ବଲାଙ୍ଗୀର ଅଫିସ,୨୫ା୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍ ଧରିଛି। ରାଜନୈତିକ ନେତାମାନେ ଏହାକୁ ନେଇ ବୟାନବାଜି, ଆକ୍ଷେପ ପ୍ରତିଆକ୍ଷେପ ଜାରି ରଖିଛନ୍ତି।…
ଭୁବନେଶ୍ୱର, ୨୫।୫ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି-୪ର ସ୍ପ୍ରିଣ୍ଟ ଇଭେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ମହିଳା ୧୦୦…
ଯାଜପୁର ଅଫିସ,୨୫ା୫: ସମଗ୍ର ଶିକ୍ଷା ଯୋଜନାରେ ଯାଜପୁର ଜିଲାରେ ବିପୁଳ ଅର୍ଥ ବ୍ୟୟରେ ଅନେକ ପ୍ରକଳ୍ପ ନିର୍ମାଣ ହେଉଛି। ୨୦୧୭-୧୮ ଏବଂ ୨୦୧୯-୨୦ ବର୍ଷରେ ମାଧ୍ୟମିକ ବିଦ୍ୟାଳୟ…
ଭୁବନେଶ୍ୱର,୨୪ା୫ (ବ୍ୟୁରୋ): କେନ୍ଦ୍ରୀୟ ଡେପୁଟେଶନରୁ ଫେରିବା ପରେ ଓଡ଼ିଶା କ୍ୟାଡରର ୧୯୯୭ ବ୍ୟାଚ୍ ଆଇପିଏସ୍ ଅଫିସର ସଞ୍ଜୟ କୁମାରଙ୍କୁ ଅତିରିକ୍ତ ଡିଜି(ଆଧୁନିକୀକରଣ) ଭାବେ ଅବସ୍ଥାପିତ କରାଯାଇଛି। ଚଳିତବର୍ଷ…
ଭୁବନେଶ୍ୱର,୨୫।୫(ବ୍ୟୁରୋ): ପାଠଶାଳାରୁ ଆରମ୍ଭ ହେବ ଅଲିମ୍ପିକ୍ସ ପ୍ରସ୍ତୁତି। ଛାତ୍ରୀଛାତ୍ର ସ୍କୁଲ ସମୟରୁ ଅଲିମ୍ପିକ୍ସର ମୂଲ୍ୟ ବୁଝିବେ। ସ୍କୁଲରେ ଦିଆଯିବ ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା। ଆମେରିକା, ଚାଇନା ଓ…
କଟକ ଅଫିସ,୨୫ା୫: ଓଡ଼ିଆ ଫିଲ୍ମ ଷ୍ଟାର୍ ଦମ୍ପତି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଉପରେ ମଙ୍ଗଳବାର କଟକ ଏସ୍ଡିଜେଏମ୍ କୋର୍ଟରେ ଶୁଣାଣି…
କଟକ ଅଫିସ,୨୫ା୫: ଦିନକୁ ଦିନ ତୀବ୍ର ହେବାରେ ଲାଗିଛି କେନ୍ଦ୍ରାପଡ଼ା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ…
ପୁରୀ ଅଫିସ, ୨୫।୫: ମଙ୍ଗଳବାର ରାତିରେ ଅଶାନ୍ତ ହୋଇପଡ଼ିଛି ପର୍ଯ୍ୟଟନର ସହର ପୁରୀ॥ ଏମାର ମଠ ଚକଡ଼ାରେ ଶ୍ରୀଲୋକନାଥ ମନ୍ଦିରର ଜଣେ ସେବାୟତଙ୍କୁ ଗୁଳି କରି ହତ୍ୟା…
ବଣାଇ, ୨୫।୫(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଗଡ଼ ମହାବିଦ୍ୟାଳୟ ପରୀକ୍ଷା ହଲ୍ରେ ମଙ୍ଗଳବାର ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଏମ୍ଡି ଅର୍ବାଜ(୧୮)। ତାଙ୍କ ଘର ଲହୁଣୀପଡ଼ା…
ପାତ୍ରପୁର,୨୫ା୫(ଡି.ଏନ.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ସାମନ୍ତରାପୁର ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମକୁ ଦୁଇ ପରିବାରର ଅନୁମତି ନ ମିଳିବାରୁ ପ୍ରଥମେ ପ୍ରେମିକଙ୍କ…