ମେଗା ପାଇପ୍‌ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟରେ ଫାଟ

ଯାଜପୁର ଅଫିସ,୨୭ା୫: ରାଜ୍ୟରେ ମେଗା ପାଇପ୍‌ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍‌) ପ୍ରକଳ୍ପ ନିର୍ମାଣରେ ବିଳମ୍ବ ଏବଂ ନିମ୍ନମାନର କାର୍ଯ୍ୟ ହେଉଛି। ଆବଶ୍ୟକ ନିର୍ମାଣ ସାମଗ୍ରୀ ବ୍ୟବହାର ହେଉ…

ଆଖିପତାରେ ବଢୁଛି ମାଂସପିଣ୍ଡୁଳା

ନାଉଗାଁ,୨୭ା୫(ସ୍ବ.ପ୍ର.): ଆଖି ପତାରେ ବଢ଼ୁଛି ମାଂସପିଣ୍ଡୁଳା। ଅସହ୍ୟ ଯନ୍ତ୍ରଣା ହେଉଛି। ମାତ୍ର ନାବାଳକଙ୍କ ଦୁଃଖ ଶୁଣିବାକୁ କେହି ନାହାନ୍ତି। କାରଣ ସେ ଦିବ୍ୟାଙ୍ଗ ହୋଇଥିବାବେଳେ ଅନାଥ। ଚିକିତ୍ସା…

ଜଗତ୍‌ସିଂହପୁରରେ ଡ୍ରେନ୍‌ ସମସ୍ୟା ଚିନ୍ତାଜନକ

ଜଗତ୍‌ସିଂହପୁର ଅଫିସ,୨୭ା୫: ନିୟମ ରହିଛି ପ୍ରାକୃତିକ ନାଳ କିମ୍ବା ଡ୍ରେନ୍‌ ରୋକାଯାଇ ପାରିବନାହିଁ। ଏହାର ଗତି ବଦଳାଯିବନି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ।…

ମୋ ସରକାର’ରେ ମିଶିଲା ଆଉ ୩ ବିଭାଗ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ମୋ ସରକାର’ ବ୍ୟବସ୍ଥାରେ ଅର୍ଥ, ପୂର୍ତ୍ତ, ବାଣିଜ୍ୟ ଓ ପରିବହନ ବିଭାଗକୁ ସାମିଲ କରାଯାଇଛି। ଏହାପରେ ମୋଟ୍‌ ୩୧ଟି ବିଭାଗର ୨୫୦ ସେବା ଏହା ଅଧୀନକୁ…

କାମରେ ଲାଗୁନି ଅଙ୍ଗନୱାଡି ଗୃହ

କୋରେଇ,୨୭ା୫(ସ୍ବ.ପ୍ର.): କୋରେଇ ବ୍ଲକ ତଳଗଡ଼ ପଞ୍ଚାୟତ ଉପୁଳାଇ ଅଙ୍ଗନୱାଡି ଗୃହ ପିଲାଙ୍କ କାମରେ ଲାଗୁନି। ଦୁଇବର୍ଷ ହେଲା ଏହାର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲେ ମଧ୍ୟ ପିଲା…

ବଂଶବାଦକୁ ହଟାଇ ଗୋଟିଏ ପରିବାର ଗୋଟିଏ ଟିକେଟ ନୀତି ଆପଣେଇବ ଭାଜପା

ନୂଆଦିଲ୍ଲୀ,୨୭ ।୫: ଭାରତୀୟ ଜନତା ପାର୍ଟି(ଭାଜପା) ୨୦୨୪ ଲୋକ ସଭା ନିର୍ବାଚନରେ ବଂଶବାଦ-ପରିବାରବାଦକୁ ବଡ ନିର୍ବାଚନୀ ମୁଦ୍ଦା କରିବା ଯୋଜନାରେ ରହିଛି । ଦଳ ଆଗାମୀ ବିଧାନସଭା…

୪୫ ଚାଷୀଙ୍କ ୩୭ ଲକ୍ଷ ଟଙ୍କା ବାକି

ଯାଜପୁର ଅଫିସ,୨୭ା୫: ସରକାର ଧାନର ଅଭାବୀ ବିକ୍ରୀରେ ସୁଧାର ଆଣିବାକୁ ଲକ୍ଷ୍ୟ ରଖି ଚାଷୀ ପ୍ରାଥମିକ ସେବା ସମବାୟ ସମିତି (ପ୍ୟାକ୍ସ)ରେ ଧାନ ବିକ୍ରୀ କରିବାକୁ ଯୋଜନା…

ଫାଇନାଲ୍‌ ଟିକେଟ୍‌ ପାଇଁ ‘ରୟାଲ୍‌’ ଆଜି ମୁକାବିଲା

ଅହମ୍ମଦାବାଦ୍‌,୨୭।୫: ଆଇପିଏଲ ୨୦୨୨ର କ୍ୱାଲିଫାୟାର୍‌-୨ରେ ସଞ୍ଜୁ ସାମସନଙ୍କ ନେତୃତ୍ୱଧୀନ ରାଜସ୍ଥାନ ରୟାଲ୍ସ ଟିମ୍‌ ଆଜି ଫାଫ ଡୁ ପ୍ଲେସିସଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଭେଟିବ। ଅହମ୍ମଦାବାଦର ନରେନ୍ଦ୍ର…

‘ଦୟାକରି ମୋତେ ଏଭଳି ନିଷ୍ଠୁର ମନ୍ତ୍ରୀ ପଦରୁ ମୁକ୍ତ କରନ୍ତୁ’

ଜୟପୁର,୨୭।୫: ରାଜସ୍ଥାନର ଅଶୋକ ଗେହଲୋଟ ସରକାରରେ ସବୁକିଛି ଠିକ ଚାଲିନାହିଁ। ଏବେ ଜଣେ ମନ୍ତ୍ରୀ ନିଜ ସରକାର ବିରୋଧରେ ଏକ ମୋର୍ଚ୍ଚା ଖୋଲୁଛନ୍ତି। ରାଜସ୍ଥାନ କ୍ରୀଡ଼ା ମନ୍ତ୍ରୀ…

ଷ୍ଟାଡିୟମରେ କୁକୁର ବୁଲାଇବା ଘଟଣାରେ ଆଇଏଏସ୍ ସଞ୍ଜିବ ଖିରୱାରଙ୍କୁ ପଠାଗଲା ଲଦ୍ଦାଖ, ପତ୍ନୀ ଯିବେ ଅରୁଣାଚଳ ପ୍ରଦେଶ

ନୂଆଦିଲ୍ଲୀ,୨୭ ।୫: ଦିଲ୍ଲୀର ତ୍ୟାଗରାଜ ଷ୍ଟାଡିୟମରେ କୁକୁର ବୁଲାଇବା ଘଟଣାରେ ଆଇଏଏସ ପତ୍ନୀ-ପତିଙ୍କୁ ଗୁରୁବାର ସନ୍ଧ୍ୟାରେ ଟ୍ରାନ୍ସଫର କରାଯାଇଛି । ଆଇଏଏସ୍ ସଞ୍ଜିବ ଖିରୱାରଙ୍କୁ ଉଦ୍ଦାଖ ଓ…