ଦୁର୍ନୀତି ଅଭିଯୋଗରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ପଦରୁ ହଟାଇଲେ ମାନ

ଚଣ୍ଡିଗଡ଼,୨୪।୫: ଦୁର୍ନୀତି ବିରୋଧରେ ଶକ୍ତ ମନୋଭାବ ଦେଖାଇ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୁର୍ନୀତି ଅଭିଯୋଗରେ ନିଜ ସ୍ବାସ୍ଥ୍ୟମନ୍ତ୍ରୀ ବିଜୟ…

କ୍ୱାଡ ଶିଖର ସମ୍ମିଳନୀରେ ମୋଦିଙ୍କ ପ୍ରଶଂସା, ବାଇଡେନ କହିଲେ ଭାରତ ସଫଳ ଚାଇନା ଫେଲ

ଟୋକିଓ,୨୪ ।୫: ଟୋକିଓ କ୍ୱାଡ ସମ୍ମିଳନୀର ଏକ ଅଧିବେଶନରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କୋଭିଡ ମହାମାରୀକୁ ଲୋକତାନ୍ତ୍ରୀକ ଭାବେ ସଫଳ ଭାବେ ସାମ୍ନା କରିିଥିବାରୁ ପ୍ରଧାନମନ୍ତ୍ରୀ…

ଚିନ୍ତା ବଢାଇଲାଣି ‘ଟମାଟୋ ଫ୍ଲୁ’: ୨୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚିନ୍ତା ବଢାଇଲାଣି ‘ଟମାଟୋ ଫ୍ଲୁ’। ୩୬ ଜଣ ସନ୍ଦିଗ୍ଧଙ୍କ ନମୁନା ଆର୍‌ଏମ୍‌ଆରସିକୁ ପଠାଯାଇଥିବା ବେଳେ ୨୬ ପଜିଟିଭ୍‌ ବାହାରିଛନ୍ତି। ଏ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ…

ଭାରତ-ଆମେରିକା ସହଭାଗିତାକୁ ଆହୁରି ଆଗକୁ ନେବାକୁ ମୁଁ ପ୍ରତିଶ୍ରୁତିବଦ୍ଧ: ବାଇଡେନ୍‌

ଟୋକିଓ,୨୪।୫: : ଜାପାନରେ ବିଶ୍ୱର ୪ ପ୍ରମୁଖ ରାଷ୍ଟ୍ରଙ୍କୁ ନେଇ କ୍ୱାଡ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଭାରତ ସମେତ ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆର ରାଷ୍ଟ୍ର ମୁଖ୍ୟଙ୍କ…

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ସରପଞ୍ଚ ହତ୍ୟା ଘଟଣାରେ ସମ୍ପୃକ୍ତ ୫ ଆତଙ୍କବାଦୀ ଗିରଫ

ଶ୍ରୀନଗର,୨୪।୫: ଜମ୍ମୁ-କଶ୍ମୀର ପୋଲିସ ଲଶ୍କର-ଇ-ତୋଏବାର ୫ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ୩ଜଣ ଆତଙ୍କବାଦୀ ବାରମୁଳା ଜିଲା ସରପଞ୍ଚ ହତ୍ୟା କାଣ୍ଡରେ ସମ୍ପୃକ୍ତ ଥିଲେ ବୋଲି ପୋଲିସ…

ନିର୍ବାଚନ ଡ୍ୟୁଟି କରୁଛନ୍ତି କି ଧୋନୀ? ଲୋକଙ୍କ ଭିଡ ପରେ ଜଣାପଡିଲା ପ୍ରକୃତ ରହସ୍ୟ

ରାଞ୍ଚି,୨୪।୫:ଆଇପିଏଲ୍‌ ୨୦୨୨ରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ(ସିଏସ୍‌କେ)ର ଯାତ୍ରା ସମାପ୍ତ ହୋଇଛି। ଚଳିତ ସିଜିନ୍‌ରେ ଏମଏସ ଧୋନୀଙ୍କ ଅଧିନାୟକତ୍ୱରେ ସିଏସ୍‌କେ ପଏଣ୍ଟ ଟେବୁଲରେ ନବମ ସ୍ଥାନ ଅଧିକାର କରିଥିଲା।…

ଏମାର ମଠର ଖନନ ସ୍ଥଳରେ ଚାଲିଛି ସର୍ଭେ

ପୁରୀ ଅଫିସ୍‌,୨୪।୫: ଏମାର ମଠର ଖନନ ସ୍ଥଳରେ ମଙ୍ଗଳବାର ଜିପିଆରଏସ୍‌ ସର୍ଭେ କରାଯାଇଛି। ଗୁଜୁରାଟ ଆଇଆଇଟି ସଂସ୍ଥା ପକ୍ଷରୁ ଏହି ସର୍ଭେ କରାଯାଉଛି। ଏଥିସହିତ ଏମାର ମଠ…

ଦଳୀୟ ପାର୍ଥିନୀଙ୍କ ସହ ପ୍ରଚାରରେ ବାହାରିଲେ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୪।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୩ ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର…

୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଗଠନ ହେଲା ଟାସ୍କ ଫୋର୍ସ

ନୂଆଦିଲ୍ଲୀ,୨୪।୫: ଆସନ୍ତା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଏବେଠାରୁ ନିଜର ରଣନୀତି ପ୍ରସ୍ତୁତ କରିବାକୁ ଲାଗିପଡ଼ିଲାଣି। ମଙ୍ଗଳବାର ଦଳର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ…

ଆଜି ପ୍ଲେ ଅଫ୍‌ରେ ଗୁଜରାଟ-ରାଜସ୍ଥାନ ମୁକାବିଲା: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍‌

କୋଲକତା,୨୪।୫:ଆଇପିଏଲ ୨୦୨୨ର ପ୍ଲେ ଅଫ ମ୍ୟାଚ୍‌ ଆଜିଠୁ ଆରମ୍ଭ ହେବ। କୋଲକାତାରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଲିଫାୟର୍‌-୧ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଗୁଜରାଟ ଟାଇଟାନ୍ସକୁ ଭେଟିବ। କ୍ୱାଲିଫାୟର…