ରାଶିଫଳ: ମଙ୍ଗଳବାର, ମେ ୨୪ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୩ ଜଣ କୋଭିଡ୍‌ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ ହଜାର୧୧୮ ଜଣ ସୁସ୍ଥ…

ଆଇପିଏଲ ପ୍ଲେ ଅଫ୍‌ରେ ବର୍ଷା ହେଲେ କିଏ ହେବ ବିଜେତା: ଜାଣନ୍ତୁ ନିୟମ

ମୁମ୍ବାଇ,୨୩।୫:ଆଇପିଏଲ ପ୍ଲେ ଅଫ ମ୍ୟାଚ ପାଇଁ ପରିଚାଳନା ପରିଷଦ ପକ୍ଷରୁ ନୂତନ ନିୟମ ବିଷୟରେ ପ୍ରକାଶ କରାଯାଇଛି। କ୍ୱାଲିଫାୟର୍‌-୧, ଏଲିମିନେଟର ଏବଂ କ୍ୱାଲିଫାୟର୍‌-୨ରେ ଯଦି ବର୍ଷା ଯୋଗୁ…

ଓ୍ବାର୍କ ଫ୍ରମ୍‌ ହୋମ୍‌ ପାଇଁ ଲୋକଙ୍କୁ ପରାମର୍ଶ

ନୂଆଦିଲ୍ଲୀ,୨୩।୫: ରାଜଧାନୀ ଦିଲ୍ଲୀ ଏବଂ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ରାସ୍ତାଗୁଡିକ ଜଳମଗ୍ନ ହୋଇଯାଇଛି। ଫଳରେ ବ୍ୟାପକ ଟ୍ରାଫିକ୍‌ ସମସ୍ୟା ମଧ୍ୟ ସୃଷ୍ଟି ହୋଇଛି। ଗୁରୁଗ୍ରାମର ଅନେକ…

କାମ କରିବାକୁ ଯାଇଥିଲେ ବିଦେଶ, ଏବେ ଭିକ ମାଗୁଛନ୍ତି

ଛତ୍ରପୁର,୨୩।୫(ଡି.ଏନ୍‌.ଏ.) କାମ କରିବାକୁ ଯାଇ ଆରବ ଦେଶର କତରରେ ଜଣେ ଓଡ଼ିଆ ଶ୍ରମିକ ଭିକ ମାଗି ଚଳୁଥିବା ଜଣାପଡିଛି। ସେ ହେଲେ ଗଞ୍ଜାମ ଜିଲା ଖଲିକୋଟ ଥାନା…

ଶରତ ପଟ୍ଟନାୟକ ହେଲେ ପିସିସି ସଭାପତି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବହୁ ଅପେକ୍ଷାର ଅନ୍ତ ଘଟିଛି। କଂଗ୍ରେସ ନେତା ଶରତ ପଟ୍ଟନାୟକଙ୍କୁ ଓଡ଼ିଶା ପିସିସି ସଭାପତି ଭାବେ ସୋମବାର ନିଯୁକ୍ତ କରାଯାଇଛି। ଏ ନେଇ ଏଆଇସିସି ପକ୍ଷରୁ…

ଜାପାନର ପ୍ରମୁଖ ବ୍ୟବସାୟୀଙ୍କୁ ଭେଟିଲେ ମୋଦି

ଟୋକିଓ,୨୩।୫: କ୍ୱାଡ୍‌ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ ଗସ୍ତରେ ଯାଇଛନ୍ତି। ଦୁଇ ଦିନିଆ ଜାପାନ ଗସ୍ତର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ଜାପାନର ପ୍ରମୁଖ…

ଶିବାଜୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ସୋମବାର ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ୱାଃସ ତ୍ୟାଗ କରିଛନ୍ତିସ।…

ରଥଯାତ୍ରାରେ ୧୫ ଲକ୍ଷ ଭକ୍ତଙ୍କ ସମାଗମ ନେଇ ଆକଳନ

ପୁରୀ ଅଫିସ,୨୩।୫: ଭକ୍ତଙ୍କ ଗହଣରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପ୍ରଥମ ସମନ୍ବୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ୧୫ ଲକ୍ଷ ଭକ୍ତଙ୍କ ସମାଗମ…

ଜ୍ଞାନବାପି ମାମଲାର ଶୁଣାଣି ଶେଷ: ମଙ୍ଗଳବାର ଆସିବ ନିଷ୍ପତ୍ତି

ବାରାଣସୀ,୨୩।୫: ଜ୍ଞାନବାପି ମାମଲାର ଶୁଣାଣି ସୋମବାର ବାରାଣସୀ ଜିଲା ଜଜ କୋର୍ଟରେ ଶେଷ ହୋଇଛି। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଏହି ମାମଲାରେ କୋର୍ଟଙ୍କ ନିଷ୍ପତ୍ତି ଆସିପାରେ ବୋଲି…