁ ପାଇଁ କମିଟି ଗଠନ କଲା ଉତ୍ତରାଖଣ୍ଡ

ଡେରାଡୁନ୍‌,୨୮।୫: ଉତ୍ତରାଖଣ୍ଡରେ ସମାନ ନାଗରିକ ସଂହିତା(ୟୁନିଫର୍ମ ସିଭିଲ୍‌ କୋଡ୍‌) ଲାଗୁ କରିବା ପାଇଁ ରାଜ୍ୟ ସରକାର ଏକ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି…

ଓଡ଼ିଶା ହାଇକୋର୍ଟ ବିଚାରପତିଙ୍କୁ କୋଲକାତା ବଦଳି ସୁପାରିସ

ନୂଆଦିଲ୍ଲୀ,୨୭।୫: ଓଡ଼ିଶା ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଚିତ୍ତରଞ୍ଜନ ଦାସଙ୍କୁ କୋଲକାତା ହାଇକୋର୍ଟକୁ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଛନ୍ତି। ପ୍ରଧାନ ବିଚାରପତି ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ…

ଶୀତଳ ଷଷ୍ଠୀ ଲାଗି ୩ ଦିନ ବନ୍ଦ ରହିବ ମଦ ଦୋକାନ

ସମ୍ବଲପୁର,୨୮।୫(ବ୍ୟୁରୋ): ଆଗକୁ ଆସୁଛି ଶୀତଳ ଷଷ୍ଠୀ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପୋଲିସ ପକ୍ଷରୁ ୩ ଦିନ ମଦ ଦୋକାନ…

ପୁଣି ବିବାହ କଲେ କାଚା ବାଦାମ ଫେମ ଭୁବନ, ଭିଡିଓ ଭାଇରାଲ

କାଚା ବାଦାମ ଫେମ ଭୁବନ ବାଦ୍ୟକରଙ୍କ ନୂଆ ଗୀତ ‘ହୋବ ନାକି ବୁ’ ଟାଇମ୍ସ ମ୍ୟୁଜିକ୍‌ ବଙ୍ଗଳାରେ ରିଲିଜ ହୋଇଛି। ଏହାକୁ ଭୁବନ ବାଦ୍ୟକର ଏବଂ କେଶବ…

ବଦଳିଲା ଖିଲାଡି ବୟଙ୍କ ଫିଲ୍ମର ନାଁ

ମୁମ୍ବାଇ: ଖିଲାଡି କୁମାର ଅକ୍ଷୟ କୁମାରଙ୍କ ଦ୍ୱାରା ଅଭିନୀତ ଫିଲ୍ମ ‘ପୃଥ୍ବୀରାଜ’ର ନାମ ପରିବର୍ତ୍ତନ କରାଯାଇ ‘ସମ୍ରାଟ ପୃଥ୍ବୀରାଜ’ ରଖାଯାଇଛି। ଫିଲ୍ମର ନାମକୁ ନେଇ ଶ୍ରୀ ରାଜପୁତ…

କମୁଛି କରୋନା, ଚିହ୍ନଟ ହେଲେ ୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୨୨ ଜଣକୁ…

ଖାଦ୍ୟ ପରଷିବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ …

ଭୋପାଳ,୨୮।୫: ଖାଦ୍ୟ ଦେବାରେ ବିଳମ୍ବ ପାଇଁ ସ୍ବାମୀ ନିଜ ଉପରୁ ଆୟତ୍ତ ହରାଇ ସ୍ତ୍ରୀଙ୍କୁ କୂଅକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅଭାବନୀୟ ଘଟଣା ମଧ୍ୟପ୍ରଦେଶର ହାତପିପ୍‌ଲିୟା ଅଞ୍ଚଳର…

ଓ୍ବେଡିଂ ଭେନ୍ୟୁ ବଦଳାଇଲେ ନୟନତାରା

ସାଉଥ୍‌ ଫିଲ୍ମର ଜଣାଶୁଣା ଅଭିନେତ୍ରୀ ନୟନତାରା ତାଙ୍କ ପ୍ରେମିକା ବିଗ୍ନେଶ ଶିବନ ବିବାହକୁ ନେଇ ଚର୍ଚ୍ଚାରେ। ଆସନ୍ତା ମାସ ଜୁନ ୯ରେ ବିବାହ କରିବାକୁ ଯାଉଛନ୍ତି। ହେଲେ…

‘ଭାରତ ସବୁବେଳେ ଆଫଗାନିସ୍ତାନ ସହ ଛିଡା ହୋଇଛି’

ନୂଆଦିଲ୍ଲୀ,୨୮।୫: ଆଫଗାନିସ୍ତାନର ଲୋକଙ୍କ ସହ ଭାରତର ସ୍ବତନ୍ତ୍ର ସମ୍ପର୍କ ରହିଛି ଆଗକୁ ମଧ୍ୟ ରହିବ ବୋଲି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି । ଆଫଗାନିସ୍ତାନ…

ଘରୁ ମିଳିଲା ବିପୁଳ ପରିମାଣର ସାଇଜ କାଠ, ପଟ୍ଟା

କାଶୀପୁର,୨୮।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ବନାଞ୍ଚଳ ପକ୍ଷରୁ ଚଢାଉ କରି ବିପୁଳ ପରିମାଣର ସାଇଜ କାଠ ଏବଂ ପଟ୍ଟା ଜବତ କରାଯାଇଛି। ଟିକିରି ବନାଞ୍ଚଳ…