ମୁଖ୍ୟମନ୍ତ୍ରୀଙ୍କ ଉପରେ ଆପତ୍ତିଜନକ ପୋଷ୍ଟ କଲେ ୧୫ ବର୍ଷର ବାଳକ: ମିଳିଲା ନିଆରା ଦଣ୍ଡ

ମୁରାଦାବାଦ୍‌,୨୪।୫: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉପରେ ସୋସିଆଲ୍‌ ମିଡିଆରେ ଆପତ୍ତିଜନକ ପୋଷ୍ଟ କରିବା ଅଭିଯୋଗରେ ୧୫ ବର୍ଷୀୟ ବାଳକଙ୍କୁ ଏକ ନିଆରା ଦଣ୍ଡ ଦିଆଯାଇଛି।…

ଯୁକ୍ତ୨ ପରୀକ୍ଷା କେନ୍ଦ୍ର ନିର୍ଣ୍ଣୟରେ ନିୟମ ଉଲ୍ଲଂଘନ

ବାରିପଦା ଅଫିସ,୨୪।୫ ମୟୂରଭଞ୍ଜ ଜିଲା ବାରିପଦା ସହରରେ ଥିବା ଏକ ଘରୋଇ କଲେଜର ପରୀକ୍ଷା କେନ୍ଦ୍ର ନିର୍ଣ୍ଣୟକୁ ନେଇ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ସରକାରୀ…

ଖତ ଖାଉଛି ଉଦ୍ଧାରକାରୀ ବୋଟ୍‌

ପଦ୍ମପୁର, ୨୪।୫ (ଡି.ଏନ.ଏ.) ଭଦ୍ରକ ଜିଲାର ବନ୍ୟା ଓ ବାତ୍ୟା ପ୍ରପୀଡ଼ିତ ଅଞ୍ଚଳ ଭାବେ ଜଣାଶୁଣା ବାସୁଦେବପୁର ବ୍ଲକରେ ଥିବା ଏକମାତ୍ର ଉଦ୍ଧାରକାରୀ ବୋଟ୍‌ ଏବେ ଖତ…

କଳା ଧୂଆଁରେ ଲୋକେ ଅତିଷ୍ଠ

ଧାମନଗର,୨୪।୫(ଡି.ଏନ.ଏ.) ଭଦ୍ରକ ଜିଲା ଧାମନଗର ବଜାର ଅଞ୍ଚଳରେ ଦିନକୁ ଦିନ କଳା ଧୂଆଁ ଯୋଗୁ ଲୋକେ ଅତିଷ୍ଠ ହୋଇପଡ଼ୁଛନ୍ତି। ଏଥିପ୍ରତି ପ୍ରଶାସନ କିମ୍ବା ପରିବେଶ ବିଭାଗ ଆଦୌ…

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ  ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି। ରାଜ୍ୟ ବିଧାନସଭା ପକ୍ଷରୁ ମଙ୍ଗଳବାର ଏହି ବିଧିବଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାରେ ଖାଲି…

୫ ଘଣ୍ଟା ଅବରୋଧ କଲେ ଦୁଇ ବ୍ଲକ ବାସିନ୍ଦା

ଜଳେଶ୍ୱର, ୨୪।୫ (ଡି.ଏନ.ଏ.) ଦୀର୍ଘବର୍ଷ ଧରି ଜଳେଶ୍ୱର ଓ ବାଲିଆପାଳ ବ୍ଳକର ଜୀବନରେଖା ଭାବେ ପରିଚିତ କପାସିଆ ରାସ୍ତା ଦୁରବସ୍ଥା ବଦଳୁ ନ ଥିବାରୁ ୨ବ୍ଲକର ବହୁ…

ଉଜ୍ଜ୍ୱଳ ଆଲୋକ ପାଇଁ ହାତୀ ବାଟବଣା

କେନ୍ଦୁଝର,୨୪।୫(ସ୍ବ.ପ୍ର.) ହାତୀମାନଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ଜଙ୍ଗଲାଞ୍ଚଳ ଦେଇ ଯାଇଥିବା ରାଜପଥ ଓ ଜାତୀୟ ରାଜପଥରେ ସୂଚନା ଫଳକ ଦର୍ଶାଇ…

ଥଟ୍ଟା କରିବାରୁ ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ

ସମ୍ବଲପୁର,୨୪ା୫(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା କେଶାପାଲି ଗ୍ରାମରେ ଥଟ୍ଟା କରିବାକୁ ନେଇ ମାରପିଟ ହୋଇଛି। ଉଭୟ ପକ୍ଷଙ୍କ ଅଭିଯୋଗ କ୍ରମେ ଥାନାରେ ୭୯/୨୨ ଏବଂ ୮୦/୨୨…

ପାକିସ୍ତାନରେ ବଢୁଛି ଆର୍ଥତ୍କ ସଙ୍କଟ:ପେଟ୍ରୋଲ ଏବଂ ଡିଜେଲ ବଞ୍ଚାଇବା ପାଇଁ ଆସିବ ନୂଆ ଯୋଜନା

ଇସଲାମାବାଦ୍‌,୨୪।୫: ଗତ ବର୍ଷେ ହେବ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ସମସ୍ୟା ନୂଆ ସରକାର ଆସିବା ପରେ ମଧ୍ୟ ସୁଧୁରିବାର ନାଁ ଧରୁନି। ପେଟ୍ରୋଲ…

ଅକ୍ଷୟଙ୍କ ସହ ରୋମାଣ୍ଟିକ୍‌ ହେଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ତାଙ୍କର ଆଗାମୀ ଫିଲ୍ମ ‘ପୃଥୀରାଜ’ ରିଲିଜ ନେଇ ବ୍ୟସ୍ତ ଅଛନ୍ତି। ଫିଲ୍ମର ମୁଖ୍ୟ ଭୂମିକାରେ ଅଭିନୟ କରୁଥିବା ଅକ୍ଷୟଙ୍କର ଆଉ ଏକ…