ରଥଯାତ୍ରାରେ ୧୫ ଲକ୍ଷ ଭକ୍ତଙ୍କ ସମାଗମ ନେଇ ଆକଳନ

ପୁରୀ ଅଫିସ,୨୩।୫: ଭକ୍ତଙ୍କ ଗହଣରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପ୍ରଥମ ସମନ୍ବୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ୧୫ ଲକ୍ଷ ଭକ୍ତଙ୍କ ସମାଗମ…

ଜ୍ଞାନବାପି ମାମଲାର ଶୁଣାଣି ଶେଷ: ମଙ୍ଗଳବାର ଆସିବ ନିଷ୍ପତ୍ତି

ବାରାଣସୀ,୨୩।୫: ଜ୍ଞାନବାପି ମାମଲାର ଶୁଣାଣି ସୋମବାର ବାରାଣସୀ ଜିଲା ଜଜ କୋର୍ଟରେ ଶେଷ ହୋଇଛି। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଏହି ମାମଲାରେ କୋର୍ଟଙ୍କ ନିଷ୍ପତ୍ତି ଆସିପାରେ ବୋଲି…

ଗ୍ରାହକ ହୋଇ ହୋଟେଲରୁ କରିଥିଲେ ଚୋରି, ଧରାଇଦେଲା ସିସି ଟିଭି

ସୁନ୍ଦରଗଡ଼,୨୩।୫(ଡି.ଏନ୍‌.ଏ.): ସ୍ଥାନୀୟ ହୋଟେଲ ଜୟବିଜୟକୁ ଗ୍ରାହକ ଭାବେ ଆସି ଗତ ୧୬ ତାରିଖ ରାତିରେ କ୍ୟାଶ କାଉଣ୍ଟରରୁ ୧ଲକ୍ଷ ୪୦ ହଜାର ଟଙ୍କା ଚୋରିକରି ଫେରାର୍‌ ହୋଇଯାଇଥିବା…

ଗଙ୍ଗାରେ ବୁଡିଲା ଡଙ୍ଗା

ବାରାଣସୀ,୨୩।୫: ଉତ୍ତର ପ୍ରଦେଶର ବାରାଣସୀରେ ଏକ ଅଭାବନୀୟ ଘଟଣା ଘଟିଛି। ଗଙ୍ଗା ନଦୀର ପ୍ରଭୁ ଘାଟରେ ସୋମବାର ଏକ ଡଙ୍ଗା ବୁଡିଯାଇଛି। ଏଥିରେ ୬ ଜଣ ଲୋକ…

ଚର୍ଚ୍ଚାରେ ସାରାଙ୍କ ଲୁକ୍‌

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଇପିଏଲ ୨୦୨୨ରେ ପ୍ରାୟତଃ ଚର୍ଚ୍ଚାରେ ରହିଆସିଛନ୍ତି। ଚଳିତ ସିଜିନରେ ମୁମ୍ବାଇ ଦଳ ଅତ୍ୟନ୍ତ ଖରାପ ପ୍ରଦର୍ଶନ କରିଥାଇପାରେ, କିନ୍ତୁ…

ବିଧାୟକଙ୍କ ଉପରେ କଟକଣା ଲଗାଇଲେ ନୀତିଶ

ପାଟନା,୨୩।୫: ଜେଡିୟୁ ବିଧାୟକଙ୍କ ଉପରେ କଟକଣା ଲଗାଇଛନ୍ତି ନୀତିଶ ସରକାର। ତିନି ଦିନ ଯାଏ ପାଟନା ବାହାରକୁ ନ ଯିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜେଡିୟୁ ବିଧାୟକ…

ହସ୍ପିଟାଲରେ ସିଦ୍ଧୁ

ଚଣ୍ଡିଗଡ,୨୩।୫: କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ପଟିଆଲା ଜେଲ୍‌ରୁ ତାଙ୍କୁ ରାଜେନ୍ଦ୍ର ହସ୍ପିଟାଲକୁ ନିଆଯାଇଛି। ସେଠାରେ ତାଙ୍କର ମେଡିକାଲ ଚେକଅପ…

୨୩୯ ଦିନରେ ତାଇଓ୍ବାନରେ ୯୬୧ ଥର ଅନୁପ୍ରବେଶ…

ବେଜିଂ, ୨୩।୫ : ତାଇୱାନରେ ଚାଇନା ସୈନ୍ୟଙ୍କର ଅନୁପ୍ରବେଶ ବୃଦ୍ଧି ପାଇବାରେ ଲାଗିଛି। ଏକ ରିପୋର୍ଟ ଅନୁଯାୟୀ, ମେ ମାସରେ ଚାଇନାର ୬୮ ସାମରିକ ବିମାନ ତାଇୱାନର…

ବ୍ୟାଙ୍କ ଜରିଆରେ ବାର୍ଦ୍ଧକ୍ୟ ଭତ୍ତା ଏକ ପ୍ରହସନ

ବୈପାରିଗୁଡା,୨୩।୫ (ଡି.ଏନ୍‌.ଏ.): ସାମାଜିକ ସୁରକ୍ଷା ଯୋଜନାରେ ଅସହାୟ ଗରିବ ବୃଦ୍ଧାବୃଦ୍ଧଙ୍କୁ ସରକାରଙ୍କ ପକ୍ଷରୁ ବାର୍ଦ୍ଧକ୍ୟ ଭତ୍ତା ମାସିକ ୫୦୦ ଟଙ୍କା ମିଳିଥାଏ ା ଉକ୍ତ ସହାୟତା ରାଶି ପାଇବା…

ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଝାରସୁଗୁଡ଼ା ଅଫିସ,୨୩।୫: ଆସନ୍ତା ୩୧ରେ ବ୍ରଜରାଜନଗରରେ ହେବ ଉପନିର୍ବାଚନ। ଏଥିପାଇଁ ପ୍ରଚାର ଜୋରଦାର ହେଉଛି। ଅନେକ ହେଭିଓ୍ବେଟ୍‌ ନେତା ମଧ୍ୟ ନିଜ ଦଳୀୟ ପ୍ରାର୍ଥୀଙ୍କସହ ମିଶି ପ୍ରଚାର…